-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ସିନ୍ଦୁରପୁର ଠାରେ ବାଉଁଶ ହସ୍ତଶୀଳ୍ପ ତାଲିମ ଓ ଉତ୍ପାଦନ କେନ୍ଦ୍ରର ଭିତ୍ତିପ୍ରସ୍ତର କଲେ ମନ୍ତ୍ରୀ

27-Jan-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସିମିଲିପଦର ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିନ୍ଦୁରପୁର ଠାରେ ଜାତୀୟ ବାଉଁଶ ମିଶନ ଆନୁକୂଲ୍ୟରେ ଏକ ବାଉଁଶ ହସ୍ତଶୀଳ୍ପ ତାଲିମ ଓ ଉତ୍ପାଦନ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି  l  ରାଜ୍ୟ ଜଙ୍ଗଲ ଓ ପରିବେଶ, ପଞ୍ଚାୟତିରାଜ ଏବଂ ସୂଚନା ଲୋକ ସମ୍ପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ମୁଖ୍ୟଅତିଥି ଭାବେ ଯୋଗଦେଇ

ବାଉଁଶ ତାଲିମ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ  l  ଏହି ଅବସରରେ ବୌଦ୍ଧ ବନଖଣ୍ଡ ଅଧିକାରୀ ଦେବପ୍ରିୟ କମ୍ପ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ ଉତ୍ସବରେ ରାଜ୍ୟ ଜଙ୍ଗଲ ଓ ପରିବେଶ, ପଞ୍ଚାୟତିରାଜ ଏବଂ ସୂଚନା ଲୋକ ସମ୍ପର୍କ ମନ୍ତ୍ରୀ ଶ୍ରୀ ଅମାତ ମୁଖ୍ୟଅତିଥି ଭାବେ ଯୋଗଦେଇ 1କୋଟି 85ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ ହେବାକୁଥିବା ବାଉଁଶ ହସ୍ତଶୀଳ୍ପ ତାଲିମ ଓ ଉତ୍ପାଦନ କେନ୍ଦ୍ର ସ୍ଥାନୀୟ ଅଂଚଳର ବାଉଁଶ କାରିଗର ତଥା ଶିଳ୍ପୀମାନେ ବିଶେଷ ଭାବେ ଉପକୃତ ହେବା ସହ ଲାଭବାନ ହୋଇପାରିବେ ବୋଲି କହିଥିଲେ l  ସମ୍ମାନିତ ଅତିଥିଭାବେ କଣ୍ଟାମାଳ ବିଧାୟକ ତଥା ଜିଲ୍ଲା

ଯୋଜନା ବୋର୍ଡ ଅଧ୍ୟକ୍ଷ ମହୀଧର ରଣା,ବୌଦ୍ଧ ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଶଙ୍କର୍ଷଣ ପ୍ରଧାନ,ରାଜ୍ୟ ବୟନିକା ସଭାପତି ପ୍ରକାଶ ଚନ୍ଦ୍ର ମେହେର ପ୍ରମୁଖ ଯୋଗଦେଇ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରତିଷ୍ଠା ହେବାକୁଥିବା ଏହି ବାଉଁଶ ପ୍ରଶିକ୍ଷଣ ଓ ଉତ୍ପାଦନ କେନ୍ଦ୍ର ଦ୍ୱାରା ଅଂଚଳର ଯୁବ ଓ ମହିଳାମାନଙ୍କୁ ପ୍ରୋତ୍ସାହନ ଯୋଗାଇବା ସହ ସେମାନଙ୍କ ବିକାଶ ହୋଇପାରିବ ବୋଲି କହିଥିଲେ l  ଉତ୍ସବରେ ସ୍ଥାନୀୟ ଅଂଚଳର ବାଉଁଶ କାରିଗର ଓ ଜନପ୍ରତିନିଧିମାନେ ଯୋଗଦେଇଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like