-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||     

HOME   ଜିଲ୍ଲା

ମହାମହିମ ରାଜ୍ୟପାଳଙ୍କ ଏକ ଦିନିଆ ବଲାଙ୍ଗିର ଜିଲ୍ଲା ଗସ୍ତ

28-Jan-2024



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ଓଡ଼ିଶାର ମହାମହିମ ରାଜ୍ୟପାଳ ଶ୍ରୀ ରଘୁବର ଦାସଙ୍କ ବଲାଙ୍ଗିର ଜିଲ୍ଲା କୁ ଏକ ଦିନିଆ ଗସ୍ତ ହୋଇଥିଲା।  ସର୍ବପ୍ରଥମେ ନୂଆପଡ଼ା ଜିଲ୍ଲାରୁ ଆସି ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଳକ ଲାଠୋର ପଞ୍ଚାୟତ ଝିଲିଆଲିଟି ଗ୍ରାମରେ ପହଞ୍ଚି ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କରି ଶିଶୁମାନଙ୍କ ସହ ସମୟ ବିତେଇଥିବା ବେଳେ ଶିଶୁ ମାନେ ହେଉଛନ୍ତି "ଦେଶର ଭବିଷ୍ୟତ" କୁପୋଷଣଠାରୁ ଦୁରେଇ ରଖିବାକୁ ଦରକାର ବୋଲି ଅଭିଭାବକ ମାନଙ୍କୁ ପରାମର୍ଶ ଦେଇଛନ୍ତି। ଶିଶୁ ମାନଙ୍କୁ ନେଇ ଚାଲୁଥିବା  ବିଭିନ୍ନ ଯୋଜନା ସମ୍ପର୍କରେ ଧ୍ୟାନ ଦେବାକୁ ପଡ଼ିବ ବୋଲି କହିଛନ୍ତି।ଏହା ପରେ ଫୁଲକିମୁଣ୍ଡା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ରେ ପହଞ୍ଚି ଛାତ୍ର ଛାତ୍ରୀଙ୍କୁ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଙ୍କ ଉଦାହରଣ ତଥା ରାଷ୍ଟ୍ରୀୟ ଶିକ୍ଷାନୀତି ବିଷୟରେ ଉଦ୍ବୋଧନ ଦେଇଥିଲେ । ଇ ଲାଇବ୍ରେରୀ ତଥା ଜ୍ଞାନକୌଶଳବ୍ୟବହାର ଦ୍ୱାରା ପିଲାମାନେ ଜିଜ୍ଞାଶୁ ହେଉଛନ୍ତି । ଓଡ଼ିଶାରେ ଥିବା କୁପୋଷଣ କୁ ଦୂର କରିବାକୁ ଛାତ୍ର ଛାତ୍ରୀଙ୍କୁ ଆହ୍ବାନ କରିଥିଲେ । ଭବିଷ୍ୟତରେ ସମାଜ ସେବା ଦ୍ୱାରା ଲୋକଙ୍କ ସେବା କରିବାକୁ କହିଥିଲେ । ଖପ୍ରାଖୋଲ ପହଞ୍ଚି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କୁ ପରିଦର୍ଶନ କରି ରୋଗୀ ମାନଙ୍କୁ ଉଚିତ୍ ବ୍ୟବହାର ପ୍ରଦର୍ଶନ କରିବାକୁ ଆଦେଶ ଦେଇଥିଲେ।ତାପରେ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ହରିଶଙ୍କର କୁ ପରିଦର୍ଶନ କରିବାକୁ ଯାଇଥିଲାବେଳେ ହରିଶଙ୍କର ବାବାଙ୍କ ଆଶିର୍ବାଦ ନେଇଥିଲେ। ଏବଂ ମିସନ ଶକ୍ତି ଏସଏମଇ ପାର୍କ ରେ ଧୂପକାଠି , ସଳିତା , ସୁରା , ପନିପରିବା , ଉଖୁଡା ଓ ଶୁଖା ଭୋଗ୍ ପ୍ୟାକିଂ ୟୁନିଟ୍ ବୁଲିଦେଖିଥିଲେ । ଶାଢ଼ୀ ର ପ୍ରଚାରପ୍ରସାର ସହ ଉଚ୍ଚକୋଟିର ଡିଜାଇନ ଦ୍ୱାରା ଲୋକଙ୍କ ପାଖରେ ପହଞ୍ଚେଇବାକୁ ଉପାସ୍ଥିତ ମହିଳା ମାନଙ୍କୁ ପରାମର୍ଶ ଦେଇଥିଲେ। ହରିଶଙ୍କର କାଫେ ଠାରେ ମଧ୍ୟାହ୍ନ ଭୋଜନ କରି ବିଶ୍ରାମ ନେଇଥିବା ବେଳେ ଅପରାହ୍ନ ୩ ଟା ରେ ପାଟଣାଗଡ଼ ଅଭିମୁଖେ ପ୍ରସ୍ଥାନ କରିଥିଲେ।

ଉଳବା ଗାଁ ରେ ପ୍ରଧାନ ମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନା ରେ ଘର ପାଇଥିବା ହିତାଧିକାରୀଙ୍କ ଘର ଘର ବୁଲି ଦେଖିଥିଲେ ।
ପରେ ବିଭିନ୍ନ ଲୋକଙ୍କ ସମସ୍ୟା ବିଷୟରେ ଆଲୋଚନା କରିଥିଲେ । ଶେଷରେ ଭଇଁଷା ରେ ଚାଷୀଙ୍କ ସହ ପ୍ରଧାନମନ୍ତ୍ରୀ କିଶାନ ଯୋଜନା , ଫସଲ ବୀମା ଯୋଜନା ଆଦି ବିଷୟରେ କଥା ହୋଇଥିଲେ । ଚିନିକାଳ ପୁନଃ ଉଦ୍ଧାର , କପା ର ମିଲିଙ୍ଗ , ଏମଏସପି ବଢେଇବା ତଥା କୋଲ୍ଡ ସ୍ଟୋରେଜ୍ ପାଇଁ ଦାବି କଥା ନିଶ୍ଚିତ ବୁଝିବେ ବୋଲି କହିଥିଲେ । ଏହି ଗସ୍ତ ସମୟରେ ରାଜ୍ୟପାଳଙ୍କ ବ୍ୟକ୍ତିଗତ ସଚିବ ହିମାଂଶୁ ପଟ୍ଟନାୟକ , ଲେଫ୍ଟନାଣ୍ଟ କମାଣ୍ଡର ହିମାଂଶୁ ସିଂ,  ଜିଲ୍ଲାପାଳ ଶ୍ରୀ ଚଞ୍ଚଳ ରାଣା , ଆରକ୍ଷୀ ଅଧିକ୍ଷକ ଋଷିକେଶ ଖିଲାରୀ ଦ୍ୟଂଦେଓ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଲମ୍ବୋଦର ଧରୁଆ , ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ସୁଶାନ୍ତ ସିଂ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ  କୁବେର ଚନ୍ଦ୍ର ମହନ୍ତ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଲୀଳାବତୀ ନାଗ , ଜିଲ୍ଲା ଶିକ୍ଷାଧିକାରୀ ଧ୍ରୁବ ଚରଣ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026

You Might Also Like