-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||     

HOME   ଜିଲ୍ଲା

ପୌଷ ପୂର୍ଣ୍ଣିମା ଅବସରରେ ଶ୍ରୀରାମ ମନ୍ଦିର ଠାରେ ପୁଷ୍ୟାଭିଷେକ

25-Jan-2024



ବଲାଙ୍ଗୀର- ପୌଷ ପୂର୍ଣ୍ଣିମା ଅବସରରେ ଶ୍ରୀରାମ ମନ୍ଦିର, ବାନ୍ଧନଘୋର ଠାରେ ପୁଷ୍ୟାଭିଷେକ ଉତ୍ସବ ଶ୍ରୀରାମ ମନ୍ଦିର ପରିଚାଳନା କମିଟି, ଶ୍ରୀରାମ ସେବା ସମିତି ଓ ଓଡିଶା ସରକାରଙ୍କ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ନାମ ସଂକୀର୍ତ୍ତନ ସହ ରାଜ୍ୟାଭିଷେକ ହୋମ ଅନୁଷ୍ଠିତ ହୋଇଥିଲା । ପ୍ରଭୁ ଶ୍ରୀରାମ, ମାତା ସୀତା ଓ ବୀର ଲକ୍ଷ୍ମଣଙ୍କର ଚଳନ୍‌ତି ପ୍ରତିମାଙ୍କୁ ଭରତ ଅଭିନୟ କରୁଥିବା ସୁବଳ ଚନ୍ଦ୍ର ଗୁରହାଣ୍ଡି ସ୍ୱାଗତ କରି ପୂଜାର୍ଚ୍ଚନା କରିଥିଲେ ।

ସୁସଜ୍ଜିତ ରଥରେ ଚଳନ୍ତି ପ୍ରତିମାମାନଙ୍କୁ ନଗର ପରିକ୍ରମା କରାଯାଇଥିଲା । ଗ୍ରାମର ସମସ୍ତ ଘରେ ପ୍ରଭୁଙ୍କୁ ପୁଜା କରିବା ସହିତ ରଥ ଟାଣି ଥିଲେ । ଶ୍ରୀରାମ ମନ୍ଦିର ନିର୍ମାଣ ହେବା ପରେ ଏହା ଥିଲା ପଂଚମ ପୁଷ୍ୟାଭିଷେକ ଉତ୍ସବ । ଶେଷରେ ରଥ ମନ୍ଦିରରେ ପହଞ୍ôଚବା ପରେ ହୋମ ହୋଇଥିଲା । ଏହା ପରେ ରାଜ୍ୟାଭିଷେକ ଅନୁଷ୍ଠିତ ହେବା ସହିତ ପ୍ରସାଦ ସେବନ କରାଯାଇଥିଲା । ନଗର ପରିକ୍ରମାରେ ଢେଙ୍କାନାଳର ରାଧାକୃଷ୍ଣ ଲଉଡି ନୃତ୍ୟ, କୁତୁର୍ଲା

ଗଣ୍ଡା ବଜା ଦଳ ଓ ଶ୍ରୀରାମ ମନ୍ଦିର ମହିଳା ସଂକୀର୍ତ୍ତନ ଦଳ ଅଂଶ ଗ୍ରହଣ କରିଥିଲେ । ମନ୍ମୟ ଆନନ୍ଦ କୁମାର ତ୍ରିପାଠୀ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ଏବଂ ଅଚ୍ୟୁତାନନ୍ଦ ମିଶ୍ର, ଚିଙ୍କୁ ପ୍ରଧାନ, ସତ୍ୟନାରାୟଣ ଗହୀର, ଘୁଣ୍ଡୁ ପ୍ରଧାନ, ସୁରେଶ ବୁଡେକ, ଭ୍ରମର ଛନ୍ଦ ଓ ଅନାଦି ମାଝି ପ୍ରମୁଖ ତଥା ଆଖପାଖର ଗ୍ରାମବାସୀମାନେ ସହଯୋଗ କରିଥିଲେ । ପ୍ରକାଶ ଥାଉକି ଗତ ପାଞ୍ଚ ବର୍ଷ ହେଲା ପୌଷ ପୁର୍ଣ୍ଣିମା ଦିନ ସମସ୍ତ ଗ୍ରାମବାସୀ ଆମିଷ ବର୍ଜନ ପୂର୍ବକ ରଥ ଟାଣିଥାନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026

You Might Also Like