-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||      ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   (08-May-2026)       ||      ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   (08-May-2026)       ||      ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   (08-May-2026)       ||      ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ    (08-May-2026)       ||      ହିଆଁଲ କ୍ଳଷ୍ଟର ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ   (08-May-2026)       ||      ଲୋଇସିଂହା ଥାନା ଅଭ୍ୟର୍ଥନା ଗୃହରେ ଭରଚୁଆଲ ଜରିଆରେ ଜୁଭେଂଟିକା ସଚେତନତା କାର୍ଯ୍ୟକ୍ରମ    (08-May-2026)       ||      *ଜାତୀୟ ପର୍ବତାରୋହଣ ପ୍ରଶିକ୍ଷଣ ଶିବିରରେ ରୌପ୍ୟ ପଦକ ହାସଲ*   (08-May-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ 75 ତମ ଗଣତନ୍ତ୍ର ଦିବସ ପାଳିତ

26-Jan-2024



ନବରଙ୍ଗପୁର ( ମିହିର ଶଙ୍କର ପାତ୍ର,)
 ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ 75 ତମ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।ଏହି ଅବସରରେ ମହାତ୍ମା ଗାନ୍ଧୀ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ପ୍ରଦାନ କରିବା ସହିତ ସ୍ୱାଧୀନତା ପାଇଁ ଶହୀଦ ହୋଇଥିବା ସ୍ୱାଧୀନତା ସଂଗ୍ରାମୀ ଙ୍କ ସ୍ମୃତି ଚାରଣ କରିବା ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ଏହି ଅବସରରେ ବ୍ଲକ କାର୍ଯ୍ୟ|ଳୟ, ତହସିଲ କାର୍ଯ୍ୟ|ଳୟ, ଥାନା, ପୋଷ୍ଟ ଅଫିସ, ମହିଳା ଓ ଶିଶୁ ବିକାଶ କାର୍ଯ୍ୟଳୟ, ସାମ୍ବାଦିକ ସଂଘ କାର୍ଯ୍ୟ|ଳୟ  ଜୟ ଭାରତ ଅଟୋ ଉନ୍ନୟିନ ଓ ଡାଇବର ମହାସଂଘ  ମିଳିତ ଭାବର ପତାକା ଉତ୍ତୋଳନ କରିଥିଲେ ଏଵଂ ଡାବୁଗାଁ ବ୍ଲକ ମଟର ସାଇକେଲ ମେକାନିକ ସଙ୍ଘତଥା ବିଭିନ୍ନ ସରକାରୀ ବେସରକାରୀ କାର୍ଯ୍ୟାଳୟ ରେ ଓ ବିଭିନ୍ନ ବିଦ୍ୟାଳୟ ଗୁଡିକରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି | ଏହି ଶୁଭ ଅବସରରେ ବିଭିନ୍ନ ସରକାରୀ କାର୍ଯ୍ୟାଳରେ ମଧ୍ୟ  ଦାୟିତ୍ୱରେ ଥିବା ଅଧିକାରୀମାନେ ପତକା ଉତଲନ କରିଥିଲେ।ଆଜିର କାର୍ଯ୍ୟକ୍ରମଟି ସୁରୁଖୁରୁରେ ଅନୁଷ୍ଠିତ ହେଲା।ଡାବୁଗାଁ ବିଧାୟକ ଶ୍ରୀ ମନହର ରନ୍ଧାରୀ ସ୍ଥାନିତ ସରକାରୀ ପଞ୍ଚାୟତ ହାଇସ୍କୁଲ ରେ ବ୍ଲକସ୍ତରୀୟ ପତାକା ଉତ୍ତୋଳନ କରିବା ସହ ବ୍ଲକର ସମସ୍ତ ଜନସାଧାରଣ ଙ୍କୁ ଗଣତନ୍ତ୍ର ଦିବସ ଉପଲକ୍ଷେ ଶୁଭେଚ୍ଛା ଜଣାଇଥିଲେ। ସେଭଳି ଆଜି ଗାନ୍ଧୀ ଯୁବକ ସଙ୍ଘ ରେ ସମାଜ ସେବି ପ୍ରଫୁଲ୍ଲ କୁମାର ପଟ୍ଟନାୟକ ପତାକା ଉତ୍ତୋଳନ କରିବା ସହ ସ୍ଥାନୀୟ ଗଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଯାଇ ରୋଗୀମାନଙ୍କୁ ଫଳମୂଳ ଏଵଂ ଗାମୁଛା ବଣ୍ଟନ କରିଥିଲେ ଏହି ସମୟରେ ମେଡିକାଲ କର୍ମଚାରୀ ମାନଙ୍କୁ ଫିଲ ଦେଇଥିଲେ ।