-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ରାଷ୍ଟ୍ରୀୟ ଲୋକ ଅଦାଲତ, ୨୭ଟି ଦେୱାନୀ ମୁକଦ୍ଦମା ଓ  ୮୧ଟି ଫୌଜଦାରୀ ମାମଲାର ହୋଇଥିଲା ଫଇସଲା 

19-Dec-2020



ବଲାଙ୍ଗୀର,(ପ୍ରେରଣା ଖବର)- ଆଜି ସିଭିଲ କୋର୍ଟ ପରିସରରେ ଏକ ରାଷ୍ଟ୍ରୀୟ ଲୋକ  ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଜଜ୍ ତଥା ଅ।ଇନ ସେବା ପ୍ରାଧିକରଣର ସଚିବ ଦେବାଶିଷ ଦାସଙ୍କ ପରିଚାଳନାରେ ଅନୁଷ୍ଠିତ ଏହି ଲୋକ ଅଦାଲତରେ ୨୭ଟି ଦେୱାନୀ ମୁକଦ୍ଦମାର ଫଇସଲା ହୋଇଥିଲା । ୧୨ଟି ବ୍ୟାଙ୍କ ମୁକଦ୍ଦମାର ଫାଇସଲା ହୋଇ ୩ଠ.୨୫,୪୩୩ ଟଙ୍କାରେ କେସ୍ ଫାଇସଲା ହୋଇଥିଲା ।  ୮୧ଟି ଫୌଜଦାରୀ ମାମଲାର ଫଇସଲା ହୋଇଥିବା ବେଳେ ୧୧ଟି ଏମ୍‌ଏସିଟି କେସ୍‌ର ଫଇସଲା ହୋଇ ୭୮ ଲକ୍ଷ ୮୬ ହଜାର ଟଙ୍କାରେ ସମାଧାନ ହୋଇଥିଲା । ୫ଟି ପାରିବାରିକ କନ୍ଦଳର ସମାଧାନ ହୋଇଥିଲା । ପ୍ରାକ୍ ମୁକଦ୍ଦମା ଭାବରେ ୫୯ଟି କେସ୍‌ର ଫାଇସଲା ହୋଇଥିବା ସୂଚନା ମିଳିଛି l

ଅନ୍ୟ ମାନଙ୍କ ମଧ୍ୟରେ ଫେମିଲି ଜଜ୍ ପ୍ରସାନ୍ତ ନାୟକ,ସ୍ଥାୟୀ ଲୋକ ଅଦାଲତର ଅଧ୍ୟକ୍ଷ ପ୍ରଶାନ୍ତ ଦାସ, ଭିଜିଲାନ୍ସ ଜଜ୍ ଅଜନ୍ତା ଷଡଙ୍ଗୀ, ଅତିରିକ୍ତ ଜିଲ୍ଲା ଜଜ୍ ପ୍ରଜ୍ଞା ପରମିତା ରାଉଳ, ମୁଖ୍ୟ ବିଚାର ବିଭାଗୀୟ ଜଜ୍ ଅଭିଲାଷ ସେନାପତି, ସିଭିଲ କୋର୍ଟ ରେଜିଷ୍ଟାର ଅମିତ କୁମାର ବାରିକ, ସିଭିଲ ଜଜ୍‌(ବରିଷ୍ଠ) ସସ୍ମିତା ନନ୍ଦିନୀ ତ୍ରିପାଠୀ, ଅତିରିକ୍ତ ସିଭିଲ ଜଜ୍ ସୀମା ତ୍ରିପାଠୀ, ଏସ୍‌ଡିଜେଏମ୍ କୈଲାସ ସାହୁ,  ସିଭିଲ ଜଜ୍‌(କନିଷ୍ଠ) ସସ୍ମିତା ସେଠୀ, ପ୍ରଥମ ବିଚାର ବିଭାଗୀୟ ଜଜ୍ ସୌରଭ ସର୍ମା ଓ ଅବିନାଶ ନନ୍ଦ ଏବଂ ସ୍ପେସିଆଲ ଜୁଡିସିଆଲ ମାଜିଷ୍ଟ୍ରେଟ୍ ରମେଶ ଚନ୍ଦ୍ର ରାୟଗୁରୁ ପ୍ରମୁଖ ଏହି ଲୋକ ଅଦାଲତରେ ଉପସ୍ଥିତ ରହି ମୁକଦ୍ଦମା ଗୁଡିକର ଫଇସଲା କରିଥିଲେ । ଜିଲ୍ଲା ଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଶ୍ୟାମ ସୁନ୍ଦର ଦାଶଙ୍କ ପ୍ରତ୍ୟକ୍ଷ ପରିଚାଳନାରେ ଅନଷ୍ଠିତ ଏହି ଲୋକ ଅଦାଲତରେ  ସିଭିଲ କୋର୍ଟ ସମସ୍ତ ଜଜ୍ ଉପସ୍ଥିତ ଥିବା ବେଳେ  ସିଭିଲ କୋର୍ଟ କର୍ମଚାରୀ ମାନେ ଲୋକ ଅଦାଲତ ପରିଚାଳନାରେ ସହଯୋଗ କରିଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like