-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||     

HOME   ଜିଲ୍ଲା

ମାୟାବର୍ହାରେ ୭୫ତମ ଜନରାଜ୍ୟ ଦିବସ ପାଳିତ

26-Jan-2024



ଡୁଙ୍ଗୁରିପାଲି (ପ୍ରେରଣା ଖବର): ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଓ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତରଫରୁ ମିଳିତ ଭାବରେ ୭୫ତମ ଜନରାଜ୍ୟ ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ମାୟାବର୍ହା ହାଇସ୍କୁଲ ର ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତ ଜାତିୟ ପତାକା ଉତ୍ତୋଳନ କରି ପ୍ୟାରେଡ ଫଲ୍ ଇନ୍ ର ସମବେତ ଛାତ୍ରଛାତ୍ରୀ ଙ୍କୁ ଭାରତବର୍ଷ ର ସ୍ଵାଧୀନତା ସଂଗ୍ରାମ, ପାର୍ଲିଆମେଣ୍ଟ ଓ ଏକ ବିଂଶର ଡିଜିଟାଲ ଯୁଗର କ୍ରମାଗତ ବିକାଶ ବିଷୟରେ ବକ୍ତବ୍ୟ ରଖିଥିଲେ।

ପରେ ଛାତ୍ରଛାତ୍ରୀ ମାନେ ମାୟାବର୍ହା ଗ୍ରାମ ପରିକ୍ରମା କରିଥିଲେ । ଖେଳ ଶିକ୍ଷକ ପ୍ରହଲ୍ଲାଦ ଦାଶ ଓ ଚୈତନ୍ୟ ବାରିକ କାର୍ଯକ୍ରମ କୁ ପରିଚାଳନା କରିଥିଲେ। ବରିଷ୍ଠ ଶିକ୍ଷକ ତଥା ସ୍କାଉଟ ତାଲିମ କମିଶନର ଦୀନବନ୍ଧୁ ପ୍ରଧାନ ସମଗ୍ର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଜୁନିୟର ରେଡ କ୍ରସ ଓ ସ୍କାଉଟ ପିଲାମାନେ ଫିଜିକାଲ ଡିସପ୍ଲେ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ କରିଥିଲେ।

ମ।ୟ।ବର୍ହା ନୋଡାଲ ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ମୌନାବତୀ ଜାଲ, ଶିକ୍ଷକ ନନ୍ଦିଘୋଷ ବାରିକ, ସୁଶିଲ ସାହୁ, ବଲଭୀ ବନଚ୍ଛୋର ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ପରିଚାଳନା କମିଟି ଓ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026

You Might Also Like