-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||      ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   (08-May-2026)       ||      ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   (08-May-2026)       ||      ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   (08-May-2026)       ||      ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ    (08-May-2026)       ||      ହିଆଁଲ କ୍ଳଷ୍ଟର ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ   (08-May-2026)       ||      ଲୋଇସିଂହା ଥାନା ଅଭ୍ୟର୍ଥନା ଗୃହରେ ଭରଚୁଆଲ ଜରିଆରେ ଜୁଭେଂଟିକା ସଚେତନତା କାର୍ଯ୍ୟକ୍ରମ    (08-May-2026)       ||      *ଜାତୀୟ ପର୍ବତାରୋହଣ ପ୍ରଶିକ୍ଷଣ ଶିବିରରେ ରୌପ୍ୟ ପଦକ ହାସଲ*   (08-May-2026)       ||      ଅଷ୍ଟ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ବଲାଙ୍ଗୀର ଜିଲ୍ଲାପାଳଙ୍କୁ ଏମ. ଆର.ପି ଉପରେ ନୀତି ନିର୍ଦ୍ଧାରଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ ଗ୍ରାହକ ପଞ୍ଚାୟତର ଦାବୀପତ୍ର    (08-May-2026)       ||      ମାୟାବର୍ହା ହାଇସ୍କୁଲରେ ବିଶ୍ଵ ରେଡକ୍ରସ ଦିବସ ପାଳିତ   (08-May-2026)       ||      *ଡାବୁଗାଁରେ ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନ ଶୁଣାଣି*   (08-May-2026)       ||      ଶ୍ରୀ ସତ୍ୟ ସାଇ ସେବା ସଂଗଠନ ତରଫରୁ ଈଶ୍ୱରମ୍ମା ଦିବସ ପାଳିତ "ଈଶ୍ୱରମ୍ମା ଙ୍କ ଜୀବନ ଆଦର୍ଶ ମାନବ ସେବା,ସତ୍ୟ ଓ ପ୍ରେମର ପ୍ରତୀକ"   (08-May-2026)       ||      ବରପାଲି ରେ ନକଲି ଖାଦ୍ୟ ସାମଗ୍ରୀ କାରଖାନା ସିଲ୍, ମାଲିକ ଫେରାର ।   (08-May-2026)       ||      କଟକ ପୂର୍ତ୍ତ ବିଭାଗ ଡିଭିଜନକୁ ଛାଡ଼ୁନାହାନ୍ତି ଇଂଜିନିୟର: ୮ବର୍ଷରେ ୪ ଥର ବଦଳି, ତଥାପି ମୋହ ଗ୍ରାସିଛି    (08-May-2026)       ||      କଟକ ପୂର୍ତ୍ତ ବିଭାଗ ଡିଭିଜନ-୧କୁ ଛାଡ଼ୁନାହାଁନ୍ତି ଇଂଜିନିୟର♦️ ୮ ବର୍ଷରେ ୪ଥର ବଦଳି ତଥାପି ଲୋଭ ଗ୍ରାସିଛି   (08-May-2026)       ||     

HOME   ଜିଲ୍ଲା

ଜେ ଏସ୍ ଏମ୍ କଲେଜରେ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ

27-Jan-2024



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର ): ଜେ ଏସ୍ ଏମ୍  ବାଣିଜ୍ୟ ଏବଂ କଳା ମହାବିଦ୍ୟାଳୟ  କଲେଜ ପରିସରରେ ୭୫ତମ ଗଣତନ୍ତ୍ର ଦିବସ ଦିବସ ପାଳନ କରାଯାଇଛି  | ମହାବିଦ୍ୟାଳୟର ନିର୍ଦ୍ଦେଶକ ସିଏ ଶ୍ରୀକାନ୍ତ ଶର୍ମା, ଉପଦେଷ୍ଟା ମନରଞ୍ଜନ୍ ସହୁ, ଅଧ୍ୟକ୍ଷ ପିତବାସ ପଣ୍ଡା ଯୋଗ ଦେଇଥିଲେ l ମୁଖ୍ୟ ଅତିଥି ବରିଷ୍ଟ ଓକିଲ ଅମରେନ୍ଦ୍ର ମିଶ୍ରଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ ସହ ଜାତୀୟ ସଂଗୀତ  ଗାନ  କରାଯାଇଥିଲା । ଅଧ୍ୟକ୍ଷ ପିତବାସ ପଣ୍ଡା  ସ୍ୱାଗତ ସମ୍ବର୍ଦ୍ଧନା କରିଥିଲେ l 

ଗଣତନ୍ତ୍ର  ବା ସମ୍ୱିଧାନ ଆଜି ଆମକୁ କିପରି ମିଳିଅଛି ଓ ଛାତ୍ରଛାତ୍ରୀମାନେ ଏହାର ଗୁରୁତ୍ୱକୁ ବୁଝିବା ନିମନ୍ତେ କଲେଜ ର ଉପଦେଷ୍ଟା ମନୋରଞ୍ଜନ ସାହୁ ପରାର୍ମଶ ପ୍ରଦାନ କରିଥିଲେ ।  ଛାତ୍ର ସମୟରେ ଗଣତନ୍ତ୍ରର ଗୁରୁତ୍ୱକୁ ବୁଝି ନିଜର ଭବିଷ୍ୟତ ଗଠନ କରି ଦେଶକୁ ଆଗେଇ ନେବା ଆମର କର୍ତ୍ତବ୍ୟ ବୋଲି କଲେଜର ନିର୍ଦ୍ଦେଶକ ସି ଏ ଶ୍ରୀକାନ୍ତ ଶର୍ମା ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ଦେଇ ଥିଲେ l

 ମୁଖ୍ୟ ଅତିଥି ଅମରେନ୍ଦ୍ର ମିଶ୍ର  ପିଲାମାନଙ୍କୁ ଗଣତନ୍ତ୍ର ଦିବସ ର  ତାତ୍ପର୍ଯ୍ୟ ବିଷୟରେ ବୁଝାଇ ଥିଲେ l ଆଗକୁ ବଢିବା  ନିମନ୍ତେ ନିଜର ନିଜର ଆଧିକାର ଓ କର୍ତ୍ତ୍ୟବ ଜାଣିବା ନିତାନ୍ତ ଆବଶ୍ୟକ ରହିଛି ବୋଲି ଶ୍ରୀ ମିଶ୍ର ପ୍ରକାଶ କରିଥିଲେ l
ଛାତ୍ର ପରିଷଦର  ଶ୍ରୀ ପି ସାୱନ ସାମ ୭୫ତମ ଗଣତନ୍ତ୍ର ଦିବସ ଉପଲକ୍ଷେ ବକ୍ତବ୍ୟ ପ୍ରଦାନ କରିଥିଲେ । ଶେଷରେ ଶିକ୍ଷୟିତ ଶ୍ରୀମତୀ ସୁପ୍ରିୟା ମହାପାତ୍ର ଧନ୍ୟବାଦ ପ୍ରଦାନ କରି କାର୍ଯ୍ୟକ୍ରମକୁ ସାଙ୍ଗ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା   08-May-2026
  ଜିଲ୍ଲା  
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   08-May-2026
  ଜିଲ୍ଲା  
ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   08-May-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   08-May-2026
  ଜିଲ୍ଲା  
ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ   08-May-2026
  ଜିଲ୍ଲା  
ହିଆଁଲ କ୍ଳଷ୍ଟର ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ଲୋଇସିଂହା ଥାନା ଅଭ୍ୟର୍ଥନା ଗୃହରେ ଭରଚୁଆଲ ଜରିଆରେ ଜୁଭେଂଟିକା ସଚେତନତା କାର୍ଯ୍ୟକ୍ରମ   08-May-2026
  ଜିଲ୍ଲା  
*ଜାତୀୟ ପର୍ବତାରୋହଣ ପ୍ରଶିକ୍ଷଣ ଶିବିରରେ ରୌପ୍ୟ ପଦକ ହାସଲ*   08-May-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା   08-May-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   08-May-2026

You Might Also Like