-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ଗାନ୍ଧିପାଠାଗାରେ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳନ

27-Jan-2024



ବଲାଙ୍ଗୀର,(ପ୍ରେରଣା ଖବର) - ବଲାଙ୍ଗିର ଟିକ୍ରାପଡା ସ୍ଥିତ ଗାନ୍ଧୀପାଠାଗାରରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ ହୋଇଛି । ପ୍ରାତଃ ରାମଧୁନ ସହ ଜାତୀୟ ପତାକା ଉତ୍ତୋଳନ ପାଠାଗାରର ପୂର୍ବତନ ସଭାପତି ବିକ୍ରମାନନ୍ଦ ବହିଦାର କରିଥିଲେ ଏବଂ ପାଠାଗାର ସଭାପତି ପ୍ରକାଶ ନେପାକ, ସଂପାଦକ ପ୍ରଦୀପ ସାହୁ ପ୍ରମୁଖ ତଥା ସମସ୍ତ ସଭ୍ୟ ଉପସ୍ଥିତ ଥିଲେ । ଦିବା ଘ.୧୦ ରୁ ବିଦ୍ୟାଳୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା, ସଂଗୀତ ପ୍ରତିଯୋଗିତା, ସୌଖିନ ପୋଷାକ ଏବଂ ରେକର୍ଡ ଡ୍ୟାନ୍ସ ପ୍ରତିଯୋଗିତାମାନ ଅନୁଷ୍ଠିତ ହୋଇଥିଲା । ବିଭିନ୍ନ ପ୍ରତିଯୋଗିତାରେ ବିଚାରକ ମଣ୍ଡଳୀ କୃତୀ ଛାତ୍ରଙ୍କ ନାମ ଘୋଷଣା କରିଥିଲେ । ପୁରସ୍କାର ବିତରଣ ଉତ୍ସବରେ ରାଜ୍ୟସଭା ସାଦସ୍ୟ ନିରଞ୍ଜନ ବିଶି ମୁଖ୍ୟ ଅତିଥି, ଅବସରପ୍ରାପ୍ତ ଅଧ୍ୟାପକ ପ୍ରହ୍ଲାଦ ଶତପଥି ଏବଂ ଅତିଥି ରୂପେ ପାଠାଗାରର ପୂର୍ବତନ ସଭାପତି ବିକ୍ରମାନନ୍ଦ ବହିଦାର, ସମାଜସେବୀ ବିଷ୍ଣୁ ପ୍ରସାଦ କେଡିଆ ପ୍ରମୁଖ ଯୋଗଦାନ କରିଥିଲେ । ପାଠାଗାରର ସଭାପତି ପ୍ରକାଶ ନେପାକ ସଭାପତିତ୍ୱ କରିଥିଲେ ଏବଂ ସ୍ୱାଗତ ଭାଷଣ ଦେବା ସହ ପାଠାଗାରର କାର୍ଯ୍ୟଶୈଳୀ ଉପରେ ସାମ୍ୟକ ବିବରଣୀ ଦେଇଥିଲେ । ମୁଖ୍ୟ ଅତିଥି ଶ୍ରୀ ବିଶି ତାଙ୍କ ଭାଷଣରେ

 ପାଠାଗାରର ଭୂମିକାକୁ ପ୍ରଶଂସା କରିବା ସହ ଛାତ୍ରଛାତ୍ରୀ ମାନେ ଏହିଭଳି ସାଂସ୍କୃତିକ କାର୍ଯ୍ୟରେ ଯୋଗଦାନ କରି ଅଧ୍ୟୟନରତ ରହିବାକୁ ଉତ୍ସାହିତ କରିଥିଲେ । ମୁଖ୍ୟବକ୍ତା  ପ୍ରହ୍ଲାଦ ଶତପଥି ଏହି ପାଠାଗାର ଭବିଷ୍ୟତରେ ଆହୁରି ଅଧିକ ସାଂସ୍କୃତିକ କାର୍ଯ୍ୟମାନ ଆୟୋଜନ କରିବା ସହ ବିଭିନ୍ନ ସାମାଜିକ କାର୍ଯ୍ୟରେ ସାମିଲ ହେବାକୁ ଆହ୍ୱାନ ଦେଇଥିଲେ । ପୁରସ୍କାର ବିତରଣ ଉତ୍ସବରେ ପାଠାଗାର ଉପସଭାପତି ସନ୍ତକ ବହିଦାର ମଧ୍ୟ କୃତୀ ଛାତ୍ର ଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ପାଠାଗାର ସଂପାଦକ ପ୍ରଦୀପ ସାହୁ ଏହି ଉତ୍ସବରେ ଯୋଗଦାନ କରିଥିବା ମୁଖ୍ୟ ଅତିଥି ନିରଞ୍ଜନ ବିଶିଙ୍କୁ ଧନ୍ୟବାଦ ଦେବା ସହ ପାଠାଗାରର ନିଜସ୍ୱ ଜମି ପାଇଁ ଅନୁରୋଧ କରିଥିଲେ । ସମସ୍ତ ଅତିଥି, ବିଚାରକ, ଛାତ୍ରଛାତ୍ରୀ ତଥା ପାଠାଗାର ସଭ୍ୟମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଉତ୍ସବକୁ ପାଠାଗାର ସହ ସଂପାଦକ ଜିତେନ୍ଦ୍ର ନାଗ, ବରିଷ୍ଠ ସଭ୍ୟ ସଂଗ୍ରାମ ବହିଦାର, ରାଜେନ୍ଦ୍ର ମିଶ୍ର, ଅବୁଦୁଲ ରଜାକ, ମଧୁସୁଦନ ନାୟକ, ଅଶୋକ ରାଉତ, ଅଜିତ ପଣ୍ଡା ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like