-+91-9937148622 |

prerana_bgr@rediffmail.com |

  Sunday 8th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||      ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||      ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||      ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||      ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||     

HOME   ଅପରାଧ

ରାଜମିସ୍ତ୍ରୀ କୁ ନିର୍ମମ ହତ୍ୟା ଘଟଣା : ତିନିଦିନ ପରେ ମଧ୍ୟ ପୁଲିସ ର ହାତ ଖାଲି

24-Jan-2024



ବାଲିଗୁଡ଼ା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ପଣସପଡ଼ି ସାହିର ପ୍ରଶାନ୍ତ ପୂଜାରୀ ନାମକ ଜଣେ ରାଜମିସ୍ତ୍ରୀ କୁ ଏକ ନିର୍ମାଣାଧୀନ କୋଠା ମଧ୍ୟରେ ନିର୍ମମ ଭାବେ ହତ୍ୟା କରାଯିବା ଘଟଣା କୁ ମଙ୍ଗଳବାର ତିନିଦିନ ବିତିଥିବା ବେଳେ ପୁଲିସ ର ହାତ ଖାଲି ରହିଛି.। ପ୍ରଶାନ୍ତ କୁ ଶନିବାର ରାତିରେ ନିର୍ମାଣ କୋଠା କୁ ଡାକି ମୁହଁ, ବେକ ଓ ନାକକୁ ଧାରୁଆ କାତିରେ ହଣାଯାଇ ବେକରେ ଶାବଳ ଭୁସି ହତ୍ୟା କରିଦିଆଯାଇଥିଲା ଏହାକୁ ନେଇ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି ହୋଇଥିଲା । ବାଲିଗୁଡା ସହର ମଧ୍ୟରେ ଏଭଳି ବିବତ୍ସ ହତ୍ୟା ଘଟଣା ସମସ୍ତଙ୍କୁ ସ୍ତବଧ କରିଦେଇଥିଲା । ଏହି ଘଟଣା ରେ ବାଲିଗୁଡ଼ା ଥାନାଧିକାରୀ ସୁଶାନ୍ତ କୁମାର ସାହୁ ତଦନ୍ତ ଭାର ନେଇଥିବା ବେଳେ ସାଇଣ୍ଟିଫିକ୍ ଟିମ୍ ଓ ସନ୍ଧାନୀ କୁକୁରର ସହାୟତା ନିଆଯାଇଥିଲା । ତେବେ ପ୍ରଶାନ୍ତଙ୍କୁ କିଏ ଓ କାହିଁକି ଏଭଳି ନିର୍ମମ ଭାବେ ହତ୍ୟା କଲା ଏନେଇ ଘଟଣା ର ତିନି ଦିନ ବିତିଥିବା ବେଳେ ବର୍ତମାନ ସୁଦ୍ଧା କିଛି ସ୍ପଷ୍ଟ ହୋଇନାହିଁ। ପୂର୍ବ ଶତ୍ରୁତା କିମ୍ବା ବଚସାରୁ ତାଙ୍କୁ ଏଭଳି ସଂଘବଦ୍ଧ ଭାବେ ହତ୍ୟା କରାଯାଇଥାଇପାରେ ବୋଲି ପାରିପାର୍ଶ୍ଵକ ସ୍ଥିତିରୁ ଅନୁମାନ କରାଯାଉଥିବା ପୁଲିସ କହିଥିଲା । ଏ ସମ୍ପର୍କ ରେ ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁ କହିଛନ୍ତି ଯେ,      ତଦନ୍ତ ଚାଲିଛି, ଏହି ଘଟଣା ରେ କାହାକୁ ମଧ୍ୟ ଗିରଫ କରାଯାଇ ନାହିଁ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   08-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    08-Nov-2026
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026
  ଜିଲ୍ଲା  
ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   07-Nov-2026
  ଜିଲ୍ଲା  
ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   07-Nov-2026
  ଜିଲ୍ଲା  
ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   07-Nov-2026

You Might Also Like