-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||      ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   (08-May-2026)       ||      ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   (08-May-2026)       ||      ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   (08-May-2026)       ||      ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ    (08-May-2026)       ||      ହିଆଁଲ କ୍ଳଷ୍ଟର ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ   (08-May-2026)       ||      ଲୋଇସିଂହା ଥାନା ଅଭ୍ୟର୍ଥନା ଗୃହରେ ଭରଚୁଆଲ ଜରିଆରେ ଜୁଭେଂଟିକା ସଚେତନତା କାର୍ଯ୍ୟକ୍ରମ    (08-May-2026)       ||      *ଜାତୀୟ ପର୍ବତାରୋହଣ ପ୍ରଶିକ୍ଷଣ ଶିବିରରେ ରୌପ୍ୟ ପଦକ ହାସଲ*   (08-May-2026)       ||      ଅଷ୍ଟ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ବଲାଙ୍ଗୀର ଜିଲ୍ଲାପାଳଙ୍କୁ ଏମ. ଆର.ପି ଉପରେ ନୀତି ନିର୍ଦ୍ଧାରଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ ଗ୍ରାହକ ପଞ୍ଚାୟତର ଦାବୀପତ୍ର    (08-May-2026)       ||      ମାୟାବର୍ହା ହାଇସ୍କୁଲରେ ବିଶ୍ଵ ରେଡକ୍ରସ ଦିବସ ପାଳିତ   (08-May-2026)       ||      *ଡାବୁଗାଁରେ ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନ ଶୁଣାଣି*   (08-May-2026)       ||      ଶ୍ରୀ ସତ୍ୟ ସାଇ ସେବା ସଂଗଠନ ତରଫରୁ ଈଶ୍ୱରମ୍ମା ଦିବସ ପାଳିତ "ଈଶ୍ୱରମ୍ମା ଙ୍କ ଜୀବନ ଆଦର୍ଶ ମାନବ ସେବା,ସତ୍ୟ ଓ ପ୍ରେମର ପ୍ରତୀକ"   (08-May-2026)       ||      ବରପାଲି ରେ ନକଲି ଖାଦ୍ୟ ସାମଗ୍ରୀ କାରଖାନା ସିଲ୍, ମାଲିକ ଫେରାର ।   (08-May-2026)       ||      କଟକ ପୂର୍ତ୍ତ ବିଭାଗ ଡିଭିଜନକୁ ଛାଡ଼ୁନାହାନ୍ତି ଇଂଜିନିୟର: ୮ବର୍ଷରେ ୪ ଥର ବଦଳି, ତଥାପି ମୋହ ଗ୍ରାସିଛି    (08-May-2026)       ||      କଟକ ପୂର୍ତ୍ତ ବିଭାଗ ଡିଭିଜନ-୧କୁ ଛାଡ଼ୁନାହାଁନ୍ତି ଇଂଜିନିୟର♦️ ୮ ବର୍ଷରେ ୪ଥର ବଦଳି ତଥାପି ଲୋଭ ଗ୍ରାସିଛି   (08-May-2026)       ||     

HOME   ଜିଲ୍ଲା

ତରଭା ମାହେଶ୍ୱରୀ ସଂଗଠନ ପକ୍ଷରୁ ମହା ସମାରୋହ ରେ ତ୍ରିରଙ୍ଗା ଯାତ୍ରା ଉତ୍ସବ ପାଳିତ

26-Jan-2024



ସୋନପୁର ( ମନୋରଞ୍ଜନ ତ୍ରିପାଠୀ ) ସମଗ୍ର ଦେଶ 75 ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଛି। ଏହି  ଅବସର ରେ ସାଧାରଣ ନାଗରିକ ,ସ୍ବେଚ୍ଛାସେବୀ ଅନୁଷ୍ଠାନ ତଥା ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ପକ୍ଷରୁ ଅନେକ ଦେଶାତ୍ମବୋଧକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ସେହିପରି ସୁବର୍ଣ୍ଣପୁର ଜିଲ୍ଲାର ତରଭା ବ୍ଲକ ପଡ଼ିଆରେ ଆୟୋଜିତ ସାଧାରଣତନ୍ତ୍ର ଦିବସ ପାଳନ ଉତ୍ସବରେ ଏହି ସଂଗଠନ ପକ୍ଷରୁ 200 ମିଟର ର ଏକ ତ୍ରିରଙ୍ଗା ଜାତୀୟ ପତାକା ପ୍ରଦର୍ଶନ କରାଯାଇଥିଲା। ତରଭା ସହରର ମାହେଶ୍ୱରୀ ସଂଗଠନ ପକ୍ଷରୁ 200 ମିଟର ଜାତୀୟ ପତାକା ତିଆରି କରାଯାଇଥିବା ବେଳେ ଏଥିରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ସ୍ବେଚ୍ଛାସେବୀ  ସାମିଲ ହୋଇ ସହର ପରିକ୍ରମା କରିଥିଲେ। ପରେ ଏହା ପେରେଡ଼ରେ ପ୍ରଦର୍ଶନ କରିବା ପାଇଁ ସାମିଲ କରାଯାଇଥିଲା। ପ୍ରଥମ ଥର ପାଇଁ ଲୋକଙ୍କ ଭିତରେ ଜାତୀୟତା, ସହନଶୀଳତା , ଏକତା ଓ ଅଖଣ୍ଡତା ର ବାର୍ତ୍ତା ଦେବା ପାଇଁ ମାହେଶ୍ୱରୀ ସଂଗଠନ ପକ୍ଷରୁ 200 ମିଟର ଲମ୍ବ ଜାତୀୟ ପତାକା ପ୍ରଦର୍ଶନକୁ ଆଜି ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି। ମାହେଶ୍ୱରୀ ସଂଗଠନ ବଲାଙ୍ଗିର ର ପରିଚଳନା ନିର୍ଦ୍ଦେଶକ ଅଙ୍କୁଶ କୁମାର ପାଣ୍ଡିଆ, ଓ ସଭାପତି ଶୋଭନ ଅଗ୍ରୱାଲା ଙ୍କ ପରାମର୍ଶ ଓ ତତ୍ତ୍ୱl ବଧlନ ରେ ମାହେଶ୍ୱରୀ ତରଭା ଶାଖା ର ସଭାପତି ପ୍ରଦୀପ ମେହେର ଙ୍କ ସଭାପତିତ୍ବ ରେ ଅନୁଷ୍ଟିତ ଏକ ସଚେତନତା ସଭା କୁ ମାଧବ ସାହୁ ,  କାଞ୍ଚନ ବହିଦାର, ଓ କଳ୍ପଲତା ମେହେର ସଂଯୋଜନା କରିଥିଲେ l   ଏନ ଏ ସି ଉପାଧ୍ୟକ୍ଷl ଗଗନ ଅଗ୍ରୱାଲା, ଉପଦେଷ୍ଟl ଦଶରଥ ସାହୁ, ଏ ଇ ଏସ୍ କଲେଜ ଅଧ୍ୟକ୍ଷା ମିନତି ମିଶ୍ର,  ବରିଷ୍ଠ ନାଗରିକ ସୂର୍ଯ୍ୟ ନାରାୟଣ ସାହୁ, ଅତିଥି ଭାବେ ଯୋଗ ଦେଇଥିଲେ l ମୁନ ପଟ୍ଟନାୟକ ସଭା ପରିଚାଳନା କରିଥିବା ବେଳେ , ଦିନବାନ୍ଧବ ବାଗ, ବୁବୁନ୍ ରଣା, ରିଙ୍କୁ ବଗର୍ତ୍ତି, ରିଙ୍କୁ ମେହେର, ପ୍ରଶାନ୍ତ ସେଠୀ, ସିଦ୍ଧାର୍ଥ ନାଗ, ଅଭିଷେକ ଝାଙ୍କର ପ୍ରମୁଖ ସମସ୍ତ ସଦସ୍ୟ ସକ୍ରିୟ ଅଂଶ ଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା   08-May-2026
  ଜିଲ୍ଲା  
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   08-May-2026
  ଜିଲ୍ଲା  
ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   08-May-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   08-May-2026
  ଜିଲ୍ଲା  
ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ   08-May-2026
  ଜିଲ୍ଲା  
ହିଆଁଲ କ୍ଳଷ୍ଟର ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ଲୋଇସିଂହା ଥାନା ଅଭ୍ୟର୍ଥନା ଗୃହରେ ଭରଚୁଆଲ ଜରିଆରେ ଜୁଭେଂଟିକା ସଚେତନତା କାର୍ଯ୍ୟକ୍ରମ   08-May-2026
  ଜିଲ୍ଲା  
*ଜାତୀୟ ପର୍ବତାରୋହଣ ପ୍ରଶିକ୍ଷଣ ଶିବିରରେ ରୌପ୍ୟ ପଦକ ହାସଲ*   08-May-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା   08-May-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   08-May-2026

You Might Also Like