-+91-9937148622 |

prerana_bgr@rediffmail.com |

  Thursday 14th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||      ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   (13-May-2026)       ||      *ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   (13-May-2026)       ||      *ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   (13-May-2026)       ||      କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   (13-May-2026)       ||      *ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   (13-May-2026)       ||      ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   (13-May-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ    (13-May-2026)       ||      ପାଳଲହଡା ଅଞ୍ଚଳରେ ଅବୈଧ ଓ ଅନଧିକୃତ ଲଘୁ ଖଣିଜ ଖନନ ଏବଂ ପରିବହନ ଉପରେ ଚଢାଉ ହାଇବା ଜବତ    (13-May-2026)       ||      ମା ଙ୍କୁ ମନେ ପକାଇଲେ ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ର ସଭ୍ୟସଭ୍ୟା    (13-May-2026)       ||      ସାଇଟ କଲେଜରେ ବିଶ୍ୱ ସେବିକା ଦିବସ ପାଳନ   (13-May-2026)       ||      କଟକ ସଦର ବ୍ଲକରେ ଅନ୍ତୋଦୟ ଯୋଜନାରେ ଅନିୟମିତତା    (13-May-2026)       ||      ଦୁଇ ଶିକାରୀ ଙ୍କୁ ଗିରଫ କରିବା ସହ ଦୁଇଟି ଦେଶୀ ବନ୍ଧୁକ ଜବତ   (12-May-2026)       ||      *ସୁବର୍ଣ୍ଣପୁର ଠାରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଉଦ୍ଘାଟନ*   (12-May-2026)       ||      *ସାମ୍ବାଦିକ ସଙ୍ଘ ତରଫରୁ ଡାବୁଗାଁ ଥାନା ନୂତନ ଆଇ.ଆଇ.ସିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା*   (12-May-2026)       ||      ସ୍ୱରାଜ ହସ୍ପିଟାଲ ଏବଂ ରିସର୍ଚ୍ଚ ଇନଷ୍ଟିଟ୍ୟୁଟରେ ଆନ୍ତର୍ଜାତୀୟ ନର୍ସ ଦିବସ ପାଳନ   (12-May-2026)       ||     

HOME   ଜିଲ୍ଲା

ବ୍ଲକ୍ ସ୍ତରୀୟ ଯାଦବ ସମାଜ ସମ୍ମିଳନୀ

24-Jan-2024



(ଡୋଲେସ୍ବର ଵାଗ )
ବୋଡ଼େନ ବ୍ଲକ୍ ଫରସରା ପଞ୍ଚାୟତ ଆମ୍ବଗୁଡ଼ା  ଗ୍ରାମ  ରାଜମାଉଲ୍ ଦେବୀ  ଗୁଡି ଠାରେ  ବ୍ଲକ ସ୍ତରୀୟ ଯାଦବ ସମାଜ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବୋଡ଼େନ ବ୍ଲକ୍ ସଭାପତି ରାଜ କିଶୋର ହେର୍ଣା ଙ୍କ ସଭାପତତ୍ବରେ  ମୁଖ୍ୟ ଅତିଥି ଭାବେ ପୂର୍ବ ତନ ବିଧାୟକ ହିତେଶ କୁମାର ବଗର୍ତ୍ତି ,ମୁଖ୍ୟ ବକ୍ତା ଭାବେ ଉତ୍କଳ ଯାଦବ ମହାସଭା ମହାସଚିବ ଲମ୍ବୋ ଧର୍ ନିଆଳ , ବିଶିଷ୍ଟ ଅତିଥି ଜିଲ୍ଲା ଯାଦବ ସମାଜ ସଭାପତି ଭରତ ଲାଲ ରାଉତ, ସମ୍ମାନୀତ ଅତିଥି ଭାବେ ପୂର୍ବ ତନ  ଜିଲ୍ଲା ସଭପତି  ହରେରାମ କଠା ର ,ପର୍ଶୁରାମ ନିଅାଲ୍, ମାଲଖ୍ ମ ନାଗ, ବିକ୍ରମ ବିଶ୍ଵାଳ, ଟଙ୍କ ଧର ନୀଆଲ, ଚକ୍ରଧର ଗଉଡ, ଜିଲ୍ଲା ଉପ ସଭାପତି ଚଞ୍ଚଳ ସଗରିଆ,ସୁରେଶ୍ ବାଗ,ଜିଲ୍ଲା ସାଧାରଣ ସମ୍ପାଦକ ତ୍ରିନାଥ ପୁଞ୍ଜି, ସିନାପାଲି ବ୍ଲକ ସଭପତି  ଲିଙ୍ଗରାଜ ଘିଭେଲା, ଖଡ଼ିଆଳ ବ୍ଲକ ସଭାପତି କିତ୍ତନ୍ ପୋଡ଼, କୋମନା ବ୍ଲକ ସଭାପତି ପବିତ୍ର ପୋଡ଼, ନୂଆପଡ଼ା ବ୍ଲକ ସଭାପତି କୃ ଷ୍ଣ ଚନ୍ଦ୍ର ଖର୍ସେଲ , ପୂ ର୍ବତନ୍ ବ୍ଲକ ସଭାପତି ବେଦବ୍ୟାସ ନାଗ ମଞ୍ଚାସିନ ଥିଲେ।  ସମାଜର ରୀତିନୀତି ଉପରେ  ବିଭିନ୍ନ  ସମ୍ବିଧାନ , ସମ୍ବେଧରେ  ମତବେକ୍ତ  ତ୍ବ ଦେଇଥିଲେ ।  ଏଥି ରେ ବୋଡ଼େନ ବ୍ଲକ୍  15 ଟି କେନ୍ଦ୍ରର  ସଭାପତି  ଯୋଗଦେଇ ଥିଲା ବେଳେ  ନୂଆପଡ଼ା ଜିଲ୍ଲା ର  ପାଞ୍ଚଟି ବ୍ଲକ୍  ଓ ତିନି ଗୋଟି ଏନ ଏ ସି   ନେଇ ଜିଲ୍ଲା ଯାଦବ ସମାଜ ଗଠିତ ହୋଇଅଛି  ବୋଲି  ବକ୍ତ ବ୍ଯ ଦେଇଥିଲେ ।  ଆ ମ୍ବଗୁଡ଼ା କେନ୍ଦ୍ର  ପୂର୍ବତନ ସଭାପତି ଈଶ୍ୱର କାଣ୍ଡ, ଗଙ୍ଗାଧର ବାଗ, ଖିତିରାଜ୍ ନୀଆଲ୍, ଗୌତମ ନିଆ ଲ ,  ହେରମ୍ ବାଗ, ଭୁବନ ନୀଆଳ, ହରି ବାଗ ସତ୍ୟ ହେର୍ନା , ମକାରୁ ବାଗ, ଭଜମନ ବାଗ,  ନାରାୟଣ ବାଗ,  ଆମ୍ବାଗୁଡ଼ା ଗାର ସମସ୍ତ କର୍ମକର୍ତ୍ତା ସହ ମାତୃ ମଣ୍ଡଳୀ ସହଯୋଗ କରିଥିଲେ । ବ୍ଲକ୍ ସମ୍ପାଦକ  ମାଧବ ବାଗ ଧନ୍ୟବାଦ୍  ଅର୍ପଣ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   14-May-2026
  ଶି‍କ୍ଷା ଓ ନିଯୁକ୍ତି  
ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି   13-May-2026
  ରାଜ୍ୟ  
ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   13-May-2026
  ଜିଲ୍ଲା  
ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   13-May-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    13-May-2026
  ଜିଲ୍ଲା  
ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   13-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   13-May-2026
  ଜିଲ୍ଲା  
*ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   13-May-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   13-May-2026
  ଜିଲ୍ଲା  
*ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   13-May-2026
  ଜିଲ୍ଲା  
ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   13-May-2026
  ଜିଲ୍ଲା  
ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ   13-May-2026

You Might Also Like