-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ବରଗଡ଼ କ୍ରୀଷ୍ଣା ବିକାଶରେ ଛତିଶଗଡ଼ର ମହାମହିମ ରାଜ୍ୟପାଳଙ୍କ କରକମଳରେ “ସ୍କିଲିଂ ଇଣ୍ଡିଆ ବସ୍‌” ଉଦ୍‌ଘାଟିତ

28-Jan-2024



ବରଗଡ(ପ୍ରେରଣା ଖବର): ବରଗଡ଼ କ୍ରୀଷ୍ଣା ବିକାଶ ଶିକ୍ଷାନୁଷ୍ଠାନରେ ଛତିଶଗଡ଼ର ମହାମହିମ ରାଜ୍ୟପାଳ ଶ୍ରୀ ବିଶ୍ୱଭୁଷଣ ହରିଚନ୍ଦନଙ୍କୁ ନୃତ୍ୟ, ବାଦ୍ୟର ତାଳେତାଳେ ଛାତ୍ରଛାତ୍ରୀଙ୍କ ଗହଣରେ କ୍ରୀଷ୍ଣା ବିକାଶ ଗ୍ରୁପ୍‌ର ଚେୟାର୍‌ମେନ୍ ଶ୍ରୀ ଡି.ମୂରଲୀ କ୍ରୀଷ୍ଣା ଭବ୍ୟ ସ୍ୱାଗତ କରି ପାଛୋଟି ନେବା ସହିତ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ମହାମହିମ ରାଜ୍ୟପାଳଙ୍କୁ ସମ୍ମାନିତ କରିଥିଲେ ।

ମୂରଲୀ କ୍ରୀଷ୍ଣା ଫାଉଣ୍ଡେସନ୍ ଆନୁକୁଲ୍ୟରେ “ସ୍କିଲିଂ ଇଣ୍ଡିଆ” ବସ୍ ରାଜ୍ୟପାଳଙ୍କ କରକମଳରେ ଉଦ୍‌ଘାଟିତ ହୋଇଥିଲା । ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଡିଜିଟାଲ୍ ଇଣ୍ଡିଆ, ସ୍କିଲ୍ ଇଣ୍ଡିଆ, ଆତ୍ମନିର୍ଭର ଭାରତ, ଡିଜିଟାଲ୍ ପେମେଣ୍ଟ୍‌, ୟୁପିଆଇକୁ ସାକାର କରିବା ପାଇଁ ସ୍କିଲ୍ ଇଣ୍ଡିଆ ବସ୍ ସେବାକୁ ଚେୟାର୍‌ମେନ୍ ଶ୍ରୀ ଦାଶରୀ ମୂରଲୀ କ୍ରୀଷ୍ଣା ବରଗଡ଼ରେ ଶୁଭାରମ୍ଭ କରିଛନ୍ତି ।

ଏହି କାର୍ଯ୍ୟକ୍ରମରେ ବରଗଡ଼ ସାଂସଦ ଶ୍ରୀ ସୁରେଶ ପୂଜାରୀ, କ୍ରୀଷ୍ଣା ବିକାଶ ଆବାସିକ ବିଦ୍ୟାଳୟର କାର୍ଯ୍ୟକାରୀ ଅଧ୍ୟକ୍ଷ ଶ୍ରୀ ଶିଶିର ପ୍ରସାଦ ରାଉଳ, ସିନିୟର୍ ସେକେଣ୍ଡାରୀ ବିଭାଗର ଅଧ୍ୟକ୍ଷ ଚିତରଞ୍ଜନ ପତି, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ନାରାୟଣ ରଥ, ଆବାସିକ ବିଦ୍ୟାଳୟର ଉପାଧ୍ୟକ୍ଷ ଶ୍ରୀ ପ୍ରଦୀପ କୁମାର ସାହୁ ଓ ଶିକ୍ଷାନୁଷ୍ଠାନର କର୍ମକର୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାଫଲ୍ୟମଣ୍ଡିତ କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like