-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||      ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   (08-May-2026)       ||      ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   (08-May-2026)       ||      ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   (08-May-2026)       ||      ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ    (08-May-2026)       ||      ହିଆଁଲ କ୍ଳଷ୍ଟର ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ   (08-May-2026)       ||      ଲୋଇସିଂହା ଥାନା ଅଭ୍ୟର୍ଥନା ଗୃହରେ ଭରଚୁଆଲ ଜରିଆରେ ଜୁଭେଂଟିକା ସଚେତନତା କାର୍ଯ୍ୟକ୍ରମ    (08-May-2026)       ||      *ଜାତୀୟ ପର୍ବତାରୋହଣ ପ୍ରଶିକ୍ଷଣ ଶିବିରରେ ରୌପ୍ୟ ପଦକ ହାସଲ*   (08-May-2026)       ||      ଅଷ୍ଟ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ବଲାଙ୍ଗୀର ଜିଲ୍ଲାପାଳଙ୍କୁ ଏମ. ଆର.ପି ଉପରେ ନୀତି ନିର୍ଦ୍ଧାରଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ ଗ୍ରାହକ ପଞ୍ଚାୟତର ଦାବୀପତ୍ର    (08-May-2026)       ||      ମାୟାବର୍ହା ହାଇସ୍କୁଲରେ ବିଶ୍ଵ ରେଡକ୍ରସ ଦିବସ ପାଳିତ   (08-May-2026)       ||      *ଡାବୁଗାଁରେ ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନ ଶୁଣାଣି*   (08-May-2026)       ||      ଶ୍ରୀ ସତ୍ୟ ସାଇ ସେବା ସଂଗଠନ ତରଫରୁ ଈଶ୍ୱରମ୍ମା ଦିବସ ପାଳିତ "ଈଶ୍ୱରମ୍ମା ଙ୍କ ଜୀବନ ଆଦର୍ଶ ମାନବ ସେବା,ସତ୍ୟ ଓ ପ୍ରେମର ପ୍ରତୀକ"   (08-May-2026)       ||     

HOME   ଜିଲ୍ଲା

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗଣତନ୍ତ୍ର ଦିବସ ପାଳିତ

26-Jan-2024



କଟକ (ପ୍ରେରଣା ଖବର ): ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଦେଶର ୭୫ତମ ଗଣତନ୍ତ୍ର ଦିବ ସଂଘ ସ ସଭାନେତ୍ରୀ ଡ଼ଃ ପ୍ରତିମା ମହାପାତ୍ରଙ୍କ ନେତୃତ୍ୱରେ ପାଳିତ ହୋଇଯାଇଛି। ସଂଘର ସଭାନେତ୍ରି ଡ଼ଃ ପ୍ରତିମା ମହାପାତ୍ର   ନାରୀସେବା ସଦନରେ ଜାତୀୟ ପତାକା ଉତ୍ତୋଳନ କରି ସ୍ୱାଧୀନତା ସଂଗ୍ରାମୀଙ୍କ ତ୍ୟାଗ ସଂପର୍କରେ ଆଲୋଚନା କରିଥିଲେ। ସାଧାରଣ ସମ୍ପlଦିକl ଆଭା କାନୁନଗୋ କାର୍ଯ୍ୟକ୍ରମର ଅlଭିମୁଖ୍ୟ  ସଂପର୍କରେ ଅବଗତ କରାଇଥିଲେ। ସଙ୍ଗଠନ ସମ୍ପାଦିକା ମୀରା ବେଉରା  ଅଭିଭାଷଣରେ କହିଥିଲେ ଯେ  ଭାରତବର୍ଷ ଭଳି  ଗଣତାନ୍ତ୍ରିକ ରାଷ୍ଟ୍ରରେ ଅlମ ସମ୍ବିଧାନର ନୀତି ନିୟମ ପ୍ରତି ସମ୍ମାନ ଦେଇ ପ୍ରତ୍ୟେକ ନାଗରିକ ନିଜର କର୍ତ୍ତବ୍ୟ ଓ ଅଧିକାର ସଂପର୍କରେ ସଚେତନ ହେବା ଆବଶ୍ୟକ l

ତେବେ ଯାଇଁ  ସଂଗ୍ରାମ ସଫଳ ହେବ ।ଏହି ଅବସରରେ ବସ୍ତିଅଞ୍ଚଳର ପିଲାମlନଙ୍କ ମଧ୍ୟରେ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l

କାର୍ଯ୍ୟକ୍ରମକୁ ହଲ୍ ସମ୍ପଦିକl ମଞ୍ଜୁ ସିଂ, କଲ୍ୟାଣୀ ସାହୁ, ସଙ୍ଗଠନ ସମ୍ପାଦିକା ମୀରା ବେଉରା ପରିଚlଳନl କରିଥିଲେ। ସଙ୍ଘ ପକ୍ଷରୁ କୃତୀ ପ୍ରତିଯୋଗୀଙ୍କୁ ଅର୍ଥ ରାଶି ଓ ପୁସ୍ତକ ପ୍ରଦାନ କରି ପୁରସ୍କୃତ କରଯାଇଥିଲା। କୋଷାଧ୍ୟକ୍ଷl   ନୟନତାରl  ନନ୍ଦ, ଡ଼ଃ ପ୍ରଭାବତୀ ପଣ୍ଡା, ନାମିତl ପଣ୍ଡା, ପଦ୍ମଜା ଦାସ ଉପସ୍ଥିତ ଥିଲେ। ଶେଷରେ ପିଲାମାନଙ୍କୁ ମିଷ୍ଟାନ୍ନ ବଣ୍ଟନ କରଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
Mm   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା   09-May-2026
  ରାଜ୍ୟ  
ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   09-May-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା   08-May-2026
  ଜିଲ୍ଲା  
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   08-May-2026
  ଜିଲ୍ଲା  
ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   08-May-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   08-May-2026
  ଜିଲ୍ଲା  
ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ   08-May-2026
  ଜିଲ୍ଲା  
ହିଆଁଲ କ୍ଳଷ୍ଟର ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ଲୋଇସିଂହା ଥାନା ଅଭ୍ୟର୍ଥନା ଗୃହରେ ଭରଚୁଆଲ ଜରିଆରେ ଜୁଭେଂଟିକା ସଚେତନତା କାର୍ଯ୍ୟକ୍ରମ   08-May-2026

You Might Also Like

  ଜିଲ୍ଲା  

Mm