-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

କୋକସରା ବ୍ଲକ ର ବିଭିନ୍ନ ସ୍ଥାନରେ ୭୫ ତମ ଗଣତନ୍ତ୍ର ଦିବସ ପାଳିତ

27-Jan-2024



କଳାହାଣ୍ଡି,କୋକସରା (ତ୍ରିନାଥ ବେଶ୍ରା )
ସାରା ଦେଶରେ ଆଜି ୭୫ ତମ ଗଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ,କଳାହାଣ୍ଡି  ଜିଲ୍ଲା କୋକସରା ବ୍ଲକର ବିଭିନ୍ନ ସ୍ଥାନରେ ମଧ୍ୟ ୭୫ତମ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।
ଏହି ଅବସରରେ ବାବା ଡ .ଭୀମ ରାଓ ଆମ୍ବେକର ଙ୍କ  ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ପ୍ରଦାନ କରିବା ସହିତ ସ୍ୱାଧୀନତା ପାଇଁ ଶହୀଦ ହୋଇଥିବା ସ୍ୱାଧୀନତା ସଂଗ୍ରାମୀ ଙ୍କ ସ୍ମୃତି ଚାରଣ କରିବା ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ଏହି ଅବସରରେ ବ୍ଲକ କାର୍ଯ୍ୟ|ଳୟ, ତହସିଲ କାର୍ଯ୍ୟ|ଳୟ, ଥାନା, ପୋଷ୍ଟ ଅଫିସ, ମହିଳା ଓ ଶିଶୁ ବିକାଶ କାର୍ଯ୍ୟଳୟ,  ଏଵଂ ବେସରକାରୀ କାର୍ଯ୍ୟାଳୟ ରେ ଓ ବିଭିନ୍ନ ବିଦ୍ୟାଳୟ ଗୁଡିକରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି |  ବିଭିନ୍ନ ସରକାରୀ କାର୍ଯ୍ୟାଳରେ ମଧ୍ୟ  ଦାୟିତ୍ୱରେ ଥିବା ଅଧିକାରୀମାନେ ପତକା ଉତଲନ କରିଥିଲେ। ଏହି ଅବସରରେ କୋକସରା ବ୍ଲକ ଆମ୍ବେଦକର ଭବନ କାଉ ଡୋଳା ଠାରେ ମଧ୍ୟ ବରିଷ୍ଟ ସମାଜ ସେବୀ ଶ୍ରୀଯୁକ୍ତ ବାଲେଶ୍ୱର ବେଶ୍ରା ପତାକା ଉତ୍ତୋଳନ କରି ଥିଲେ ଏବଂ ଆଞ୍ଚଳିକ ଡମ୍ବ ସମାଜ ସଭାପତି ଶ୍ରୀଯୁକ୍ତ ବନମାଳୀ ବାଗ  ମହାମହିମ ବାବl ସlହେବ ଡାକ୍ତର ଭୀମ ରାଓ ଆମ୍ବେଦ ଙ୍କ ଲିଖିତ ସମ୍ବିଧାନ ପୁସ୍ତକ କିଭଳି ଭାବରେ ସ୍ଥାନ ପାଇଥିଲା ଓ ୧୯୫୦ ମସିହା ଠାରୁ ସେହି ଦିନ କୁ ଗଣତନ୍ତ୍ର ଦିବସ ଭାବରେ ପାଳନ କରୁଥିବା ସମସ୍ତ ବିଷୟ ରେପରି ପ୍ରକାସ କରିଥିଲା l
ଏଠାରେ ଉପ ସଭାପତି ଶ୍ରୀଯୁକ୍ତ ମାରକଣ୍ଡ ବେମାଲ,ସାଧାରଣ ସମ୍ପାଦକ ଧୋବଳେ ଶ୍ୱର ନାଗ, କୈଶିକ୍ ଦୂରିଆ, ବୈଖୁଣ୍ଟ ଜାଲ,କାମଦେବ ବେଶ୍ରା , ରମେଶ ଚନ୍ଦ୍ର ଦୁର୍ଗା, ଗୋବର୍ଦ୍ଧନ ବେଶ୍ରା , ଗଜେନ୍ଦ୍ର ବେଶ୍ରା , ଜୁଗେଶ୍ୱର ବେଶ୍ରା, ପାରେ ଶ୍ୱର ପାଣିଗ୍ରାହୀ, ମହେଶ୍ୱର ପାଣିଗ୍ରାହୀ ,ପଞ୍ଚାନନ ବେଶ୍ରା , ରସିକ ଦୁର୍ଗା , ଉଗ୍ରେଶେନ ବାଗ, ଟିକେଶ୍ୱର୍ ନାୟକ, ଝଜ କେତନ ନାୟକ, କୃପା ସିନ୍ଦୁ ପାଣିଗ୍ରାହୀ, ଲକ୍ଷ୍ମଣ ମଙ୍ଗରାଜ, ଭୁବନେ ଶ୍ୱର୍ ନାୟକ, ବାନ୍ଦେବ ଠାକୁର ଓ ବହୁ ସଂକ୍ଷା ରେ ଲୋକ ମାନେ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like