-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||     

HOME   ଜିଲ୍ଲା

୩୦ ବର୍ଷ ପରେ ଏକାଠି ହେଲେ ଗୁରୁ ଶିଷ୍ୟ। ପି ଆର୍ ହାଇସ୍କୁଲ 1994 ମେଟ୍ରିକ୍ ବେଚର ମିଳନ ପର୍ବ

28-Jan-2024



ବଲାଙ୍ଗୀର (ଚିତ୍ରସେନ ବେହେରା ): ବଲାଙ୍ଗିରର ସର୍ବ ପୁରାତନ ପୃଥ୍ୱୀରାଜ ହାଇସ୍କୁଲର ୧୯୯୪ ବେଚର ବନ୍ଧୁ ମିଳନ ଆଜି ସ୍ଥାନୀୟ କଦଳୀମୁଣ୍ଡା ନର୍ଷରିରେ ଆୟୋଜିତ ହୋଇ ଯାଇଛି। ତେବେ ଏହି ଅବସରରେ ପ୍ରଥମ କରି ୩୦ ବର୍ଷ ପରେ ଏଠିକାର ପୂର୍ବତନ ଶିକ୍ଷକ ଓ ଛାତ୍ର ମାନଙ୍କର ମିଳନ ହୋଇଥିଲା। ଯେଉଁଥିରେ ପ୍ରିଥୱିରାଜ୍ ହାଇସ୍କୁଲର ପୂର୍ବତନ ୧୩ଜଣ ଶିକ୍ଷକଙ୍କୁ ବିଶେଷ ଭାବରେ

ଆମନ୍ତ୍ରିତ କରା ଯାଇଥିଲା। ତେବେ ଏଥିରେ ଶିକ୍ଷକ ବାଳ ମୁକୁନ୍ଦ ତ୍ରିପାଠୀ, କପିଳ ପତି, ଜଗଦା ନନ୍ଦ ଛୁରିଆ, ଜଗନ୍ନାଥ ବେଜ, ଶ୍ୟାମ ଉଦଗାତା, ପ୍ରେମାନନ୍ଦ ବିଶ୍ଵାଳ, ଘାସିରାମ ବିଶ୍ଵାଳ, ସୁରଜ୍ ଖମାରୀ, ଭାବଗ୍ରାହୀ ରଥ, ଆଦିକାନ୍ତ ଷଡ଼ଙ୍ଗୀ, ପ୍ରଶାନ୍ତ ଯୋଶୀ, ଅର୍ଜୁନ ସାହୁ ଓ ତୀର୍ଥ ରାଜ ପଟେଲ ପ୍ରମୁଖ ଏଥିରେ ଅତିଥି ଭାବରେ ସାମିଲ ହୋଇଥିଲେ। ଏବଂ ସମସ୍ତଙ୍କୁ ୧୯୯୪  ବେଚ୍ ଛାତ୍ର ମାନେ ପାଛୋଟି ନେବା ସହ ସମସ୍ତଙ୍କୁ ଉପଡୋକନ ଓ ଉତ୍ତରୀୟ ଦେଇ ସମ୍ମାନିତ କରିଥିଲେ। ସେହିପରି ଉପସ୍ଥିତି ସବୁ ପୂର୍ବତନ ଶିକ୍ଷକ ମାନେ ତାଙ୍କ ପୁରୁଣା ଶିଷ୍ୟ ଙ୍କୁ ନିଜ ଗହଣରେ ପାଇ ଭାବବିହ୍ୱଳ ହୋଇଥିଲେ । ଏବଂ ଏହି ଆୟୋଜନକୁ ସେ ସମୟର ପୃଥ୍ୱୀରାଜ ହାଇସ୍କୁଲର ସ୍ୱର୍ଣିମ୍ ସ୍ମୃତି ଉଦଜିବିତ ହୋଇଥିବାର କହିଥିଲେ। ଏବଂ ସମସ୍ତଙ୍କୁ ସେମାନେ ଜୀବନରେ ସଫଳ ଓ ଉନ୍ନତି ପାଇଁ ଆଶୀର୍ବାଦ କରିଥିଲେ। ସେପଟେ ୧୯୯୪ ବେଚର ସେ

ସମୟର ସବୁ ଛାତ୍ର ଏଠି ସମ୍ମିଳିତ ହୋଇ ଥିଲେ। ଏବଂ ନିଜ ବାଲ୍ୟ କାଳର ଗୁରୁଙ୍କୁ ପାଖରେ ପାଇ ତାଙ୍କ ସହ ସେ ସ୍ମୁତି ବାଣ୍ଟି ଖୁବ ଉତ୍ସାହିତ ହୋଇଥିଲେ। ସେହିପରି ଆମ ସ୍କୁଲ ଆମର ଗର୍ବ ବୋଲି ସମସ୍ତେ ନାରା ଦେଇଥିଲେ। ତେବେ ସୂଚନା ଅନୁସାରେ ୩୦ ବର୍ଷ ବିତି ଥିଲେ ସୁଦ୍ଧା ସମସ୍ତ ବାଲ୍ୟ ସ୍କୁଲ ବନ୍ଧୁ ଏକାଠି ହେବା ଓ ତାଙ୍କ ସହ ତାଙ୍କ ଶିକ୍ଷକ ମାନଙ୍କୁ ମଧ୍ୟ ସାଙ୍ଗରେ ପାଇବା ସମସ୍ତଙ୍କୁ ଏକ ନିଆରା ଖୁସି ଆଣି ଦେଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026

You Might Also Like