-+91-9937148622 |

prerana_bgr@rediffmail.com |

  Thursday 14th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||      ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   (13-May-2026)       ||      *ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   (13-May-2026)       ||      *ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   (13-May-2026)       ||      କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   (13-May-2026)       ||      *ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   (13-May-2026)       ||      ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   (13-May-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ    (13-May-2026)       ||      ପାଳଲହଡା ଅଞ୍ଚଳରେ ଅବୈଧ ଓ ଅନଧିକୃତ ଲଘୁ ଖଣିଜ ଖନନ ଏବଂ ପରିବହନ ଉପରେ ଚଢାଉ ହାଇବା ଜବତ    (13-May-2026)       ||      ମା ଙ୍କୁ ମନେ ପକାଇଲେ ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ର ସଭ୍ୟସଭ୍ୟା    (13-May-2026)       ||      ସାଇଟ କଲେଜରେ ବିଶ୍ୱ ସେବିକା ଦିବସ ପାଳନ   (13-May-2026)       ||      କଟକ ସଦର ବ୍ଲକରେ ଅନ୍ତୋଦୟ ଯୋଜନାରେ ଅନିୟମିତତା    (13-May-2026)       ||      ଦୁଇ ଶିକାରୀ ଙ୍କୁ ଗିରଫ କରିବା ସହ ଦୁଇଟି ଦେଶୀ ବନ୍ଧୁକ ଜବତ   (12-May-2026)       ||      *ସୁବର୍ଣ୍ଣପୁର ଠାରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଉଦ୍ଘାଟନ*   (12-May-2026)       ||      *ସାମ୍ବାଦିକ ସଙ୍ଘ ତରଫରୁ ଡାବୁଗାଁ ଥାନା ନୂତନ ଆଇ.ଆଇ.ସିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା*   (12-May-2026)       ||      ସ୍ୱରାଜ ହସ୍ପିଟାଲ ଏବଂ ରିସର୍ଚ୍ଚ ଇନଷ୍ଟିଟ୍ୟୁଟରେ ଆନ୍ତର୍ଜାତୀୟ ନର୍ସ ଦିବସ ପାଳନ   (12-May-2026)       ||     

HOME   ଜିଲ୍ଲା

ପୁଣି ନଳିକୁପା ଜଙ୍ଗଲରେ ମାଓ ଶିବିର ଧ୍ବଂସ,ବିପୁଳ ମାଓ ସାମଗ୍ରୀ ଜବତ

23-Jan-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଶଗଡା ଫାଣ୍ଡି ନିକଟ ନଳିକୁପା ଜଙ୍ଗଲରେ ମାଓବାଦୀ- ଯବାନ ଗୁଳି ବିନିମୟ ରେ ମାଓ ଶିବିର ଧ୍ବଂସ ଓ ବିପୁଳ ମାଓ ସାମଗ୍ରୀ ଜବତ  l  ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଶଗଡା ଫାଣ୍ଡି ଅନ୍ତର୍ଗତ ଅଭ୍ୟନ୍ନ୍ତରୀଣ ନଳିକୁପା ଜଙ୍ଗଲରେ ସୋମବାର ସନ୍ଧ୍ୟାରେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା  l ନଳିକୁପା ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବାସୂଚନା ପାଇ ଏସଓଜି ଯବାନ କୁମ୍ବିଙ୍ଗ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ l  କୁମ୍ବିଙ୍ଗ ସମୟରେ ହଠାତ ମାଓବାଦୀମାନଙ୍କ ପକ୍ଷରୁ ଗୁଳି ଚାଳନା ହୋଇଥିଲା । ପରେ

ଏସ୍‌ଓଜିଙ୍କ ପକ୍ଷରୁ ପାଲଟା ଗୁୁଳିଚାଳନା କରାଯାଇଥିଲା  l ପ୍ରଥମେ ମାଓବାଦୀମାନଙ୍କୁ ଆତ୍ମସମର୍ପଣ ପାଇଁ କୁହାଯାଇଥିଲା  l   ଏଥିରେ ମାଓବାଦୀମାନେ ଆତ୍ମସମର୍ପଣ ବଦଳରେ ଗୁଳି ବର୍ଷଣ କରିଥିଲେ l  ଜବାବରେ ଏସଓଜି ଯବାନ କୁମ୍ବିଙ୍ଗ ଅପରେସନ କୁ ଜୋରଦାର କରିଥିଲେ l ପ୍ରାୟ ଦୁଇଘଣ୍ଟା ଧରି ଉଭୟ ପଟୁ ଗୁଳି ବିନିମୟ ହୋଇଥିଲା  l  ଏଥିରେ ପ୍ରାୟ 30 ରୁ 40 ମାଓବାଦୀମାନେ ଛତ୍ରଭଙ୍ଗ ଦେଇ ଜଙ୍ଗଲ ଭିତରକୁ ଚାଲିଯାଇଥିଲେ l  କୁମ୍ବିଙ୍ଗ ଅପରେସନ ସମୟରେ ମାଓ କ୍ୟାମ୍ପ ଠାବ କରିଥିଲେ ଏସଓଜି ଯବାନ l  କ୍ୟାମ୍ପରୁ ରାଇଫଲ, ଲ୍ୟାଣ୍ଡ ମାଇନ,ବୋମା ସମେତ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ  l  ଗତ କାଲିର ଗୁଳି ବର୍ଷଣ ପରେ ଆଜି ସକାଳ ଠାରୁ ଗୁଳି ବିନିମୟ ବନ୍ଦ ରହିଛି  l ଏମାନଙ୍କ ମଧ୍ୟରେ ପାଖାପାଖି 30ରୁ 40ଜଣ ମାଓବାଦୀ ଥିବା ଅନୁମାନ କରାଯାଇଛି  l  ମାଓ ଶିବିର ଧ୍ବଂସ ପରେ ଯବାନ ଙ୍କ ଦ୍ୱାରା ସର୍ଚ୍ଚ ଅପରେସନ ଜାରି ରହିଛି  l   ବୌଦ୍ଧ -କନ୍ଧମାଳ ସୀମାନ୍ତ ଅଞ୍ଚଳରେ କେକେବିଏନ ଡିଭିଜନ ଅଂଚଳର ମାଓବାଦୀ ସକ୍ରିୟ ହୋଇ ଉଠିଥିବା

ବେଳେ ଗତ କିଛିଦିନ ମଧରେ ପାଞ୍ଚଥର ମାଓବାଦୀ ଓ ଯବାନ ମୁହଁମୁହିଁ ହୋଇଛନ୍ତି ଜିଲ୍ଲାର ବିଭିନ୍ନ ଅଭ୍ୟନ୍ତରୀଣ ଅଞ୍ଚଳରେ ସକ୍ରିୟ ହୋଇ ଉଠିଛନ୍ତି ଲାଲବାହିନୀ  l   ଜିଲ୍ଲାର ବିଭିନ୍ନ ସ୍ଥାନରେ ଏକାଧିକ ଥର ମାଓ ସଂଗଠନ ପକ୍ଷରୁ ମାଓ ପୋଷ୍ଟର ଲଗାଯାଇ ବେଆଇନ ଗଂଜେଇ ଚାଷ, ଜଳ, ଜମି, ଜଙ୍ଗଲ ଆଇନର ବ୍ୟବହାର, ଗରିବ ଚାଷୀ ମୂଳିଆଙ୍କୁ ସହଯୋଗ ଭଳି ବିଭିନ୍ନ ଆହ୍ୱାନ ଦିଆଯାଇଛି  l  ଗତ ଦୁଇମାସ ମଧ୍ୟରେ ଜିଲ୍ଲାର ମନମୁଣ୍ଡା ଓ କଣ୍ଟାମାଳ ଥାନା ଅନ୍ତର୍ଗତ ବିଭିନ୍ନ ଅଭ୍ୟନ୍ତରୀଣ ଜଙ୍ଗଲ ଅଞ୍ଚଳରେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବା ସୂଚନା ମିଳିଛି  l  ଏ ସମସ୍ତ ମୁହାଁମୁହିଁ ଗୁଳିବିନିମୟରେ ମାଓବାଦୀ ଛତ୍ରଭଙ୍ଗ ଦେଇଥିବା ବେଳେ ମାଓ ଶିବିରରୁ  ବିପୁଳ ପରିମାଣରେ ମାଓ ସାମଗ୍ରୀ ଓ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   14-May-2026
  ଶି‍କ୍ଷା ଓ ନିଯୁକ୍ତି  
ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି   13-May-2026
  ରାଜ୍ୟ  
ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   13-May-2026
  ଜିଲ୍ଲା  
ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   13-May-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    13-May-2026
  ଜିଲ୍ଲା  
ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   13-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   13-May-2026
  ଜିଲ୍ଲା  
*ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   13-May-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   13-May-2026
  ଜିଲ୍ଲା  
*ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   13-May-2026
  ଜିଲ୍ଲା  
ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   13-May-2026
  ଜିଲ୍ଲା  
ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ   13-May-2026

You Might Also Like