-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ମା ଚନ୍ଦ୍ରାହାସିନୀ କ୍ରିକେଟ୍ ଟୁର୍ନାମେଣ୍ଟ ର ଫାଇନାଲ ଖେଳ ଅନୁଷ୍ଠିତ

28-Jan-2024



ଆଗଲପୁର, (ବିନୋଦ କୁମାର ଦୀପ) ଆଗଲପୁର ବ୍ଲକ ନୁଁନିଆପାଲି ଠାରେ ତିନିଦିନ ଧରି ଅନୁଷ୍ଠିତ ହୋଇଥିବା ମା ଚନ୍ଦ୍ରାହାସିନୀ କ୍ରିକେଟ ଖେଳ ର ଆଜି ଥିଲା ଫାଇନାଲ ତଥା ଅନ୍ତିମ ଦିବସ l ଏହି ଅନ୍ତିମ ଦିବସ ରେ ଉମରାଡ ଓ ବାଦିପାଲି ମଧ୍ୟରେ ସଂଘର୍ଷ ପୁର୍ଣ୍ଣ ଖେଳ ଦେଖିବକୁ ମିଳିଥିଲା l ଉଭୟ ଦଳ ବହୁତ୍ ଉଚ୍ଚ କୋଟୀର ଖେଳ ପ୍ରଦର୍ଶନ କରିଥିଲେ l ଶେଷରେ ଉମରାଡ ଦଳ ବିଜୟୀ ହୋଇ ଟ୍ରଫି ହାତେଇଥିଲା l ଏହି ଫାଇନାଲ ଖେଳ କୁ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ପୁଷ୍ପାଞ୍ଜଳି ସାହୁ ଓ ତାଙ୍କ ପ୍ରତିନିଧି ଶ୍ରୀ ନୂରାଚାନ୍ଦ୍ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଖେଳାଳୀ ଙ୍କ ମନୋବଳ ବଢ଼ାଇଥିଲେ l ପ୍ରଥମେ ଅତିଥି ମାନଙ୍କୁ ବାଜା ବଜାଇ ଓ ଫୁଲମାଳ ଦେଇ ସ୍ୱାଗତ କରି ମଞ୍ଚାସିନ କରା ଯାଇଥିଲା l ପରେ ପରେ ଅତିଥି ମାନେ ପଡିଆ ଭିତରକୁ ଯାଇ ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ l

ଖେଳ ସମାପ୍ତ ହେବା ପରେ ଅତିଥି ମାନଙ୍କ ଦ୍ଵାରା ବିଜୟୀ ଓ ରନର୍ସ ଅପ୍ ଦଳକୁ ପୁରସ୍କାର ଆକାରରେ ନଗଦ ଅର୍ଥ ରାଶି ଓ ଟ୍ରଫି ପ୍ରଦାନ କରାଗଲା l ଏହି ଖେଳ ଦୀର୍ଘ ତିନି ଦିନ ଧରି ନୁନିଆପାଲି ଗ୍ରାମର ଡୁଙ୍ଗୁରୀ ଖେଲ ପଡ଼ିଆରେ ଅନୁଷ୍ଠିତ ହୋଇଥିଲା l ଆୟୋଜକ କମିଟି ଅତି ସୁନ୍ଦର ଭାବରେ ତିନିଦିନ ଧରି ଅନୁଷ୍ଠିତ ହୋଇଥିବା ମ୍ୟାଚ୍ କୁ ପରିଚାଳନା କରିଥିଲେ l ସେମାନେ ହେଲେ ଆୟୋଜକ ମୁଖ୍ୟ ଶ୍ରୀ ଅନିଲ ବେହେରା, ତାଙ୍କ ସହିତ କମିଟି ର ଶ୍ରୀ ଦେବାନନ୍ଦ ସାହୁ, ରାଜେଶ୍ ପଧାନ୍,ନାରାୟଣ ସାହୁ, ଆନନ୍ଦ ସେଠ, ସୁବଳ ବାଗ,  ନନ୍ଦିଘୋଷ ବେହେରା ଓ ସମସ୍ତ ସଭ୍ୟ ପୁର୍ଣ୍ଣ ସହଯୋଗ କରିଥିଲେ l ଅତିଥି ମାନେ ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇବା ସହିତ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like