-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||     

HOME   ବିଶେଷ

ମାହେଶ୍ୱରୀ ର ବାର୍ଷିକ ଅଧିବେଶନ ଓ କର୍ମକର୍ତ୍ତା ଚୟନ

19-Dec-2020



ବଲାଙ୍ଗିର (ପ୍ରେରଣା ଖବର) - ମାହେଶ୍ୱରୀ ସଂଗଠନର ବାର୍ଷିକ ଅଧିବେଶନ ବିଭିନ୍ନ ଶାଖାକୁ ନେଇ କର୍ମକର୍ତ୍ତା ମନୋନୟନ ଅନୁଷ୍ଠିତ ହୋଇଯାଇଛି l ଏଥିରେ ବିଗତ ଦିନର କାର୍ଯ୍ୟ ଓ ଆଗାମୀ ଦିନର କାର୍ଯ୍ୟ ପାଇଁ ସବିଶେଷ ଆଲୋଚନା ହୋଇଥିଲା l ଏଥିରେ ମାହେଶ୍ୱରୀ ଉପଦେଷ୍ଟା ଦିନେଶ ଶର୍ମା, ବ୍ୟାସଦେବ ନନ୍ଦ, ଲଲିତ ସାହୁ, ଲୋଟସ ଷଡ଼ଙ୍ଗୀ, ସଭାପତି ଶୋଭନ ଅଗ୍ରୱାଲ ଓ ନିର୍ଦ୍ଦେଶକ ଅଙ୍କୁଶ କୁମାର ପାଣ୍ଡିଆ ତଥା କାର୍ଯ୍ୟକର୍ତା ମାନଙ୍କ ସହ ସମସ୍ତ ସଦସ୍ୟ ଉପସ୍ଥିତ ଥଲେ। ଅଧିବେଶନରେ ନିମନ୍ତ୍ରିତ ଅତିଥି ଭାବେ ହସ୍ପିଟାଲ ମ୍ୟାନେଜର ସୁଦୀପ ଦତ୍ତ ଓ ପ୍ରତ୍ୟୁଷ ପଟ୍ଟନାୟକ ଯୋଗ ଦେଇଥିଲେ  l ଏହି ଅଧିବେଶନରେ ସଭ୍ୟ ମାନଙ୍କୁ  ବିଭିନ୍ନ ଦାୟିତ୍ୱ ବଣ୍ଟନ କରାଯାଇ ଥିଲା l ମାହେଶ୍ୱରୀର ଆଗଲପୁର  ବ୍ଲକ ପାଇଁ ସଭାପତି ଭବରେ ପ୍ରମୋଦ ସାହୁ, ସଂଯୋଜକ ଭବରେ ଆଦିତ୍ୟ ମେହେର ମନୋନୀତ ହୋଇଥିବା ବେଳେ କୁଡ଼ାସିଂହା ମାହେଶ୍ଵରୀ ସଂଗଠନ ପାଇଁ ଚିତ୍ତରଞ୍ଜନ ପଧାନ- ସଭାପତି  ଓ ମନୋରଂଜନ ଝାଙ୍କର- ସଂଯୋଜକ, ଲୋଇସିଂହା ମାହେଶ୍ଵରୀ ପାଇଁ ଦେବାଶିଷ ବିଶୋଇ- ସଭାପତି ସମୀର ପଧାନ,-ସଂଯୋଜକ ଭାବେ ଦାୟିତ୍ଵ ନେଇଥିଲେ lମାହେଶ୍ଵରୀର ମହିଳା ଶାଖା ପାଇଁ ସୋନିଆ ବେଜ୍,-ସଂଯୋଜିକା ଏବଂ ପ୍ରିୟଙ୍କା ପଟ୍ଟନାୟକ- ସହ ସଂଯୋଜିକା  ଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026

You Might Also Like