-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||      ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   (08-May-2026)       ||      ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   (08-May-2026)       ||      ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   (08-May-2026)       ||      ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ    (08-May-2026)       ||      ହିଆଁଲ କ୍ଳଷ୍ଟର ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ   (08-May-2026)       ||      ଲୋଇସିଂହା ଥାନା ଅଭ୍ୟର୍ଥନା ଗୃହରେ ଭରଚୁଆଲ ଜରିଆରେ ଜୁଭେଂଟିକା ସଚେତନତା କାର୍ଯ୍ୟକ୍ରମ    (08-May-2026)       ||      *ଜାତୀୟ ପର୍ବତାରୋହଣ ପ୍ରଶିକ୍ଷଣ ଶିବିରରେ ରୌପ୍ୟ ପଦକ ହାସଲ*   (08-May-2026)       ||      ଅଷ୍ଟ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ବଲାଙ୍ଗୀର ଜିଲ୍ଲାପାଳଙ୍କୁ ଏମ. ଆର.ପି ଉପରେ ନୀତି ନିର୍ଦ୍ଧାରଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ ଗ୍ରାହକ ପଞ୍ଚାୟତର ଦାବୀପତ୍ର    (08-May-2026)       ||      ମାୟାବର୍ହା ହାଇସ୍କୁଲରେ ବିଶ୍ଵ ରେଡକ୍ରସ ଦିବସ ପାଳିତ   (08-May-2026)       ||     

HOME   ଜିଲ୍ଲା

ବାଲାଜୀ କଲେଜ୍ ପରିସରରେ ୭୫ ତମ ଗଣତନ୍ତ୍ର ଦିବସ ପାଳନ

26-Jan-2024



ବଲାଙ୍ଗୀର(ଚିତ୍ରସେନ ବେହେରା ):  ୭୫ ତମ ଗଣତନ୍ତ୍ର ଦିବସ ଖାମାରମୁଣ୍ଡା ଗ୍ରାମ ନିକଟରେ ଥିବା ବାଲାଜୀ ସାଇନ୍ସ କଲେଜ୍ ପରିସରରେ ଧୁମ୍ ଧାମରେ ପାଳିତ ହୋଇଯାଇଛି।ମୁଖ୍ୟ ଅତିଥି ପଦ୍ମଶ୍ରୀ ନରସିଂହ ପ୍ରସାଦ ଗୁରୁ ଜାତୀୟ ପତାକା ଉତ୍ତୋଳନ କରିଥିଲେ।ଉପସ୍ଥିତ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀ, ଅଧ୍ୟାପକ,ଅଧ୍ୟାପିକା ସମସ୍ତେ ସମବେତ କଣ୍ଠରେ ଜାତୀୟ ସଙ୍ଗୀତ ଗାନ କରିଥିଲେ।ବାଲାଜୀ କଲେଜ୍ ର ଡାଇରେକ୍ଟର ଅଭିଳାଷ ଅଗ୍ରୱାଲ ସ୍ଵାଗତ ଭାଷଣ ସହ ଦିବସର ଆଭିମୁଖ୍ୟ ଉପରେ ସମ୍ୟକ୍ ଭାଷଣ ଦେଇଥିଲେ।ମୁଖ୍ୟ ଅତିଥି ଶ୍ରୀଯୁକ୍ତ ଗୁରୁ ଙ୍କୁ କଲେଜ୍ ର ମେନେଜିଂ ଡାଇରେକ୍ଟର କୈଳାସ ଅଗ୍ରୱାଲ

ପୁଷ୍ପଗୁଚ୍ଛ,ଉପଢୌକନ,ସମ୍ମାନ ପତ୍ର ଦେଇ ସମ୍ମାନିତ କରିଥିଲେ।ମୁଖ୍ୟ ଅତିଥି ତାଙ୍କ ଭାଷଣ ରେ ଛାତ୍ରଛାତ୍ରୀ ମାନେ କିଭଳି ଶୃଙ୍ଖଳା ର ସହ ସମାଜରେ ପ୍ରତିଷ୍ଠିତ ନାଗରିକ ହୋଇ ପାରିବେ ସେ ବିଷୟରେ ଉଦବୋଧନ ଦେଇଥିଲେ।ସମ୍ମାନିତ ଅତିଥି ଭାବରେ ରାଜ୍ୟ ସାମ୍ବାଦିକ ସଂଘ ର ସମ୍ପାଦକ ମହେନ୍ଦ୍ର କୁମାର ଦର୍ଜି ଯୋଗଦେଇ ଉପସ୍ଥିତ ଛାତ୍ର ଛାତ୍ରୀ ମାନଙ୍କୁ ଗଣତନ୍ତ୍ର ଦିବସ ଉପରେ ସମ୍ୟକ୍ ଭାଷଣ ଦେଇଥିଲେ। ଜେସିଆଇ ସଂସ୍ଥା ପକ୍ଷରୁ ଶ୍ରୀଯୁକ୍ତ ଦର୍ଜି ଙ୍କୁ ପୁଷ୍ପଗୁଚ୍ଛ, ଉପଢୌକନ,ମାନପତ୍ର ଦେଇ ଜେସିଆଇ ର ସଭାପତି ଅଭିଳାଷ ଅଗ୍ରୱାଲ ସମ୍ମାନିତ କରିଥିଲେ।କ୍ୟୁଇନ ଇଣ୍ଟରନେସନାଲ ସ୍କୁଲ ର କୁନି କୁନି ଛାତ୍ର ଛାତ୍ରୀ ମାନେ ୭୫ ତମ ଗଣତନ୍ତ୍ର ଦିବସ ଉପରେ ବହୁତ୍ ସୁନ୍ଦର ଭାବରେ ତାଙ୍କ କୁନି କୁନି ପାଟିରେ ଇଂରାଜୀ ରେ ଭାଷଣ ଦେଇ ଉପସ୍ଥିତ ସମସ୍ତଙ୍କୁ ଚକିତ କରିଥିଲେ।ସ୍କୁଲ ଏବଂ କଲେଜ ସ୍ତରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ।ପରେ ସ୍କୁଲ ଏବଂ କଲେଜ ର ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ସାଂସ୍କୃତିକ କାର୍ଯ୍ୟକ୍ରମ

ଅନୁଷ୍ଠିତ ହୋଇଥିଲା। ବାଲାଜୀ କଲେଜ୍ ର ପ୍ରିନ୍ସିପାଲ ଶ୍ରୀଯୁକ୍ତ ସଞ୍ଜୟ ମିଶ୍ର,ଭାଇସ ପ୍ରିଂସିପାଲ ପ୍ରଜ୍ଞା ମିଶ୍ର,ନର୍ସିଂ କଲେଜ ର ଏଚଓଡି ଶ୍ରୀଯୁକ୍ତ ଦେବାଶିଷ ପାଣ୍ଡିଆ,ପିଆରଓ ପ୍ରସନ୍ନ ଘଡ଼ାଇ ପ୍ରମୁଖ ଆଜିର କାର୍ଯ୍ୟକ୍ରମ ରେ ସହଯୋଗ କରି ସଭା ଏବଂ ସମସ୍ତ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ।
ବାଲାଜୀ କଲେଜ୍ ଅଫ୍ ସାଇନ୍ସ ର ମେନେଜୀଙ୍ଗ ଡାଇରେକ୍ଟର ଶ୍ରୀଯୁକ୍ତ କୈଳାସ ଅଗ୍ରୱାଲ ଏବଂ କ୍ୟୁଇନ୍ ଇଣ୍ଟରନ୍ୟାସନାଲ ସ୍କୁଲ ର ଡାଇରେକ୍ଟର ସୁଜାତା ଅଗ୍ରୱାଲ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ କଲେଜ୍ ପରିସରରେ ୭୫ ତମ ଗଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   09-May-2026
  ଜିଲ୍ଲା  
ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    09-May-2026
  ଜିଲ୍ଲା  
Mm   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା   09-May-2026
  ରାଜ୍ୟ  
ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   09-May-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା   08-May-2026
  ଜିଲ୍ଲା  
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   08-May-2026
  ଜିଲ୍ଲା  
ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   08-May-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   08-May-2026
  ଜିଲ୍ଲା  
ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ   08-May-2026

You Might Also Like

       
  ଜିଲ୍ଲା  

Mm