-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକର ସାପଧାରଗୁଡ଼ା ବିଦ୍ୟାଳୟରେ ଜାତୀୟ ପତକା କୁ ଅସଂମ୍ମାନ ଏଵଂ ଏମ.ଖୁଟଗୁଡରେ ମଧ୍ୟାନ ଭଜନ ଘଟାଲା*

26-Jan-2024



ନବରଙ୍ଗପୁର (:ମିହିର ଶଙ୍କର ପାତ୍ର,) ଡାବୁଗାଁ ବ୍ଲକର ସାପଧାରଗୁଡ଼ା ବିଦ୍ୟାଳୟରେ ଆଜି ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା ସୂର୍ଯ୍ୟାସ୍ତ ପରେ ବି ସାଧାରଣତନ୍ତ୍ର ଦିବସରେ ଜାତୀୟ ପତକାକୁ କାଡ଼ିନଥିଲେ ଦାୟିତ୍ୱରେ ଥିବା ଶିକ୍ଷକ, ଖାଲି ଏତିକି ନୁହଁ ପତାକା ଉତ୍ତୋଳନ ପରେ  ବିଦ୍ୟାଳୟ ପରିସରରେ ଜାତୀୟ ପତାକା ଗୁଡିକୁ ଫିଙ୍ଗା ଯାଇଥିଲା, ଜାତୀୟ ପଟକକୁ ଏଭଳି ଅସଂମାନ ପ୍ରକୃତରେ ଗ୍ରହଣ ଯୋଗ୍ୟ ନୁହଁ। ବର୍ତ୍ତମାନ ଦେଖିବାକୁ ବାକି ରହିଲା ବ୍ଲକ ଶିକ୍ଷବିଭାଗ ଏହି ଘଟଣା ପାରେ କଣ ପଦକ୍ଷେପ ଗ୍ରହଣ କରୁଛି। ଏଭଳି ଆଉ ଏକ ଘଟଣା ଦେଖିବାକୁ ମିଳିଛି ଏମ ଖୁଟଗୁଡ ବିଦ୍ୟାଳୟରେ ଆଜି ବିଦ୍ୟାଳରେ ୯୦ ଜଣ ଛାତ୍ର ଛାତ୍ରୀ ଆସିଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ର କହିବା ବେଳେ, ଶିକ୍ଷକ କହୁଛନ୍ତି ୧୪୦ ପିଲା ଆସିଥିଲେ ଏଭଳି ମଧ୍ୟାନ ଭଜନ ତଥ୍ୟ ଲୁଚାଇ ପୂର୍ବାରରୁ ମଧ୍ୟ ଏହି ବିଦ୍ୟାଳୟରେ ଶିକ୍ଷକ ମାନେ ପିଲାଙ୍କ ପାଇଁ ଆସୁଥିବା ମଧ୍ୟାନ ଭଜନ ପଇସା ଆତ୍ମସାତ କରୁଥିବା ଅଭିଯୋଗ ହେଉଛି।ବିଦ୍ୟାଳୟ ବନ୍ଦ ହେବାପରେ ଏହି ବିଦ୍ୟାଳୟର ଭଜିଭତା ଚାଲିବା କେତେଦୂର ଯୁକ୍ତି ଯୁକ୍ତ, ଖାଲି ମଧ୍ୟାନ ଭଜନ ନୁହଁ  ଏମ.ଖୁଟଗୁଡା ବିଦ୍ୟାଳୟରେ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ଆସିଥିବା ସ୍କୁଲଡ୍ରେସ ଏଵଂ ବୁଟ ମଧ୍ୟ ନିମ୍ନ ମାନର ଦିଆ ଯାଇଛି ବଳି ଅଭିଯୋଗ ହେଉଛି। କିଛି ମାସ ପୂର୍ବେ ଛାତ୍ର ଛାତ୍ରୀ ମାନଙ୍କୁ ଶ୍ରମିକ ଭଳି ବିଦ୍ୟାଳୟରେ କାମ କରାଉଥିବା ଖବର ମଧ୍ୟ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ବାରମ୍ବାର ଅଭିଯୋଗ ପରେ ମଧ୍ୟ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କିଛି ପଦକ୍ଷେପ ନେଉ ନାହାନ୍ତି। ଏଥିପ୍ରତି ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଏହି ଘଟଣାର ତଦନ୍ତ କରି ଦସୀ ପ୍ରତି ଉଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ, ଡାବୁଗାଁ ବ୍ଲକର ଶିକ୍ଷା ବ୍ୟବସ୍ଥା ରେ କିଛି ସୁଧାର ଆସି ପାରନ୍ତା କାରଣ କିଛି ଶିକ୍ଷକ ନିୟମିତ ବିଦ୍ୟାଳୟକୁ ଡେରିରେ ଆସନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like