-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ଠକ ସଂସ୍ଥା ର ଶିକାର ହେଉଛନ୍ତି ନିରିହ ଆଦିବାସୀ

19-Dec-2020



ଉମରକୋଟ (ପ୍ରେରଣା ଖବର)-ନବରଙ୍ଗପୁର ଜିଲ୍ଲା ଉମରକୋଟ ଝରୀଗାଁ ଚନ୍ଦାହାଣ୍ଡି ଓ ରାଇଘର ବ୍ଲକରେ ଦେଖିବାକୁ ମିଳିଛି କେତେକ ଠକ ସଂସ୍ଥା ଗାଁ ଗାଁ ଘର ଘର ବୁଲି  ଠକ ସଂସ୍ଥା କରୁଛନ୍ତି ଟଙ୍କା ଆଦାୟ lସୂଚନା ମୂତାବକ 'ଚେତନା ସାମାଜିକ ସଂସ୍ଥା ନାମକ ଏକ ସଂସ୍ଥା ନିଜକୁ NGO ପରିଚୟ ଦେଇ ସରକାରଙ୍କ ଇନ୍ଦିରା ଆବାସ , ପେନଶନ ଓ ଘର ପଟ୍ଟା ଇତ୍ୟାଦି କରାଇଦେବା ପ୍ରଲୋଭନ ଦେଖାଇ ନବରଙ୍ଗପୁର ଜିଲ୍ଲାର ଉମରକୋଟ,ଚନ୍ଦାହାଣ୍ଡି, ଝରୀଗାଁ  ରାଇଘର ବ୍ଲକ ର ପ୍ରତ୍ୟେକ ଗ୍ରାମରେ ବୁଲି ବୁଲି ସାଧାରଣ ଅସହାୟ ଗରିବ ମହିଳା ମାନଙ୍କ ଠାରୁ ରେଜିଷ୍ଟ୍ରସନ କରିବା ନାମ ରେ  ଆଧାର କାର୍ଡ,ବ୍ୟାଙ୍କ ପାସବୂକ, ପlସ ଫୋଟ, ପଟ୍ଟା ଇତ୍ୟାଦି ସହ ଜଣକ ପିଛା 50 ଟଙ୍କା ଆଦାୟ କରାଯାଉଛି l ତେବେ ନିରୀହ ଆଦିବାସୀ ମହିଳା ମାନଙ୍କୁ ବିଭିନ୍ନ ପ୍ରକାର ସରକାରୀ ଯୋଜନା ରେ ସାମିଲ ହେବାପାଇଁ ରେଜିଷ୍ଟ୍ରସନ କରିବା ବାହାନା ଦେଖାଇ ଲୁଟି ଚାଲିଛି ଏହି ଠକ ସଂସ୍ଥା ତେବେ ଏଭଳି ସଂସ୍ଥା ବିନା କୌଣସି ସରକାରୀ ଅନୁମତି ନ ନେଇ ଲୋକଙ୍କ ଠାରୁ ଟଙ୍କା ଆଦାୟ କରିବା ର ସତ୍ୟା ସତ୍ୟ ଜାଣିବାପାଇଁ ଆମେ ସ୍ଥାନୀୟ ସରପଞ୍ଚ ଓ  ବିଧାୟକ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଉମରକୋଟ ବ୍ଲକ କର୍ତ୍ତୃପକ୍ଷ  ଙ୍କୁ ପଚାରିବାରୁ ସମସ୍ତେ ଏହି ସଂସ୍ଥା ବିଷୟରେ ଜାଣି ନଥିବା କହିଥିଲେ ତେବେ ବ୍ଲକ କର୍ତ୍ତୃପକ୍ଷ ଶ୍ରୀ ଦେବୀପ୍ରସାଦ ଟlଲି ଏଭଳି କୌଣସି ସଂସ୍ଥା କୁ ଜାଣିନଥିବା ଏଭଳି କିଛି କାର୍ଯ୍ୟ କରିବାକୁ କୌଣସି ସଂସ୍ଥା କୁ ବ୍ଲକ ତରଫରୁ ଦିଆଯାଇନାହିଁ ବୋଲି କହିଥିଲେ l ଯଦିଓ ଏଭଳି କିଛି କାର୍ଯ୍ୟ ହେଉଛି ତାହା କୌଣସି ଠକ ସଂସ୍ଥା ର କାର୍ଯ୍ୟ ବୋଲି କହିଥିଲେ l ତେବେ ଏଭଳି ଠକ ସଂସ୍ଥା ଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଶ୍ରୀ ଟlଲି କହିଛନ୍ତ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like