-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||      ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   (08-May-2026)       ||      ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   (08-May-2026)       ||      ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   (08-May-2026)       ||      ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ    (08-May-2026)       ||     

HOME   ଜିଲ୍ଲା

୧୪ତମ ଜାତୀୟ ମତଦାତା ଦିବସ ପାଳିତ-

26-Jan-2024



(ଜୟ କୁମାର ମହାରଣା)
ବୌଦ୍ଧ ଜିଲ୍ଲାରେ ୧୪ତମ ଜାତୀୟ ମତଦାତା ଦିବସ ୨୦୨୪ ପାଳିତ ହେଇଅଛି । ଏହି ଉପଲକ୍ଷେ ସକାଳ ୮.୦୦ ଘଟିକା ସମୟରେ ବୌଦ୍ଧସହରର ମ୍ୟୁଜିୟମ ଛକ ନିକଟରୁ ଏକ ସଚେତନ ଶୋଭାଯାତ୍ରା ଆରମ୍ଭ ହୋଇ ଟାଉନ୍ ହଲ ବୌଦ୍ଧ ଠାରେ ପହଂଚି ଥିଲା। ଏଥ୍‌ରେ ସ୍କୁଲ, କଲେଜର ଛାତ୍ରଛାତ୍ରୀ, ଶିକ୍ଷକ, ଜନସାଧାରଣ ତଥା ସରାକରୀ କର୍ମଚାରୀ ବୃନ୍ଦ ଯୋଗଦାନ କରିଥିଲେ । ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀଯୁକ୍ତ ନୃସିଂହ ଚରଣ ସ୍ବାଇଁ ପତାକା ଦେଖାଇ ଏହି ରାଲିକୁ ଶୁଭାରମ୍ଭ କରିଥିଲେ । ଶୋଭାଯାତ୍ରା ଟାଉନ ହଲ ଠାରେ ପହଂଚିବା ପରେ ମତଦାତା ଦିବସ ପାଳିତ ହୋଇଥିଲା।ଭାରତ ନିର୍ବାଚନ ଆୟୋଗ ଦ୍ଵାରା ପ୍ରଦତ ମତଦାତାଙ୍କ ସଂକଳ୍ପ ପାଠ କରାଯାଇଥିଲା । ଏହି ଅବସରରେ ନୂତନ ଯୁବ ଭୋଟର ମାନଙ୍କୁ ଭୋଟର କାର୍ଡ଼ ପ୍ରଦାନ କରାଯାଇଥିଲା। ବିଭିନ୍ନ ପ୍ରତିଯୋଗିତାରେ କୃତି ବିବେଚିତ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରାଯାଇଥିଲା । ନିର୍ବାଚନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଶ୍ରେଷ୍ଠ ବୁଥ ସ୍ତରୀୟ ଅଧିକାରୀ, ସୁପରଭାଇଜର ଏବଂ ଶ୍ରେଷ୍ଠ ସହାୟକ ଭୋଟର ପଞ୍ଜିକରଣ ଅଧିକାରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ନୃସିଂହ ଚରଣ ସ୍ବାଇଁ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଦାରିଦ୍ର୍ୟ ଭଞ୍ଜନ ମଦନ ମୋହନ ପାତ୍ର, ଅତିରିକ୍ତ ଆରକ୍ଷୀ ଅଧ୍ୟକ୍ଷକ, ଶ୍ରୀଯୁକ୍ତ ମିଞ୍ଜ, ଉପଜିଲ୍ଲାପାଳ ଶ୍ରୀଯୁକ୍ତ ରବିନ୍ଦ୍ର ନାଥ କଅଁର ପ୍ରମୁଖ ଉପସ୍ଥିତ ରହି ଏହି ଦିବସର ମହତ୍ବ ସଂମ୍ପର୍କରେ ବକ୍ତବ୍ୟ ରଖିଥିଲେ । ଡ଼େପୁଟି କଲେକ୍ଟର ନିର୍ବାଚନ, ଶ୍ରୀ ଶାଶ୍ବତ ପ୍ରଧାନ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026
  ଜିଲ୍ଲା  
ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   09-May-2026
  ଜିଲ୍ଲା  
ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ   09-May-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   09-May-2026
  ଜିଲ୍ଲା  
ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    09-May-2026
  ଜିଲ୍ଲା  
Mm   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା   09-May-2026

You Might Also Like

                               
  ଜିଲ୍ଲା  

Mm