-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ଯୋଗୀ ମୁଣ୍ଡା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକୋତ୍ସବ

27-Jan-2024



ବେଲପଡ଼ା(ପୁର୍ଣ୍ଣ ଶଶୀ ଶେଖର ରାଓ ): ପାଟଣାଗଡ଼ ବ୍ଲକ ଯୋଗୀମୁଣ୍ଡା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଆଜିର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ରାଜ୍ୟସଭା ସାଂସଦ ଶ୍ରୀଯୁକ୍ତ ନିରଞ୍ଜନ ବିଶି ,ଶିଶୁ ମନ୍ଦିର ପରିଚାଳନା କମିଟି ସଭାପତି ଶ୍ରୀ ଜତୀ ପଧାନ, ମୁଖ୍ୟ ବକ୍ତା ଭାବେ ଶ୍ରୀ ବାରିକ ,ସମ୍ମାନିତ ଅତିଥି ଭାବେ ପାଟଣାଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଶଙ୍କର ପ୍ରସାଦ ମାଝୀ,ଯୋଗୀମୁଣ୍ଡା ସରପଞ୍ଚ ଶ୍ରୀମତୀ ମମତା ପଧାନ,ପ୍ରଧାନ ଆଚାର୍ଯ୍ୟ ସ୍ମିତ କୁମାର ସାହୁ, ବିରଞ୍ଚି କୁମାର ଅଗ୍ରୱାଲ ଯୋଗଦେଇଥିଲେ । ମୁଖ୍ୟ ଅତିଥି ତାଙ୍କ ବକ୍ତବ୍ୟ ମାଧ୍ୟମରେ ମଣିଷ ଜୀବନରେ ଶିକ୍ଷା ଅପରିହାର୍ଯ୍ୟ, ଶିକ୍ଷା ବିନା ମୁକ୍ତି ନାହିଁ ଶିକ୍ଷା ବିନା ଶାନ୍ତି ନାହିଁ, ଶିକ୍ଷା ବିନା ବିକାଶ ନାହିଁ, ଶିକ୍ଷା ବିନା ସଂସ୍କାର ନାହିଁ, ଶିକ୍ଷା ବିନା ଶୃଙ୍ଖଳିତ ନାହିଁ ,ଶିକ୍ଷା ବିନା ଜୀବନ ଅସମ୍ପୂର୍ଣ୍ଣ। ଶିକ୍ଷା ହିଁ ମଣିଷ ଜୀବନର ମୂଳଦୁଆ । ଭଲ ପାଠ ପଢି ସଂସ୍କାରିତ ଓ ଶୃଙ୍ଖଳିତ ହୋଇ ଦେଶ

ମାତୃକାର ସେବା କରିବା ପାଇଁ ଆହ୍ୱାନ ଦେଇଥିଲେ । ଅବିଭାବକ ମାନଙ୍କୁ ମଧ୍ୟ ତାଙ୍କ ବକ୍ତବ୍ୟରେ କହିଥିଲେ ଶିଶୁ ମାନଙ୍କୁ ପଢ଼ିବା ପାଇଁ କେବେ ପ୍ରେସର ଦିଆ ନ ଯାଉ, ଯେଉଁ ଶିଶୁ ମାନେ କେବଳ ପାଠ ନୁହେଁ ପାଠ ସହିତ ଖେଳ ଅନ୍ୟାନ୍ୟ ଜ୍ଞାନ କୌଶଳରେ ଭାଗ ନେବାକୁ ସୁଯୋଗ ଦିଆଯାଉ । ଯେଉଁ ଛାତ୍ରଛାତ୍ରୀ ମାନେ ନିଜ ନିଜର ରୁଚି ଅନୁସାରେ ଆଗକୁ ବଢ଼ୁଛନ୍ତି ସେମାନଙ୍କୁ ସୁଯୋଗ ଦିଆଯାଉ ବୋଲି ଆହ୍ୱାନ ଦେଇଥିଲେ । ଆଜିର କାର୍ଯ୍ୟକ୍ରମରେ ଶିଶୁ ମନ୍ଦିର ସମସ୍ତ ଗୁରୁଜୀ ଗୁରୁମା, ସେବକ ସେବୀକା , ଅଞ୍ଚଳର ବୁଦ୍ଧିଜୀବୀ, ପିତୃ ମାତୃ ଗଣ, ଅବିଭାବକ ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like