-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ବାଲିଗୁଡ଼ା ଆଦର୍ଶ ପୋଖରୀରେ ବୋଟିଂ ବ୍ୟବସ୍ଥା ଓ କଲେଜ ନିକଟରେ ଆକର୍ଷଣୀୟ ସେଲ୍ଫି ପଏଣ୍ଟ ଉଦଘାଟିତ

28-Jan-2024



ବାଲିଗୁଡ଼ା:(ସୁଶିଲ କୁମାର ପାଣିଗ୍ରାହୀ): ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁଦାନ କ୍ରମେ ବିକାଶ ପଥରେ ଆଗରେ ଚାଲିଛି ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ । କନ୍ଧମାଳ ଜିଲ୍ଲରେ ପ୍ରଥମ ଥର ପାଇଁଁ ବାଲିଗୁଡ଼ା ବସ୍ ଷ୍ଟାଣ୍ଡ୍ ନିକଟସ୍ଥ ଆଦର୍ଶ ପୋଖରୀରେ ଆରମ୍ଭ ହୋଇଛି ବୋଟିଂ ବ୍ୟବସ୍ଥା । ଏଥିସହିତ ଅଞ୍ଚଳବାସୀଙ୍କ ପାଇଁ ମନୋରଞ୍ଜନ ପାଇଁ ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ନିକଟରେ ନିର୍ମାଣ ହୋଇଛି ମନଲୋଭା ସେଲ୍ଫି ପଏଣ୍ଟ୍ । ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ ଓ

ଉପଜିଲ୍ଲାପାଳ ଶ୍ରୀମତୀ ମଧୁମିତାଙ୍କ ଉପସ୍ଥିତରେ ଏହାର ଶୁଭ ଉଦଘାଟନ ହୋଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ବାଲିଗୁଡ଼ାର ଉନ୍ନତି ପାଇଁ ଅନେକ ଅର୍ଥ ମଞ୍ଜୁରୀ କରିଛନ୍ତି । ଯାହା ଫଳରେ ଆଜି ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦର ସମସ୍ତ ଓ୍ବାର୍ଡରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରାଯାଇଛି । ଏଥିସହିତ ସହରକୁ ସୌନ୍ଦର୍ଯ୍ୟ କରଣ କରାଯାଇଛି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦୁରଦୃଷ୍ଟି ଯୋଗୁଁ ଏନ୍ଏସି ଗଠନ ହେବାପରେ ଗତ ଆଠ ବର୍ଷ ମଧ୍ୟରେ ବାଲିଗୁଡ଼ାର ଅନେକ ବିକାଶ ହୋଇପାରିଛି । ଏଣୁ ଆମେ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କୁ ଏନଏସି ଏବଂ ଦଳ ପକ୍ଷରୁ ଧନ୍ୟବାଦ ଜଣାଯାଇଛି । ସେପଟେ ସମସ୍ତ ଜନ ପ୍ରତିନିଧିଙ୍କ ପୂର୍ଣ୍ଣ ସହଯୋଗ ମିଳିବାରୁ ଆମେ ବାଲିଗୁଡ଼ା ସହରର ସୌନ୍ଦର୍ଯ୍ୟ କରଣ ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରିପାରିଛୁ ବୋଲି କହିଛନ୍ତି ଉପଜିଲ୍ଲାପାଳ ଶ୍ରୀମତୀ ମଧୁମିତା । ଏହି ଅବସରରେ ବିଧାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଓ ସାଂସଦ ପ୍ରତିନିଧିଙ୍କ ସମେତ ଏନ୍ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ଉପାଧ୍ୟକ୍ଷା ଶାନ୍ତିଲତା ନାୟକ, ସମସ୍ତ ଓ୍ବାର୍ଡ କାଉନସିଲର ଓ ଶତାଧିକ ବିଜେଡି କର୍ମୀ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like