-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ପରୀ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ତଥା ମନ୍ତ୍ରୀ ଅରୁଣ ସାହୁଙ୍କୁ ବହିଷ୍କାର ଦାବିରେ କଳାହାଣ୍ଡି ବିଜେପି ତରଫରୁ 10 କିଲୋମିଟର ପଦଯାତ୍ରା

19-Dec-2020



କଳାହାଣ୍ଡି: ନର୍ଲା(ସଞ୍ଜୀବ ଦାସ)- ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି ନୟାଗଡର କୁନି ଝିଅ ପରୀର ମୃତ୍ୟୁ ଘଟଣା | ଏହି ଘଟଣାରେ ମନ୍ତ୍ରୀ ଅରୁଣ ସାହୁଙ୍କ ସମ୍ପୃକ୍ତି ନେଇ ସାରା ରାଜ୍ୟରେ ଆଲୋଚନା ସମାଲୋଚନା ହେଉଥିବା ବେଳେ ବିଧାନସଭାରେ ମଧ୍ୟ ଏହି ଘଟଣାକୁ ସୃଷ୍ଟି ହେଇଥିଲା ତୁମ୍ଭିତୋଫାନ | ବିରୋଧୀ କଂଗ୍ରେସ ଓ ବିଜେପି ତରଫରୁ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବି ସହ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇଥିଲା । ତେବେ ଏ ନେଇ ସରକାର ବର୍ତମାନ ପର୍ଯ୍ୟନ୍ତ କୌଣସି ପଦକ୍ଷେପ ନ ନେବାରୁ ବିଜେପି ତରଫରୁ ରାଜ୍ଯର ସମସ୍ତ ଜିଲ୍ଲାରେ 10 କିଲୋମିଟର ପଦଯାତ୍ରା ପରିପ୍ରେକ୍ଷିରେ ଆଜି କଳାହାଣ୍ଡି ଜିଲ୍ଲା ବିଜେପି ତରଫରୁ ଜିଲ୍ଲା ସଭାପତି ଦେବେନ୍ଦ୍ର ମହାନ୍ତିଙ୍କ ନେତୃତ୍ୱରେେ ଭବାନୀପାଟଣା ଠାରେ ଏକ ପଦଯାତ୍ରା ଅନୁଷ୍ଠିତ ହୋଇ ଯାଇଛି | ଏହି ପଦଯାତ୍ରାରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଏବଂ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା ମଧ୍ୟ ଯୋଗ ଦେଇଥିଲେ ବିଜେପିର ଦଳୀୟ କାର୍ଯ୍ୟକର୍ତାମାନେ ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟରୁ ଏକ ବିରାଟ ପଦଯାତ୍ରାରେ ବାହାରି ଷ୍ଟାଚ୍ୟୁ ଛକ, ଗାନ୍ଧୀ ଛକ, ଘୋଡ଼ଘାଟ ଛକ, ବସଷ୍ଟାଣ୍ଡ, ଜେଲ ଛକ, ଜିଲ୍ଲପାଳଙ୍କ କାର୍ଯ୍ୟାଳୟ ଦେଇ ମାଣିକେଶ୍ବରୀ ମନ୍ଦିର ନିକଟରେ ପହଞ୍ଚିଥିଲେ । ଦଳୀୟ କାର୍ଯ୍ୟକର୍ତା ମାନେ ପରି ହତ୍ୟା ଘଟଣା ର ସିବିଆଇ ତଦନ୍ତ ଦାବି ଓ କୃଷିମନ୍ତ୍ରୀ ଅରୁଣ ସାହୁ ଙ୍କୁ ମନ୍ତ୍ରୀମଣ୍ଡଳ ରୁ ବହିଷ୍କାର ଦାବି ରେ ବିଭିନ୍ନ ସ୍ଲୋଗାନ ମାନ ଦେଇଥିଲେ | ରାଜ୍ୟ ସରକାର ମା’କୁ ସମ୍ମାନ ଓ ମାଟି କୁ ସମ୍ମାନର ଡିଣ୍ଡିମ ପିଟୁ ଥିବା ବେଳେ କୋମଳମତି ଶିଶୁକନ୍ୟାମାନେ ମଧ୍ୟ ରାଜ୍ୟରେ ସୁରକ୍ଷିତ ନ ଥିବା ସରକାରଙ୍କ ନାରୀ ସଶକ୍ତିକରଣର ସ୍ଲୋଗାନ କୁ ପଦାରେ ପକାଇ ଦେଇଛି ବୋଲି ବିଜେପି କାର୍ଯ୍ୟକର୍ତା ମାନେ କହିଥିଲେ | ତେବେ ପରି କୁ ନ୍ୟାୟ ନ ମିଳିଲେ ବିଜେପି ସମଗ୍ର ରାଜ୍ୟ ରେ ଆନ୍ଦୋଳନ କୁ ତୀବ୍ରତର କରିବ ବୋଲି କହିଛନ୍ତି ସ୍ଥାନୀୟ ନେତୃତ୍ୱ ଏହି ବିକ୍ଷୋଭ ପ୍ରଦର୍ଶନରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ନମିତାରାଣୀ ସାହୁ, ମହିଳା ମୋର୍ଚ୍ଚା ସଭାନେତ୍ରୀ କୁନ୍ତୀ ପାଲ,ବିନୀତା ଦାସ. ନିରୁପମା ନାୟକ, ରାଜ୍ୟ ସମ୍ପାଦିକା ଶର୍ମିଷ୍ଠା ମେହେର, ପୁଷ୍ପା ତାଣ୍ଡି, ବରିଷ୍ଠ ବିଜେପି ନେତା ଭବେନ୍ଦ୍ର ପଣ୍ଡା, ଭାନୁ ପ୍ରକାଶ ରଥ, ରମେଶ ମାଝୀ, ଜୟଶଙ୍କର ନାୟକ, ଆର୍ତତ୍ରାଣ ମହାପାତ୍ର, ସନ୍ତୋଷ ବିଶି ପ୍ରମୁଖ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like