-+91-9937148622 |

prerana_bgr@rediffmail.com |

  Thursday 14th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||      ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   (13-May-2026)       ||      *ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   (13-May-2026)       ||      *ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   (13-May-2026)       ||      କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   (13-May-2026)       ||      *ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   (13-May-2026)       ||      ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   (13-May-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ    (13-May-2026)       ||      ପାଳଲହଡା ଅଞ୍ଚଳରେ ଅବୈଧ ଓ ଅନଧିକୃତ ଲଘୁ ଖଣିଜ ଖନନ ଏବଂ ପରିବହନ ଉପରେ ଚଢାଉ ହାଇବା ଜବତ    (13-May-2026)       ||      ମା ଙ୍କୁ ମନେ ପକାଇଲେ ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ର ସଭ୍ୟସଭ୍ୟା    (13-May-2026)       ||      ସାଇଟ କଲେଜରେ ବିଶ୍ୱ ସେବିକା ଦିବସ ପାଳନ   (13-May-2026)       ||      କଟକ ସଦର ବ୍ଲକରେ ଅନ୍ତୋଦୟ ଯୋଜନାରେ ଅନିୟମିତତା    (13-May-2026)       ||      ଦୁଇ ଶିକାରୀ ଙ୍କୁ ଗିରଫ କରିବା ସହ ଦୁଇଟି ଦେଶୀ ବନ୍ଧୁକ ଜବତ   (12-May-2026)       ||      *ସୁବର୍ଣ୍ଣପୁର ଠାରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଉଦ୍ଘାଟନ*   (12-May-2026)       ||      *ସାମ୍ବାଦିକ ସଙ୍ଘ ତରଫରୁ ଡାବୁଗାଁ ଥାନା ନୂତନ ଆଇ.ଆଇ.ସିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା*   (12-May-2026)       ||      ସ୍ୱରାଜ ହସ୍ପିଟାଲ ଏବଂ ରିସର୍ଚ୍ଚ ଇନଷ୍ଟିଟ୍ୟୁଟରେ ଆନ୍ତର୍ଜାତୀୟ ନର୍ସ ଦିବସ ପାଳନ   (12-May-2026)       ||     

HOME   ଜିଲ୍ଲା

ସର୍ବ ଭାରତୀୟ ଲାଲମନି କ୍ରିକେଟ ନାଗପୁର କରିମ୍ ସ୍ପୋର୍ଟିଂ ସେମିରେ--

23-Jan-2024



ସୋନପୁର, (ମନୋରଞ୍ଜନ ତ୍ରିପାଠୀ )  ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ଲାଲମନୀ ସର୍ବଭାରତୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ତୃତୀୟ ଦିବସରେ ନାଗପୁର କରିମ୍ ସ୍ପୋର୍ଟିଂ ସୋନପୁର ଜିଲ୍ଲା କ୍ରିକେଟ୍ ସଂଘକୁ ହରାଇ ସେମି ଫାଇନାଲରେ ପ୍ରବେଶ କରିଛି 
ଟି୨୦ ମ୍ୟାଚରେ ନାଗପୁର ଦଳ ଟସ୍ ଜିଣି ପ୍ରଥମେ ବ୍ୟାଟିଂ ପାଇଁ ନିଷ୍ପତ୍ତି ନେଇଥିଲା । ନିର୍ଦ୍ଧାରିତ ଓଭରରେ ନାଗପୁର ଦଳ ୬ ଉଇକେଟ୍ ହରାଇ ୧୩୫ ରନ୍ ସଂଗ୍ରହ କରିଥିଲା । ଦଳ ପକ୍ଷରୁ ଆଶୁତୋଷ ସିଂହ ସର୍ବାଧିକ ୨୯ ବଲ୍‌ରେ ୫୧ ରନ୍  କରିଥିଲେ । ସେହିପରି ରକି ରାଜ ୨୪ ବଲ୍‌ରେ ୨୭ ରନ୍ କରିଥିଲେ । ସୋନପୁର ଦଳର ସୁମନ ମହାରଣା ଓ କେଜି କ୍ରିଷ୍ଣା ୨ଟି ଲେଖାଏଁ ଉଇକେଟ୍ ନେଇଥିଲେ । ଏହାର ଜବାବରେ ସୋନପୁର ଦଳ ୯ ଉଇକେଟ୍ ହରାଇ୧୧୧ ରନ୍‌ରେ ସିମୀତ ହୋଇ ଯାଇଥିଲା । ଦଳ ପକ୍ଷରୁ ସୁରଜ ମହାପାତ୍ର ୨୮ ବଲ୍‌ରେ ୩୭ ରନ୍ ଓ କେ.ଗୋପାଳ କ୍ରିଷ୍ଣା ୧୪ ବଲ୍‌ରେ ୧୮ ରନ୍ କରିଥିଲେ ।  ସେହିପରି ଟ୧୦ ମ୍ୟାଚରେ ନାଗପୁର ଦଳ ୫ ଉଇକେଟ୍ ହରାଇ ୧୦୦ ରନ୍ କରିଥିଲା । ଜବାବରେ ସୋନପୁର ଦଳ ନିର୍ଦ୍ଧାରିତ ଓଭରରେ ୮ ଉଇକେଟ୍ ହରାଇ ୯୩ ରନ୍ କରିବାକୁ ସକ୍ଷମ ହୋଇଥିଲା । 
ନାଗପୁର ଦଳର ଆଶୁତୋଷ ସିଂହଙ୍କୁ ମ୍ୟାନ ଅଫ୍ ଦି ମ୍ୟାଚ ଘୋଷଣା କରାଯାଇଛି । ସୋନପୁର ଥାନା ଆଇଆଇସି ପଦ୍ମାସିନୀ ମେହେର ଅତିଥି ଭାବେ ଯୋଗ ଦେଇ ଆଜିର ମ୍ୟାଚକୁ ଶୁଭାରମ୍ଭ କରିଥିଲେ । ଓସିଏ ସ୍ୱିକୃତିପ୍ରାପ୍ତ ଅମ୍ପାୟାର ଅମିୟ ଭୂଷଣ ସାହୁ ଏବଂ ଶ୍ୟାମ ସୁନ୍ଦର ପଣ୍ଡା ମ୍ୟାଚ ପରିଚାଳନା କରିଥିଲେ । ସେହିପରି ଗତ କାଲି  ଦ୍ବିତୀୟ ଦିନ ର ମ୍ୟାଚ୍ ରେ  ସୁନ୍ଦରଗଡ଼  ନବ ଜୀବନ ଦଳ କୁ ସୁପର ଓଭର୍ ରେ ହରାଇ ଏମ୍ ସି ସି ସମ୍ବଲପୁର  ଦଳ ବିଜୟୀ ହୋଇ ପ୍ରଥମ ସେମି ଫାଇନାଲ ରେ ପ୍ରବେଶ କରିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   14-May-2026
  ଶି‍କ୍ଷା ଓ ନିଯୁକ୍ତି  
ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି   13-May-2026
  ରାଜ୍ୟ  
ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   13-May-2026
  ଜିଲ୍ଲା  
ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   13-May-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    13-May-2026
  ଜିଲ୍ଲା  
ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   13-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   13-May-2026
  ଜିଲ୍ଲା  
*ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   13-May-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   13-May-2026
  ଜିଲ୍ଲା  
*ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   13-May-2026
  ଜିଲ୍ଲା  
ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   13-May-2026
  ଜିଲ୍ଲା  
ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ   13-May-2026

You Might Also Like