-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||      ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   (08-May-2026)       ||      ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   (08-May-2026)       ||      ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   (08-May-2026)       ||      ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ    (08-May-2026)       ||      ହିଆଁଲ କ୍ଳଷ୍ଟର ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ   (08-May-2026)       ||      ଲୋଇସିଂହା ଥାନା ଅଭ୍ୟର୍ଥନା ଗୃହରେ ଭରଚୁଆଲ ଜରିଆରେ ଜୁଭେଂଟିକା ସଚେତନତା କାର୍ଯ୍ୟକ୍ରମ    (08-May-2026)       ||      *ଜାତୀୟ ପର୍ବତାରୋହଣ ପ୍ରଶିକ୍ଷଣ ଶିବିରରେ ରୌପ୍ୟ ପଦକ ହାସଲ*   (08-May-2026)       ||      ଅଷ୍ଟ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ବଲାଙ୍ଗୀର ଜିଲ୍ଲାପାଳଙ୍କୁ ଏମ. ଆର.ପି ଉପରେ ନୀତି ନିର୍ଦ୍ଧାରଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ ଗ୍ରାହକ ପଞ୍ଚାୟତର ଦାବୀପତ୍ର    (08-May-2026)       ||      ମାୟାବର୍ହା ହାଇସ୍କୁଲରେ ବିଶ୍ଵ ରେଡକ୍ରସ ଦିବସ ପାଳିତ   (08-May-2026)       ||      *ଡାବୁଗାଁରେ ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନ ଶୁଣାଣି*   (08-May-2026)       ||      ଶ୍ରୀ ସତ୍ୟ ସାଇ ସେବା ସଂଗଠନ ତରଫରୁ ଈଶ୍ୱରମ୍ମା ଦିବସ ପାଳିତ "ଈଶ୍ୱରମ୍ମା ଙ୍କ ଜୀବନ ଆଦର୍ଶ ମାନବ ସେବା,ସତ୍ୟ ଓ ପ୍ରେମର ପ୍ରତୀକ"   (08-May-2026)       ||      ବରପାଲି ରେ ନକଲି ଖାଦ୍ୟ ସାମଗ୍ରୀ କାରଖାନା ସିଲ୍, ମାଲିକ ଫେରାର ।   (08-May-2026)       ||      କଟକ ପୂର୍ତ୍ତ ବିଭାଗ ଡିଭିଜନକୁ ଛାଡ଼ୁନାହାନ୍ତି ଇଂଜିନିୟର: ୮ବର୍ଷରେ ୪ ଥର ବଦଳି, ତଥାପି ମୋହ ଗ୍ରାସିଛି    (08-May-2026)       ||      କଟକ ପୂର୍ତ୍ତ ବିଭାଗ ଡିଭିଜନ-୧କୁ ଛାଡ଼ୁନାହାଁନ୍ତି ଇଂଜିନିୟର♦️ ୮ ବର୍ଷରେ ୪ଥର ବଦଳି ତଥାପି ଲୋଭ ଗ୍ରାସିଛି   (08-May-2026)       ||     

HOME   ଜିଲ୍ଲା

ମେଣ୍ଡା ଗ୍ରାମ ପଂଚାୟତର ପୂର୍ବତନ ସରପଞ୍ଚଙ୍କ ପରଲୋକ

26-Jan-2024



ବଲାଙ୍ଗୀର/ତରଭା(ପ୍ରେରଣା ଖବର)- ତରଭା ବ୍ଲକ ମେଣ୍ଡା ଗ୍ରାମପଞ୍ଚାୟତର ପୂର୍ବତନ ସରପଞ୍ଚ ଲକ୍ଷ୍ମୀନ୍ଦ୍ର ପର୍ଡିଆ(୮୦)ଙ୍କ ପରଲୋକ ହୋଇଯାଇଛି । ଗତ କିଛିଦିନ ହେଲା ସେ ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ । ଶୁକ୍ରବାରଦିନ ୧୦ଟା ସମୟରେ ତାଙ୍କ ମେଣ୍ଡା ପର୍ଡିଆପଡା ସ୍ଥିତ ବାସଭବନରେ ଦେହାନ୍ତ ହୋଇଥିଲା । ସେ ୧୯୮୪-୮୯,୧୯୯୭-୨୦୦୨ ଓ ୨୦୦୨-୨୦୦୭ ମସିହା ପର୍ଯ୍ୟନ୍ତ ୩ ଥର ମେଣ୍ଡା ଗ୍ରାମପଞ୍ଚାୟତର ସରପଞ୍ଚ ଭାବରେ ଜିଣି ପଞ୍ଚାୟତର ଅନେକଗୁଡିଏ ଉନ୍ନୟନମୂଲକ କାମ କରାଇ ତରଭା ତଥା ସୋନପୁର ଜିଲ୍ଲାର ଜଣେ ଜଣାଶୁଣା ବ୍ୟକ୍ତିଥିଲେ । ତାଙ୍କ ବିୟୋଗରେ ତରଭା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଅଞ୍ଚଳର ଅନେକ ବିଶିଷ୍ଟ ବ୍ୟକ୍ତି ତାଙ୍କ ବାସଭବନକୁ ପହଞ୍ଚି ତାଙ୍କର ଶେଷଦର୍ଶନ କରିଥିଲେ । ମୃତ୍ୟୁ ବେଳକୁ ତାଙ୍କ ୪ପୁଅ ପ୍ରଶନ୍ନ,ପ୍ରଦୀପ,ପ୍ରମୋଦ,ପ୍ରତାପ,ତିନି ଝିଅ ପଦ୍ମିନୀ,ପ୍ରଭାସିନୀ,ରୋଜି, ଭାଇ ଗଜେନ୍ଦ୍ର,ସୁରେନ୍ଦ୍ର,ନରେନ୍ଦ୍ର ,ପୁତ୍ରବଧୁ,ନାତିନାତୁଣୀ ତଥା ପରିବାର ବର୍ଗ ଉପସ୍ଥିତ ଥିଲେ । ମେଣ୍ଡା ନିକଟସ୍ଥ ସୁକତେଲନଦୀର ସ୍ମଶାନଘାଟରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା ଓ ତାଙ୍କ ଜ୍ୟେଷ୍ଠପୁତ୍ର ପ୍ରଶନ୍ନ ପର୍ଡିଆ ମୁଖାଗ୍ନୀ ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା   08-May-2026
  ଜିଲ୍ଲା  
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   08-May-2026
  ଜିଲ୍ଲା  
ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   08-May-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   08-May-2026
  ଜିଲ୍ଲା  
ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ   08-May-2026
  ଜିଲ୍ଲା  
ହିଆଁଲ କ୍ଳଷ୍ଟର ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ଲୋଇସିଂହା ଥାନା ଅଭ୍ୟର୍ଥନା ଗୃହରେ ଭରଚୁଆଲ ଜରିଆରେ ଜୁଭେଂଟିକା ସଚେତନତା କାର୍ଯ୍ୟକ୍ରମ   08-May-2026
  ଜିଲ୍ଲା  
*ଜାତୀୟ ପର୍ବତାରୋହଣ ପ୍ରଶିକ୍ଷଣ ଶିବିରରେ ରୌପ୍ୟ ପଦକ ହାସଲ*   08-May-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା   08-May-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   08-May-2026

You Might Also Like