-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ଜିଲ୍ଲା

ପରୀ ଘଟଣାର ତଦନ୍ତ ଓ ମନ୍ତ୍ରୀ ଅରୁଣ ସାହୁଙ୍କ ବହିଷ୍କାର ଦାବିରେ ରେଙ୍ଗାଲି ବିଜେପି ର ପଦଯାତ୍ରା

19-Dec-2020



 ରେଙ୍ଗାଲି/ସମ୍ବଲପୁର, (ଦେବାଶିଷ ବେହେରାଙ୍କ ରିପୋର୍ଟ) ରାଜ୍ୟର ବହୁଚର୍ଚ୍ଚତ ନୟାଗଡ଼ ଜିଲ୍ଲା ଯଦୁପୁର ଗ୍ରାମର ପରୀ ଘଟଣା ର ସି.ବି.ଆଇ ତଦନ୍ତ, ରାଜ୍ୟରେ ନିକଟ ଅତୀତରେ ନିଖୋଜ ୫୫୦୩ ନିଖୋଜ ଶିଶୁଙ୍କୁ ଉଦ୍ଧାର କରିବା, ପରୀର ମାଁ ବାପା ଙ୍କ ସହିତ ସମସ୍ତ ନିଖୋଜ ଶିଶୁଙ୍କ ପରିବାରକୁ ନ୍ୟାୟ ପ୍ରଦାନ କରିବା, ମନ୍ତ୍ରୀ ଅରୁଣ ସାହୁଙ୍କ ବହିଷ୍କାର, ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିକୁ ସମ୍ଭାଳିବା ଭଳି ଦାବୀରେ ରାଜ୍ୟ ର ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେପି କରୁଛି ପଦଯାତ୍ରା । ଏହି ମର୍ମରେ ଆଜି ସମ୍ବଲପୁର ଜିଲ୍ଲା ରେଙ୍ଗାଲି ବିଧାନସଭା ନିର୍ବାଚନ ମଣ୍ଡଳୀ ବିଜେପି ର ଏକ ପଦଯାତ୍ରା ଅନୁଷ୍ଠିତ ହୋଇ ଯାଇଛି । ରେଙ୍ଗାଲି ବିଧାୟକ ତଥା ରାଜ୍ୟ ବିଜେପି ଉପସଭାପତି  ନାଉରି ନାଏକଙ୍କ ନେତୃତ୍ୱରେ ଆଜି ରେଙ୍ଗାଲି ବାବା ବନ୍ଧରୁ ଏକ ବିଶାଳ ରେଲି ବାହାରି ରାମଚନ୍ଦ୍ରନଗର ଯାଏଁ ଯାଇଥିଲା । ବିଜେପି ର ବହୁ ନିର୍ବାଚିତ ପ୍ରତିନିଧି, ପଦାଧିକାରୀ ଓ କର୍ମୀଙ୍କ ସହ ଅଞ୍ଚଳର ଶତାଧିକ ମହିଳା ଓ ପୁରୁଷ ଏହି ପଦଯାତ୍ରାରେ ସାମିଲ ହୋଇଥିଲେ । 
         ବିଜେପି ରାଜ୍ୟ ସମ୍ପାଦକ ତଥା ସମ୍ବଲପୁର ଜିଲ୍ଲା ପ୍ରଭାରୀ ଟଙ୍କଧର ତ୍ରିପାଠୀଙ୍କ ଉପସ୍ଥିତିରେ ହୋଇଥିବା ଏହି ପଦଯାତ୍ରାରେ ସମ୍ବଲପୁର ଜିଲ୍ଲା ପରିଷଦ ଅଦ୍ଧକ୍ଷ  ରାଧେଶ୍ୟାମ ବାରିକ, ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରାମ ଚନ୍ଦ୍ର ମେହେର, କ୍ଷେତ୍ରିୟ ଗଣମାଧ୍ୟମ ସଂଯୋଜକ, ମାନସ ରଞ୍ଜନ ବକ୍ସି, ରେଙ୍ଗାଲି ମଣ୍ଡଳ ସଭାପତି ତିରୋଜ ହେଡେଞ୍ଜା, ସାଂସଦ ପ୍ରତିନିଧି, ଯୁଗଳ କିଶୋର ଅଗ୍ରୱାଲ ଓ ଆଶିଷ ହୋତା, ମଣ୍ଡଳ ସାଧାରଣ ସମ୍ପାଦକ ନବୀନ ପ୍ରଧାନ, ମଣ୍ଡଳ ଉପସଭାପତି ସରୋଜ ମେହେର, ଶାସନ ମଣ୍ଡଳ ସଭାପତି ପ୍ରଶାନ୍ତ କୁମାର ବାରିକ, ଲାଇଡା ମଣ୍ଡଳ ସଭାପତି ପ୍ରକାଶ ପୃଷ୍ଟି, ପରମାନପୁର ମଣ୍ଡଳ ସଭାପତି ସଞ୍ଜୀବ ବାରିକ, ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ସଂଯୁକ୍ତା ପ୍ରଧାନ, ଧନକାଉଡା ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଶିତା ଛୁରିଆ, ଉପାଧ୍ୟକ୍ଷା ଶ୍ରୀମତୀ ସୁଷମା ସାହୁ, ମହିଳା ମୋର୍ଚ୍ଚା ର ଅନ୍ନପୂର୍ଣ୍ଣା ବାରିକ, ସରୋଜିନୀ ବନଛୋର, ସୁଜାତା ଗୁରୁ, ଅର୍ଚନା ସାହାଣୀ, ଅଞ୍ଜଳୀ ଛୁରା, ନିରୂପମ ମିଶ୍ର, ପଙ୍କଜିନି ରାଉତ, ନରେନ୍ଦ୍ର ମିଶ୍ର, ଅନ୍ତର୍ଯ୍ୟାମୀ ପାଣି, ଡା.ଅର୍ଜୁନ ନାଏକ, ଜିତେନ୍ଦ୍ର ପ୍ରସାଦ ପଣ୍ଡା, ଜୟନାରାୟଣ ନାଏକ, ସଜ୍ଜନ ପୋଦଦାର, ଜଗନ୍ନାଥ ମେହେର, ରାଜ କିଶୋର ବେହେରା, ଦିବ୍ୟ ଶଙ୍କର ବେହେରା, ବିକାଶ ବେରିହା, ନିତିନ ଅଗ୍ରୱାଲ, ସୁଧୀର ଗୁପ୍ତା, ବିଶିକେଶନ ପଣ୍ଡା ପ୍ରମୁଖ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like