-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||     

HOME   ଜିଲ୍ଲା

ସର୍ବଭାରତୀୟ ଲାଲମନି ଟ୍ରଫି ପଶ୍ଚିମବଙ୍ଗକୁ ହରାଇ ସମ୍ବଲପୁର ଚାମ୍ପିଅନ

29-Jan-2024



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ସ୍ଥାନୀୟ ଗାନ୍ଧି ଷ୍ଟାଡିୟମରେ ଚାଲିଥିବା ସର୍ବ ଭାରତୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ୍‌ରେ ଏସ୍ଓସି ବ୍ଲାଷ୍ଟର ପଶ୍ଚିମବଙ୍ଗକୁ ହରାଇ ଏମ୍ଏମ୍‌ସିସି ସମ୍ବଲପୁର ଚାମ୍ପିଅନ୍ ହୋଇଛି। ଫାଇନାଲ୍ ମ୍ୟାଚ୍ ଟି ୨୦ ଓ ଟି ୧୦ ଫର୍ମାଟରେ ଖେଳାଯାଇବା ବେଳେ ଗୌତମ ତମାର ୫୩, ସଂଜୀବ ସିଂ ୨୭, ଅଭିନନ୍ଦନ ସିଂ ଅପରାଜିତ ୨୫ରନ୍‌ କରିଥିଲେ। ଟି-୨୦ ମ୍ୟାଚରେ ପଶ୍ଚିମବଙ୍ଗ ପ୍ରଥମେ ୧୧୮ରନରେ ଅଲଆଉଟ୍ ହୋଇଥିଲା। ଶୁଭମ୍ ସିଂ ୫୦ ରନ କରିଥିଲେ। ସମ୍ବଲପୁରର ପପୁ ରୟ ସର୍ବାଧ‌ିକ ୪ଟି ୱିକେଟ ଅକ୍ତିଆର କରିଥିଲେ। ଜବାବରେ ସମ୍ବଲପୁର ୧୫.୪ ଓଭରରେ ୨ ୱିକେଟ ହରାଇ ବିଜୟ ହାସଲ କରିଥିଲା। ଏହାପରେ ଟି-୧୦ ମ୍ୟାଚରେ ପଶ୍ଚିମବଙ୍ଗ ମାତ୍ର ୪୯ରନ୍ କରି ଅଲଆଉଟ ହୋଇଥିଲା। ସମ୍ବଲପୁର ପକ୍ଷରୁ ପ୍ରୟାସ ରଏ ୩ଟି, ପପୁ ରଏ ୨ଟି ୱିକେଟ ନେଇଥିଲା ବେଳେ ଜବାବରେ ସମ୍ବଲପୁର ଗୌରଭ ତମାରଙ୍କ ୩୧ ରନ ସହାୟତାରେ ୩ଟି ୱିକେଟ ହରାଇ ବିଜୟ ହାସଲ କରିଥିଲା। ଗୌରଭ ମ୍ୟାନ୍ ଅଫ୍ ଦି ମ୍ୟାଚ ଏବଂ ଅଭିନନ୍ଦନ ସିଂ ମ୍ୟାନ୍ ଅଫ୍ ଦି ସିରିଜ ବିବେଚିତ ହୋଇଥିଲେ। ଉଦ‌ଯାପନୀ ଉତ୍ସବରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ ମୁଖ୍ୟ ଅତିଥି, ଓସିଏ ସମ୍ପାଦକ ସଂଜୟ ବେହେରା ସ୍ବତନ୍ତ୍ର ନିମନ୍ତ୍ରିତ ଅତିଥି, ବିଶିଷ୍ଟ କ୍ରୀଡାବିତ ମେହେତାବ୍ ଖାଁ, ବୌଦ୍ଧ ଜିଲ୍ଲା କ୍ରିକେଟ ସଂଘର ସମ୍ପାଦକ ଯୁଗଳ କିଶୋର ସାମଲ ଓ ସମାଜସେବୀ ଶ୍ରୀବତ୍ସ ମଲ୍ଲିକ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଚାମ୍ପିଅନ ଦଳକୁ ୮୦ହଜାର ଟଙ୍କାର ଚେକ୍ ସହ ଟ୍ରଫି ଏବଂ ଉପବିଜେତା ଦଳକୁ ୪୪ହଜାର ଟଙ୍କାର ଚେକ୍ ସହ ଟ୍ରଫି ପ୍ରଦାନ କରିଥିଲେ। ଓସିଏ ପ୍ୟାନେଲ ଅମ୍ପାୟାର ପୃଥ୍ବୀରାଜ ମିଶ୍ର, ସତ୍ୟପ୍ରକାଶ ରଥ ଖେଳ ପରିଚାଳନା କରିଥିଲେ। କ୍ଷେତ୍ରବାସୀ ସାହୁ ସ୍କୋରର ଦାୟିତ୍ଵ ତୁଲାଇଥିଲେ। ଦୀନେଶ ଘିବେଲା ଓ ବିଶ୍ଵନାଥ ନାୟକ ଅନଲାଇନ ସ୍କୋରିଂ କରିଥିଲେ।

ସନ୍ତୋଷ ନାୟାର, ବିଏସ. ରାଓ, ଅଚ୍ୟୁତ ମିଶ୍ର ଓ ପାର୍ଥସାରଥୀ ଦାଶ ଧାରା ବିବରଣୀ ପ୍ରଦାନ କରିଥିଲେ। ଜିଲ୍ଲା କ୍ରିକେଟ ସଂଘ ସଭାପତି ରାମଶଙ୍କର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସମ୍ପାଦକ ପ୍ରଦୀପକୁମାର ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ। ଜିଲ୍ଲା କ୍ରିକେଟ ସଂଘର ସତ୍ୟନାରାୟଣ ମହାଲିକ, ବି.ସତ୍ୟନରାୟଣ ରାଓ, ନରସିଂହ ତରିଆ, ଶ୍ୟାମସୁନ୍ଦର ପାତ୍ର, ରାଜେନ୍ଦ୍ର ମିଶ୍ର, ତାରିଣୀ ମେହେର, ରଞ୍ଜୟ ରାଏ, ନବ ପ୍ରକାଶ ମିଶ୍ର, ଟୁନା ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026

You Might Also Like