-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

କୋଶଳ ସାହିତ୍ୟ ଏକାଡେମୀ ତରଫରୁ ତରଭାର ବାଟେଘାଟେ କାର୍ଯ୍ୟକ୍ରମ ଅନୁଷ୍ଠିତ 

27-Jan-2024



ତରଭା,ତା : ସ୍ଥାନୀୟ ସାରସ୍ବତ ଅନୁଷ୍ଠାନ କୋଶଳ ସାହିତ୍ୟ ଏକାଡେମୀ ତରଫରୁ ନୀଳକଣ୍ଠେଶ୍ଵର ମନ୍ଦିର ପ୍ରାଙ୍ଗଣରେ ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ତରଭାର ବାଟେଘାଟେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। କୋସଲୀ ଭାଷାର ଭବିଷ୍ୟତ ଶୀର୍ଷକ ଆଲୋଚନାଚକ୍ର ପ୍ରାରମ୍ଭରେ ଶିଶୁପାଳ ଥନାପତି ବେଦଧ୍ବନି ଦେଇଥିବାବେଳେ ଗାୟକ ସୁମନ୍ତ ସାହୁ, ସୁଶୀଲ ଦରୁଆନ, ହିମାଂଶୁ ମିଶ୍ର ଓ ସାଥି ଭଜନ ପରିବେଷଣ କରିଥିଲେ ।ଶିକ୍ଷକ ସଂଘ ସଭାପତି ସୁରେଶ ପାଣ୍ଡେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଇଞ୍ଜିନିୟର ଗୋପାଳ ଚନ୍ଦ୍ର ମେହେର ମୁଖ୍ୟ ଅତିଥି, ପୂର୍ବତନ ନଗରପାଳ ଶୈଳେନ୍ଦ୍ର ସାହୁ ମୁଖ୍ୟ ବକ୍ତା ତଥା ସାମ୍ବାଦିକ ଅନ୍ତର୍ଯ୍ୟାମୀ ସାହୁ,ଲେଖିକା ନୀଳକାନ୍ତି ପଟ୍ଟନାୟକ ଓ ଲେଖକ ବନବାସ ମେହେର ସମ୍ମାନିତ ଅତିଥିରୂପେ ଯୋଗ ଦେଇ କୋସଲୀ ଭାଷାର ଭବିଷ୍ୟତ ଶୀର୍ଷକ ଆଲୋଚନାଚକ୍ରରେ ସୁଚିନ୍ତିତ ମତାମତ ଉପସ୍ଥାପନ କରିଥିଲେ।କବି ଗୌରୀଶଙ୍କର ସାହୁ ଓ ଶୁକଦେବ ସାହୁଙ୍କ ସଂଯୋଜନାରେ ଆୟୋଜିତ କୋସଲୀ କବିତା ଆସରରେ ପଡୋଶୀ ବଲାଙ୍ଗୀର, ବୌଦ୍ଧ, ନୂଆପଡ଼ା, ବରଗଡ଼ ଜିଳ୍ଲାର କବୟିତ୍ରୀ ପୁଷ୍ପାଞ୍ଜଳି ମେହେର, ତପସ୍ଵିନୀ ପଟ୍ଟନାୟକ, ଯମୁନା ମହାପାତ୍ର,ଲୀନା ମେହେର, ଶାଳିନୀ ମହାନ୍ତି, ସରିତା ନାଏକ, ଲୋକକବି ଗରିବ ମଲ୍ଲିକ, ରୋଶନ ସାହୁ,ବନମାଳୀ ପାଣ୍ଡେ, ସୁଖରାମ ମଲ୍ଲିକ, ଶଙ୍କର୍ଷଣ ବାଘ, ଅଧ୍ୟାପକ ପ୍ରଶାନ୍ତ ନାଗ, ଲୋକନାଥ ଦଳବେହେରା, ହିରଣ୍ମୟ ପଟ୍ଟନାୟକ ଓ ସନ୍ତୋଷ ଦାଶ ପ୍ରମୁଖ ପଚାଶରୁ ଉର୍ଦ୍ଧ୍ବ କବି କବୟିତ୍ରୀ ସ୍ବରଚିତ କବିତା ପାଠ କରିଥିଲେ। ବାଟେଘାଟେ କାର୍ଯ୍ୟକ୍ରମକୁ ଆକର୍ଷଣୀୟ କରିବା ପାଇଁଁ ସୁଶ୍ରୀ ଅଲିଭା ନାଏକ,ରାଣୀ ପାଣ୍ଡେ,ପ୍ରିୟାଂଶୀ ମାହାଣା,ଏସ୍.ଅର୍ଚ୍ଚନା କୁମ୍ଭାର,ସ୍ରିଷ୍ଟି ସାହୁ ପ୍ରମୁଖ ସମ୍ବଲପୁରୀ ନୃତ୍ୟ ପରିବେଷଣ କରିଥିଲେ।ଏକାଡେମୀ ସଭାପତି ଦେବେନ୍ଦ୍ର କୁମାର ନାଏକ ସଭାର ଉଦ୍ଦେଶ୍ୟ ଜ୍ଞାପନ କରିଥିବାବେଳେ ଏକାଡେମୀ ସମ୍ପାଦକ ରାଜେନ୍ଦ୍ର କୁମାର ଝାଙ୍କର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like