-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ସ୍କୁଲ ବନ୍ଦ ନିଷ୍ପତ୍ତିର ପୁର୍ନବିଚାର ହେଉ

19-Dec-2020



ବଲାଙ୍ଗିର,  ସ୍ଥାନୀୟ ଐତିହାସିକ ପୂର୍ଣ୍ଣଚନ୍ଦ୍ର ରଥ ପାଠାଗାର ଠାରେ ଅଭିଭାବକ ମଂଚ ବଲାଙ୍ଗିର ର ଏକ ଜରୁରୀ ବୈଠକ ସଭାପତି ଧର୍ମବ୍ରତ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ସଂପାଦକ ଗୋବିନ୍ଦ ମିଶ୍ର ଗତ ବୈଠକର ବିବରଣୀ ପାଠ କରିଥିଲେ । ଆଲୋଚନା ଆରମ୍ଭ କରି ଉପ-ସଭାପତି ପ୍ରଶନ୍ନ ମିଶ୍ର, ରାଜ୍ୟ ଗଣଶିକ୍ଷା ବିଭାଗ କମ୍ ଛାତ୍ର ଥିବା ଦର୍ଶାଇ ଅନେକ ବିଦ୍ୟାଳୟକୁ ବନ୍ଦ କରି ଦେଇଥିବା ନିଷ୍ପତ୍ତିକୁ ଦୁର୍ଭାଗ୍ୟପୂର୍ଣ୍ଣ ଦର୍ଶାଇ ତୁରନ୍ତ ଏହାର ପ୍ରତ୍ୟାହାର ଦାବି କରିଥିଲେ । ବନ୍ଦ ହେଉଥିବା ସ୍କୁଲ ଗୁଡିକ ମଧ୍ୟରେ ଗୁଡଭେଳା ବ୍ଲକର ୨୪ଟି ପ୍ରାଥମିକ ବିଦ୍ୟାଳୟ ସମେତ ଜିଲ୍ଲାର ଅନେକ ବିଦ୍ୟାଳୟ ରହିଛନ୍ତି । ଦଳିତ, ଆଦିବାସୀ ଅଧ୍ୟୁଷିତ କେବିକେ ଜିଲ୍ଲା ବଲାଙ୍ଗିରର ଗରିବ ଛାତ୍ର ଛାତ୍ରୀ ଏହା ଫଳରେ ପାଠ ପଢିବାରୁ ବଂଚିତ ହେବେ । କାର୍ଯ୍ୟକାରୀ କମିଟୀ ସଭ୍ୟ ଦିବାକର ହୋତା ଏବଂ ଛବିଲାଲ ବେହେରା ରାଜେନ୍ଦ୍ର କଲେଜକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ପାଇଁ ସ୍ଥାୟୀ କୂଳପତି ନିଯୁକ୍ତି କରିବା ସହ ମଞ୍ଜୁରିପ୍ରାପ୍ତ ଅଧ୍ୟାପକ ପଦ ଗୁଡିକ ପୁରଣ କରିବା ପାଇଁ ଦାବି ଉପସ୍ଥାପନ କରିଥିଲେ । ବୈଠକରେ ପୃଥ୍ୱୀରାଜ ହାଇସ୍କୁଲ, ରମାଇ ହାଇସ୍କୁଲ ତଥା ଟିଟିଲାଗଡ ବାଳକ ହାଇସ୍କୁଲରେ ଚଳିତ ବର୍ଷ ଯୁକ୍ତ ୨ ଶ୍ରେଣୀ ଖେଳିବା ପାଇଁ ସରକାରଙ୍କ ଠାରେ ଦାବି ଉପସ୍ଥାପନ ପାଇଁ ମତ ପ୍ରକାଶ ପାଇଥିଲା । ଆଲୋଚିତ ସମସ୍ତ ବିଷୟ ସର୍ବ ସମ୍ମତିକ୍ରମେ ଗୃହିତ ହୋଇଥିଲା । ଶେଷରେ ହରେକୃଷ୍ଣ ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like