-+91-9937148622 |

prerana_bgr@rediffmail.com |

  Thursday 14th May 2026 |

| | | |

R.N.I. Regd No. ODIODI/2010/46693

Breaking News

ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||      ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   (13-May-2026)       ||      *ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   (13-May-2026)       ||      *ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   (13-May-2026)       ||      କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   (13-May-2026)       ||      *ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   (13-May-2026)       ||      ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   (13-May-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ    (13-May-2026)       ||      ପାଳଲହଡା ଅଞ୍ଚଳରେ ଅବୈଧ ଓ ଅନଧିକୃତ ଲଘୁ ଖଣିଜ ଖନନ ଏବଂ ପରିବହନ ଉପରେ ଚଢାଉ ହାଇବା ଜବତ    (13-May-2026)       ||      ମା ଙ୍କୁ ମନେ ପକାଇଲେ ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ର ସଭ୍ୟସଭ୍ୟା    (13-May-2026)       ||      ସାଇଟ କଲେଜରେ ବିଶ୍ୱ ସେବିକା ଦିବସ ପାଳନ   (13-May-2026)       ||      କଟକ ସଦର ବ୍ଲକରେ ଅନ୍ତୋଦୟ ଯୋଜନାରେ ଅନିୟମିତତା    (13-May-2026)       ||      ଦୁଇ ଶିକାରୀ ଙ୍କୁ ଗିରଫ କରିବା ସହ ଦୁଇଟି ଦେଶୀ ବନ୍ଧୁକ ଜବତ   (12-May-2026)       ||      *ସୁବର୍ଣ୍ଣପୁର ଠାରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଉଦ୍ଘାଟନ*   (12-May-2026)       ||      *ସାମ୍ବାଦିକ ସଙ୍ଘ ତରଫରୁ ଡାବୁଗାଁ ଥାନା ନୂତନ ଆଇ.ଆଇ.ସିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା*   (12-May-2026)       ||      ସ୍ୱରାଜ ହସ୍ପିଟାଲ ଏବଂ ରିସର୍ଚ୍ଚ ଇନଷ୍ଟିଟ୍ୟୁଟରେ ଆନ୍ତର୍ଜାତୀୟ ନର୍ସ ଦିବସ ପାଳନ   (12-May-2026)       ||      ଶୋଭନୀୟ ଦେବ କନ୍ୟା ର ବିବାହ   (12-May-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଟାଉନ୍ ବାଳିକା ହାଇସ୍କୁଲ ଠାରେ ଜିଲ୍ଲାସ୍ତରୀୟ ଜାତୀୟ କନ୍ୟା ଦିବସ ପାଳିତ-

24-Jan-2024



ବଲାଙ୍ଗିର (ମନୋରଞ୍ଜନ ତ୍ରିପାଠୀ): ବଲାଙ୍ଗିର ଟାଉନ୍ ବାଳିକା ହାଇସ୍କୁଲ ଠାରେ ଜିଲ୍ଲାସ୍ତରୀୟ ଜାତୀୟ କନ୍ୟା ଦିବସ ପାଳିତ ହୋଇ ଯାଇଛି l ବାଳିକା ମାନେ ସମ୍ମୁଖୀନ ହେଉଥିବା ଆହ୍ବାନର ମୁକାବିଲା, ବାଲ୍ୟ ବିବାହ ନିଷେଦ ଉପରେ ସଚେତନତା, ସୁସ୍ଥ ସମାଜ ଗଠନରେ କନ୍ୟା ସନ୍ତାନର ଆବଶ୍ୟକତା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏହି ଦିବସ ଅନୁଷ୍ଟିତ ହୋଇଥିଲା l ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱlବଧlନରେ ଅନୁଷ୍ଟିତ ଏହି ଉଦ୍ଘାଟନୀ ଉତ୍ସବରେ ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ ର ଅଧକ୍ଷl ଶ୍ରୀମତି ସ୍ଵଂୟପ୍ରଭା ପଧାନ ଯୋଗ ଭବିଷ୍ୟତ ସ୍ବପ୍ନ ସାକାର କରିବା ପାଇଁ ଛାତ୍ରୀ ମlନଙ୍କୁ ପ୍ରେରଣା ଦେଇଥିଲେ l ଅନ୍ୟତମ ଅତିଥି ରୁପେ ସହ ଜିଲ୍ଲା ଶିକ୍ଷାଧିକାରୀ କେଶବ ମେହେର, ଗୋଷ୍ଠି ଶିକ୍ଷା ଅଧିକାରୀ ଲୋକନାଥ ସୁନା,  ଲୋଇସିଂହା ଗୋଷ୍ଠି ଶିକ୍ଷା ଅଧିକାରୀ ରୀନା ବେହେରା, ସମଗ୍ର ଶିକ୍ଷା ତତ୍ତ୍ଵ ସଂଯୋଜିକl ଡ଼ା, ମଧୁମିତା ଦାଶ, ମେଡ଼ିକାଲ କଲେଜର ସହକାରୀ ପ୍ରଫେସର ଶରତ ଚନ୍ଦ୍ର ବାଗ, ଟାଉନ୍ ବାଳିକା ହାଇସ୍କୁଲର ପ୍ରଧାନ ଶିକ୍ଷକ ନରେନ୍ଦ୍ର ନାଥ ମିଶ୍ର ଅତିଥି ଭାବେ ମଞ୍ଚlସୀନ ଥିଲେ l

ସମଗ୍ର ଶିକ୍ଷା  ବଲାଙ୍ଗିର ଆନୁକୂଲ୍ଯରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବ୍ଲକସ୍ତରରୁ ବରିଷ୍ଠ ଓ କନିଷ୍ଠ ବର୍ଗ ର ୬ ଜଣ ଛାତ୍ରୀ ଯୋଗଦାନ କରିଥିଲେ l ଏହି ଅବସରରେ ଅନୁଷ୍ଠିତ ତର୍କ, ଚିତ୍ରlଙ୍କନ୍, ସ୍ଲୋଗାନ, ଲିଖନ ଆଦି ବିଭିନ୍ନ ପ୍ରତିଯୋଗିତାର ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରଯାଇଥିଲା l କାର୍ଯ୍ୟକ୍ରମ ପ୍ରାରମ୍ଭରେ ଜିଲ୍ଲା ଶିକ୍ଷା ଅଧିକାରୀ ଏକ ସଚେତନତା ରlଲି କୁ ଉଦ୍ଘାଟନ କରିଥିଲେ l ବିଦ୍ୟାଳୟ ଓ ସମଗ୍ର ଶିକ୍ଷା ର ସମସ୍ତ କର୍ମଚାରୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ l ଡ଼ଃ ମଧୁ ମିତା ଦାଶ ପ୍ରାରମ୍ଭିକ ସୁଚନା ପ୍ରଦାନ କରିଥିବା ବେଳେ ପେଡାଗୋଜି କୋଡ଼ିନେଟର ଧନ୍ୟବାଦ୍ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଶି‍କ୍ଷା ଓ ନିଯୁକ୍ତି  
ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି   13-May-2026
  ରାଜ୍ୟ  
ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   13-May-2026
  ଜିଲ୍ଲା  
ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   13-May-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    13-May-2026
  ଜିଲ୍ଲା  
ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   13-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   13-May-2026
  ଜିଲ୍ଲା  
*ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   13-May-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   13-May-2026
  ଜିଲ୍ଲା  
*ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   13-May-2026
  ଜିଲ୍ଲା  
ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   13-May-2026
  ଜିଲ୍ଲା  
ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ   13-May-2026
  ଜିଲ୍ଲା  
ପାଳଲହଡା ଅଞ୍ଚଳରେ ଅବୈଧ ଓ ଅନଧିକୃତ ଲଘୁ ଖଣିଜ ଖନନ ଏବଂ ପରିବହନ ଉପରେ ଚଢାଉ ହାଇବା ଜବତ   13-May-2026

You Might Also Like