-+91-9937148622 |

prerana_bgr@rediffmail.com |

  Thursday 14th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||      ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   (13-May-2026)       ||      *ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   (13-May-2026)       ||      *ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   (13-May-2026)       ||      କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   (13-May-2026)       ||      *ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   (13-May-2026)       ||      ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   (13-May-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ    (13-May-2026)       ||      ପାଳଲହଡା ଅଞ୍ଚଳରେ ଅବୈଧ ଓ ଅନଧିକୃତ ଲଘୁ ଖଣିଜ ଖନନ ଏବଂ ପରିବହନ ଉପରେ ଚଢାଉ ହାଇବା ଜବତ    (13-May-2026)       ||      ମା ଙ୍କୁ ମନେ ପକାଇଲେ ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ର ସଭ୍ୟସଭ୍ୟା    (13-May-2026)       ||      ସାଇଟ କଲେଜରେ ବିଶ୍ୱ ସେବିକା ଦିବସ ପାଳନ   (13-May-2026)       ||      କଟକ ସଦର ବ୍ଲକରେ ଅନ୍ତୋଦୟ ଯୋଜନାରେ ଅନିୟମିତତା    (13-May-2026)       ||      ଦୁଇ ଶିକାରୀ ଙ୍କୁ ଗିରଫ କରିବା ସହ ଦୁଇଟି ଦେଶୀ ବନ୍ଧୁକ ଜବତ   (12-May-2026)       ||      *ସୁବର୍ଣ୍ଣପୁର ଠାରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଉଦ୍ଘାଟନ*   (12-May-2026)       ||      *ସାମ୍ବାଦିକ ସଙ୍ଘ ତରଫରୁ ଡାବୁଗାଁ ଥାନା ନୂତନ ଆଇ.ଆଇ.ସିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା*   (12-May-2026)       ||      ସ୍ୱରାଜ ହସ୍ପିଟାଲ ଏବଂ ରିସର୍ଚ୍ଚ ଇନଷ୍ଟିଟ୍ୟୁଟରେ ଆନ୍ତର୍ଜାତୀୟ ନର୍ସ ଦିବସ ପାଳନ   (12-May-2026)       ||     

HOME   ଜିଲ୍ଲା

 ଭଗବତୀ ନଗରରେ ରାମୋତ୍ସବ ଓ ଦୀପୋତ୍ସବ ପାଳିତ  

23-Jan-2024



ବଲାଙ୍ଗୀର, ସ୍ଥାନୀୟ ଭଗବତୀ ନଗରରେ ହର୍ଷ ଉଲ୍ଲାସରେ ପ୍ରଭୁ ଶ୍ରୀରାମଙ୍କ ରାମୋତ୍ସବ ଏବଂ ଦୀପୋତ୍ସବ ପାଳିତ ହୋଇଥିଲା । ପ୍ରାତଃ କାଳରୁ ଭଗବତୀ କଲୋନୀରେ ସ୍ୱଚ୍ଛତା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ସମସ୍ତେ ନିଜ ନିଜ ଘର ସମ୍ମୁଖରେ ସଫେଇ କାର୍ଯ୍ୟ କରିଥିଲେ । ସକଳ ୮ଟାରେ ବିଷ୍ଣୁ ପ୍ରସାଦ ଅଗ୍ରୱାଲଙ୍କ ଘରେ ଶ୍ରୀମତୀ  ମୀରା ଅଗ୍ରୱାଲ ଭଜନ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ ଏବଂ ବାଳଭୋଗ ସେବନ ହୋଇଥିଲା । ଅପରାହ୍ନରେ ଶିଶୁ କଳାକାର ସ୍ୱୟଂ ଏବଂ ଶାୟଷଙ୍କୁ ଯଥାକ୍ରମେ ରାମ ଏବଂ ସୀତା ରୂପେ ବେଶ କରାଯାଇ, ଏକ ସୁସଜ୍ଜିତ କାର ଯୋଗେ  ଭଜନ କୀର୍ତନ ଓ ନାଚ ଗୀତ ସହ ‘ଜୟ ସୀତା ରାମ’ ଏବଂ ‘ଜୟ ଜୟ ଶ୍ରୀ ରାମ’ ଧ୍ୱନୀ  ସହ ସମଗ୍ର ଭଗବତୀ ନଗର ପରିକ୍ରମା କରାଯାଇଥିଲା । ସମସ୍ତଙ୍କ ଘର ସମ୍ମୁଖରେ ରଙ୍ଗୋଲି ସହ ଫୁଲ କଳସ ସଜା ହୋଇଥିଲା । କଳସ ସମ୍ମୁଖରେ ଦୀପମାନ ପ୍ରଜ୍ୱଳିତ ହୋଇଥିଲା । 

    

ପରିକ୍ରମା ପରେ ରାମଙ୍କ ଯାତ୍ରା ଦୀପୋତ୍ସବ ସ୍ଥଳିରେ ପହଁଚିବା ପରେ ସମସ୍ତେ ଗଙ୍ଗାଜଳ, ଗୋରଷ ଏବଂ ସୁଗନ୍ଧିତ ପୁଷ୍ପରେ ରାମ ଏବଂ ସୀତାଙ୍କ ପଦ ପ୍ରକ୍ଷାଳନ କରିଥିଲେ ଏବଂ ସୁସଜ୍ୱିତ ଆସନରେ ଦୀପୋତ୍ସବ ସ୍ଥାନରେ ବିରାଜିତ କରେଇଥିଲେ ।ପରେ ସମସ୍ତ ରାମ ପ୍ରେମି ଭଜନ କୀର୍ତନ ଆରମ୍ଭ କରିଥିଲେ । ତତ୍‌ପଶ୍ଚାତ ସାମୁହିକ ହନୁମାନ ଚାଳିଶା ପାଠ କରା ହୋଇଥିଲା ।  
    କାର୍ଯ୍ୟକ୍ରମକୁ ସଫଳ କରିବାରେ ରଶ୍ମିତା ପାଣିଗ୍ରାହୀ, ନେହା ଅଗ୍ରୱାଲ  , ଗୀତା ଅଗ୍ରୱାଲ, ଚିତ୍ରାଙ୍ଗୀ ଚୋପଦାର, ରାନୁ ହୋତା, ରଞ୍ଜୁରାଣୀ ଜେନା, ବିମଳ ଚୋପଦାର, ସୁରେଶ ଅଗ୍ରଓ ୍ୱାଲ, ପ୍ରମୋଦ ଅଗ୍ରୱାଲ, ପ୍ରଦୀପ ଅଗ୍ରୱାଲ, ସତ୍ୟଜିତ ପାଣିଗ୍ରାହୀ, ସଂସ୍କାର ଅଗ୍ରୱାଲ , ଅରବିନ୍ଦ ସିଂ, ବିଜନ ଜେନା ତଥା ଅନ୍ୟସବୁ  ରାମ ଭକ୍ତ ବୃନ୍ଦ  ଆନ୍ତରିକ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   14-May-2026
  ଶି‍କ୍ଷା ଓ ନିଯୁକ୍ତି  
ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି   13-May-2026
  ରାଜ୍ୟ  
ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   13-May-2026
  ଜିଲ୍ଲା  
ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   13-May-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    13-May-2026
  ଜିଲ୍ଲା  
ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   13-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   13-May-2026
  ଜିଲ୍ଲା  
*ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   13-May-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   13-May-2026
  ଜିଲ୍ଲା  
*ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   13-May-2026
  ଜିଲ୍ଲା  
ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   13-May-2026
  ଜିଲ୍ଲା  
ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ   13-May-2026

You Might Also Like