-+91-9937148622 |

prerana_bgr@rediffmail.com |

  Thursday 14th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||      ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   (13-May-2026)       ||      *ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   (13-May-2026)       ||      *ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   (13-May-2026)       ||      କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   (13-May-2026)       ||      *ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   (13-May-2026)       ||      ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   (13-May-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ    (13-May-2026)       ||      ପାଳଲହଡା ଅଞ୍ଚଳରେ ଅବୈଧ ଓ ଅନଧିକୃତ ଲଘୁ ଖଣିଜ ଖନନ ଏବଂ ପରିବହନ ଉପରେ ଚଢାଉ ହାଇବା ଜବତ    (13-May-2026)       ||      ମା ଙ୍କୁ ମନେ ପକାଇଲେ ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ର ସଭ୍ୟସଭ୍ୟା    (13-May-2026)       ||      ସାଇଟ କଲେଜରେ ବିଶ୍ୱ ସେବିକା ଦିବସ ପାଳନ   (13-May-2026)       ||      କଟକ ସଦର ବ୍ଲକରେ ଅନ୍ତୋଦୟ ଯୋଜନାରେ ଅନିୟମିତତା    (13-May-2026)       ||      ଦୁଇ ଶିକାରୀ ଙ୍କୁ ଗିରଫ କରିବା ସହ ଦୁଇଟି ଦେଶୀ ବନ୍ଧୁକ ଜବତ   (12-May-2026)       ||      *ସୁବର୍ଣ୍ଣପୁର ଠାରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଉଦ୍ଘାଟନ*   (12-May-2026)       ||      *ସାମ୍ବାଦିକ ସଙ୍ଘ ତରଫରୁ ଡାବୁଗାଁ ଥାନା ନୂତନ ଆଇ.ଆଇ.ସିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା*   (12-May-2026)       ||      ସ୍ୱରାଜ ହସ୍ପିଟାଲ ଏବଂ ରିସର୍ଚ୍ଚ ଇନଷ୍ଟିଟ୍ୟୁଟରେ ଆନ୍ତର୍ଜାତୀୟ ନର୍ସ ଦିବସ ପାଳନ   (12-May-2026)       ||     

HOME   ଜିଲ୍ଲା

ଆଦି ଶକ୍ତି ଭୁଞ୍ଜିଆ ସମାଜର ଜିଲ୍ଲା ସ୍ତରୀୟ ବୈଠକ ଅନୁଷ୍ଠିତ

24-Jan-2024



ବୋଡ଼େନ  (ଡୋଲେସ୍ବର ଵାଗ )
ରାଜ୍ୟ ସରକାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର  ଲୋକଙ୍କ ଉନ୍ନତି ପାଇଁ ତାଙ୍କ ଉଚ୍ଚ ସ୍ତରୀୟ ଉନ୍ନତ ମାନର ଶିକ୍ଷା, ସ୍ୱାସ୍ଥ୍ୟ, ପରିବେଶ ତଥା ନିଜ  ଅଧିକାର ପାଇଁ ଆଜି ନୂଆପଡ଼ା ଜିଲ୍ଲାର ହଜାର ହଜାର ସଂଖ୍ୟାରେ ଭୁଞ୍ଜିଆ ସମାଜର ଲୋକେ ଏକତ୍ରିତ ହୋଇ ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ସ୍ଥିତ ବାବେବିର ହାଇସ୍କୁଲ ଖେଳ ପଡିଆ ଠାରେ ଏକ ବୈଠକ ଅନୁଷ୍ଠିତ କରିଥିଲେ। ଅନେକ ଦିନରୁ ତାଙ୍କ ରହିଥିବା ଛଅ ଦଫା ଦାବି ଚକୋଟିଆ ଭୁଞ୍ଜିଆ ଉନ୍ନୟନ ସଂସ୍ଥା ରୁ ବାଦ ୫ ଗୋଟି ବ୍ଲକର ସମସ୍ତଙ୍କୁ ସର୍ଭେକରି ଅନ୍ତର୍ଭୁକ୍ତ କରାଯାଇ,ଭୁଞ୍ଜିଆ ଜାତିର ପୁଅ ଝିଅ ମାନଙ୍କ ଶିକ୍ଷା ନିମନ୍ତେ ସ୍ବତନ୍ତ୍ର ବ୍ୟବସ୍ଥା କରିବା ସହ କଳା ଓ ସଂସ୍କୃତିର ବିକାଶ ନିମନ୍ତେ ପ୍ରତ୍ୟେକ ଗ୍ରାମରେ ଭିତ୍ତିଭୂମି ଚିହ୍ନଟ କରାଯାଇ ଭୂଞ୍ଜିଆ ଜାତିରେ ପୂଜା ପାଉଥିବା ପ୍ରତ୍ୟେକ ଦେବା ଦେବୀଙ୍କ ନୂତନ ଗୁଡ଼ି ତିଆରି କରାଯିବା ସହ ପୁଝାରୀ ଝାଙ୍କର ମାନଙ୍କୁ ଅନୁଦାନ ରାଶି ପ୍ରଦାନ କରିବା,ପାତାଳଗଙ୍ଗା ତୀର୍ଥ ସ୍ଥଳିରେ ଦେବୀ ଆଦି ଶକ୍ତି ଙ୍କର ମନ୍ଦିର ନିର୍ମାଣ କରିବା ଶହ ଆଶ୍ରୟ ସ୍ଥଳି ଭୋଜନାଲୟ ନିର୍ମାଣ ।ବାବେବିର ଗ୍ରାମ ଭୁଞ୍ଜିଆ ମାନଙ୍କ କେନ୍ଦ୍ର ସ୍ଥଳି ହୋଇ ଥିବା ଯୋଗୁଁ ଗ୍ରାମରେ ଏକ ସଭା ଗୃହ ନିର୍ମାଣ,ରଜନା ଗ୍ରାମର ଉପକୂଳ ଇନ୍ଦ୍ର ନଦୀ ଉପକୂଳରେ ଅବସ୍ଥିତ ବହୁ ପ୍ରାଚୀନ  ଶିବ ମନ୍ଦିରର ଉନ୍ନତି କରଣ ସରକାରଙ୍କର ସ୍ଵତନ୍ତ୍ର ଫଣ୍ଡରୁ  କରିବା ଆଦି ଛଅ ଗୋଟି ଦାବୀ ପତ୍ର ନେଇ ସଭାର ସଭାପତି ହେରା ସିଂ ପୁଝାରୀଙ୍କ ନେତୃତ୍ବରେ ମାନ୍ୟବର ବିଧାୟକ ଖଡ଼ିଆଳ ଶ୍ରୀ ଅଧିରାଜ ମୋହନ ପାଣିଗ୍ରାହିଙ୍କୁ ପ୍ରଦାନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ଆଦିବାସୀ ଉନ୍ନୟନ ସଂସ୍ଥାର ଅଧ୍ୟକ୍ଷ ଭକ୍ତ ରାମ ମାଝୀ, ଜୋନ ନଂ ୧ ଜିଲ୍ଲା ପରିଷଦ ମୁରଲୀ ଧର ଭୋଇ,କାଲି ପ୍ରଧାନ,ଖଡିଆଳ ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ବିକ୍ରମ ମାଝୀ,ତୁଲାରାମ ଚିନ୍ଦା,ବିରବଳ ଚିନ୍ଦା,ଧବେଲେଶ୍ୱର୍ ପୁଝାରୀ,ଜୟ ସିଂ ଛତ୍ରିଆ,ଦାମୁଦର ଚିନ୍ଦା,ଘାସିରାମ ଚିନ୍ଦା,ମକୁନ୍ଦ ଚିନ୍ଦା,ଟୁନା ପୁଝାରୀ,କୁମ ଚିନ୍ଦା,ତୁଳସୀ ରାମ ଚିନ୍ଦା,ରାଜ ଚିନ୍ଦା ଉପସ୍ଥିତ ରହିଥିବା ବେଳେ ଜିଲ୍ଲା ସଂପାଦକ ପ୍ରଭାସ ଚିନ୍ଦା ମଞ୍ଚ ପରିଚାଳନା କରିଥିଲେ।  ଜିଲ୍ଲାର ସମସ୍ତ କର୍ମକର୍ତ୍ତା ମାନଙ୍କ ସମେତ ହଜାର ହଜାର ସଂଖ୍ୟାରେ ସମାଜ ପ୍ରେମୀ ମାନେ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   14-May-2026
  ଶି‍କ୍ଷା ଓ ନିଯୁକ୍ତି  
ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି   13-May-2026
  ରାଜ୍ୟ  
ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   13-May-2026
  ଜିଲ୍ଲା  
ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   13-May-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    13-May-2026
  ଜିଲ୍ଲା  
ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   13-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   13-May-2026
  ଜିଲ୍ଲା  
*ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   13-May-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   13-May-2026
  ଜିଲ୍ଲା  
*ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   13-May-2026
  ଜିଲ୍ଲା  
ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   13-May-2026
  ଜିଲ୍ଲା  
ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ   13-May-2026

You Might Also Like