-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||     

HOME   ରାଜ୍ୟ

ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ୟୁନିୟନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଧେଶ୍ୟରେ ଦାବି ପତ୍ର ପ୍ରଦାନ

25-Jan-2024



ବଲାଙ୍ଗିର(ପ୍ରେରଣା ଖବର )-ଓଡିଶାରେ ସାମ୍ବାଦିକମାନଙ୍କୁ ପେନସନ ପ୍ରଦାନ ଓ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ କରିବା ଦବି ନେଇ ଓଡିଶା ସାମ୍ବାଦିକ ୟୁନିୟନ (ଓୟୁଜେ) ଅନୁବନ୍ଧିତ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ୟୁନିୟନ ପକ୍ଷରୁ ଦାବି କରାଯାଇଛି । ଏହି ପରିପେକ୍ଷିରେ ବଲାଙ୍ଗିର ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ଓଡିଶା ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜିଲ୍ଲା ସଗଠନର ପକ୍ଷରୁ ଜିଲ୍ଲା ସଭାପତି ପ୍ରଦୀପ୍ତ କୁମାର ମିଶ୍ରଙ୍କ ନେତୃତ୍ୱରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ପୂର୍ବରୁ ହରିୟାଣା, ମଧ୍ୟପ୍ରଦେଶ,ଉତ୍ତରାଖଣ୍ଡ, ତାମିଲନାଡୁ ଆଦି ଅନେକ ରାଜ୍ୟ ସରକାର ସାମ୍ବାଦିକମାନଙ୍କ ପାଇଁ ମାସିକ ପେନସନ ଯୋଜନା ଲାଗୁ କରିସାରିଛନ୍ତି । ସେହିପରି ମହାରଷ୍ଟ୍ର ଓ ଛତିଶଗଡ ଭଳି ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ ହୋଇଥିବା ବେଳେ ଅନ୍ୟାନ୍ୟ ରାଜ୍ୟରେ ଏହା ବିଚାରୀଧିନ ରହିଛି । ତେଣୁ ଓଡିଶା ସରକାର ଆସନ୍ତା ବିଧାନସଭା ଅଧିବେଶନରେ ସାମ୍ବାଦିକମାନଙ୍କ ପାଇଁ ପେନସନ ଯୋଜନା ଓ ସୁରକ୍ଷା ଯୋଜନା ଆଇନ ନୀତି ଲାଗୁ କରାଯିବା ପାଇଁ ଦାବି କରିଛି ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ୟୁନିୟନ । ଆଜିର ଏହିକାର୍ଯ୍ୟକ୍ରମରେ ଜିଲ୍ଲା ସାଧାରଣ ସମ୍ପାଦକ ଅଭୟ ତ୍ରିପାଠୀ,ରାଜ୍ୟ ସାଂଗଠନ ସମ୍ପାଦକ ରିତୁରାଜ ସିଂହ, ଜିଲ୍ଲା ଉପ-ସଭାପତି ସରତ ଚନ୍ଦ୍ର ମିଶ୍ର, ଜିଲ୍ଲା ସମ୍ପାଦକ ନରେଶ କୁମାର ସାହୁ,ଟିଟିଲାଗଡ ଉପ-ସଭାପତି ସଞ୍ଜୟ ବେହେରା, ସମ୍ପାଦକ ତରୁଣ ବେହେରା, ପାଟଣାଗଡ ଉପ-ସଭାପତି ପ୍ରବୀଣ ପୁରୋହୀତ, ସମ୍ପାଦକ ତାପସ ବେହେରା,କଣ୍ଟାବାଞ୍ଜି ଉପ-ସଭାପତି ପ୍ରଭିଜିତ ସିଂ ସାଲୁଜା, ସମ୍ପାଦକ ସୁରଦାଶ ବାଗ, ଗ୍ରାମାଚଂଳ ସମ୍ପାଦକ ଅନିଲ ତ୍ରୀପାଠୀ, ଘଟେଶ୍ୱର ମିଶ୍ର, ଗୁପ୍ତେଶ୍ୱର ପୃଷ୍ଟି,ସସ୍ମୀତା ସାହୁ.ଦେବାଶିଷ ବହିଦାର, ଶିବ ପ୍ରଶାଦ ପରିଡା, ଧନମତ ପାଣିଗ୍ରାହୀ, ସୁବୋତ ମେହେର, ଦିଲିପ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026

You Might Also Like