-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||     

HOME   ଜିଲ୍ଲା

ଗଅଁତିଆ ଘରର୍ ପୁଷପୁନି

25-Jan-2024



ଦିନକୁ ଦିନ ଗାଁ ସଂସ୍କୃତି ହଜିବାକୁ ବସିଲାଣି l ଗାଁରେ ଏକତା ଭାଙ୍ଗିବାକୁ ବସିଛି । ସାମୂହିକ କଥା ଚିନ୍ତା କରୁବା ଗାଁ ଲୋକେ ପାଶ୍ଚାତ ସଭ୍ୟତାରେ ପଡ଼ି ବକ୍ତିଗତ ସ୍ଵାର୍ଥ କୁ ଜଗୁଛନ୍ତି । ଏଭଳି କିଛି ଚିତ୍ର ଓ ଚରିତ୍ରକୁ ନେଇ ଗତିଶୀଳ ହୋଇଛି କୋଶଲି ସମ୍ବଲପୁରୀ କ୍ଷୁଦ୍ରଚଳଚିତ୍ର ଗଅଁତିଆ ଘରର୍ ପୁଷପୁନି । ବଲାଙ୍ଗିର ସହରର ଯୁବ କଳାକାର ଡା.ଆଶୁତୋଷ ମିଶ୍ରଙ୍କ ଦ୍ବାରା ଲିଖତ କାହlଣୀ, ଚିତ୍ରନାଟ୍ୟ ଓ ନିର୍ଦ୍ଦେଶନାରେ ଚଳଚିତ୍ରର ନିର୍ମାଣ ହୋଇଛି କ୍ଷୁଦ୍ର ଚଳଚିତ୍ର l ମୁଖ୍ୟ ଭୂମିକାରେ ତା. ଆଶୁତୋଷ ମିଶ୍ର, ଜୟଶ୍ରୀ ଷଡ଼ଙ୍ଗୀ, କମେଡି କିଙ୍ଗ ବିନ୍ଦୁ ମଲ୍ଲିକ, ହିମାଂଶୁ ଖମାରୀ, ଲଲିତ ପୁଝାରୀଙ୍କ ଭଳି ପଶ୍ଚିମ ଓଡ଼ିଶାର ଆଗାଧାଡ଼ିର କଳାକାର ଅଭିନୟ

 

କରୁଛନ୍ତି । ଫିଲ୍ମର ସଂଳାପ ଲିପୁନ ସାହୁ ଓ ବୈଷ୍ଣବ କୁମାର ଦେଇଥିବା ବେଳେ ଚିତ୍ର ଉତ୍ତୋଳନ, ସମ୍ପାଦନା ଦାୟିତ୍ବ ଅପୁ ବେହେରା ନିର୍ବାହ କରୁଛନ୍ତି । ଗୀତକୁ ଦେବେନ୍ଦ୍ର ବାରିକ ରଚନା କରିଥିବା ବେଳେ ସରତ୍‌ ଦୀପ କଣ୍ଠଦାନ କରିଛନ୍ତି l ଡିଆର୍ ଆଶୁତୋଷ ଫିଲ୍ମସ୍ ପ୍ରଡ଼କ୍ସନ ଆନୁକୂଲ୍ୟରେ କମଳିନୀ ମିଶ୍ର ଓ ଅଳିତ ମିଶ୍ର ପ୍ରଯୋଜନା ଦାୟିତ୍ବ ନେଇଛନ୍ତି । ଅବିଭକ୍ତ ବଲାଙ୍ଗିର ଜିଲାର ବଡ଼ବାହାଲ, ଶିବତଲା ଓ ରାଜପାଲି ଗାଁରେ ସୁଟିଂ iହେଇଥିବା ବେଳେ ଗ୍ରାମବାସୀ ସହଯୋଗ କରୁଛନ୍ତି। ଭାଷା, ସଂସ୍କୃତି ତଥା ହଜି ଯାଉଥିବା ପରମ୍ପରାର ପୁନରୁଦ୍ଧାରରେ କ୍ଷୁଦ୍ର ଚଳଚିତ୍ର ବିଶେଷ ସହାୟକ ହେବ ବୋଲି ପ୍ରଯୋଜନା ସଂସ୍ଥା ପକ୍ଷରୁ କୁହାଯାଇଛି । ରାଜ୍ୟପାଳ ପୁରସ୍କୃତପ୍ରାପ୍ତ ଶିକ୍ଷକ ଅଜିତ ମିଶ୍ର, ବରିଷ୍ଠ ସାମ୍ବାଦିକ ପୁର୍ଣ୍ଣଚନ୍ଦ୍ର ପଣ୍ଡା, ପ୍ରେସ କ୍ଲବ ସଭାପତି ଅରୁଣ କୁମାର ମିଶ୍ର, ବରିଷ୍ଠ କଳାକାର ପ୍ରେମଲାଲ ମିଶ୍ର, ହିମାଂଶୁ ଶେଖର ପୁଜାରି ମଂଚାସିନ ହୋଇଥିଲେ । ପରିଚାଳନା କରିଥିଲେ ବିଭୁକଲ୍ୟାଣ ଗଡତ୍ୟା ଓ ଧନ୍ୟବାଦ ଅର୍ପଣ କରିଥିଲେ ଅଜୟ ନାଗ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026

You Might Also Like