-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||     

HOME   ଜିଲ୍ଲା

ପଲସlଗୋରାରେ ଆଇନ ସଚେତନତା କାର୍ଯ୍ୟକ୍ରମ

29-Jan-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ତାଲୁକ ଆଇନ ସେବା ସମିତି ପକ୍ଷରୁ କଣ୍ଟାମାଳ ବ୍ଲକ ପଲସାଗୋରା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସମଲିଙ୍ଗି ଅଧିକାର,ସୁରକ୍ଷା ଆଇନ ଏବଂ ଭାରତୀୟ ସମ୍ବିଧାନରେ ଦିଆଯାଇଥିବା ମୌଳିକ ଅଧିକାର ଓ ମୌଳିକ କର୍ତ୍ତବ୍ୟ ସମ୍ପର୍କରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି l  ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷ ତଥା ମାନ୍ୟବର ଅତିରିକ୍ତ ଜିଲ୍ଲା ଦୌରା ଜଜ ଶ୍ରୀ ଶିବ ପ୍ରସାଦ ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ କଣ୍ଟାମାଳ ସହକାରୀ ଦୌରାଜଜ ଶ୍ରୀ ତପନ କୁମାର ବେହେରା ଏବଂ ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ 

ସତ୍ୟନାରାୟଣ ଦାଶ ପ୍ରମୁଖ ଉପସ୍ଥିତ ଥିଲେ  l  ଏଡିଜେ ଶିବପ୍ରସାଦ ମହାପାତ୍ର ଭାରତୀୟ ସମ୍ବିଧାନରେ ନାଗରିକ ମାନଙ୍କ ନିମନ୍ତେ ଥିବା ମୌଳିକ ଅଧିକାର ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିବାବେଳେ ସବ ଜଜ ତପନ କୁମାର ବେହେରା ଭାରତୀୟ ନାଗରିକ ଙ୍କ ମୌଳିକ କର୍ତ୍ତବ୍ୟ ସମ୍ପର୍କରେ ସଚେତନ କରିଥିଲେ  l  ଜେଏମଏଫସି କଣ୍ଟାମାଳ ସତ୍ୟନାରାୟଣ ଦାଶ ସମଲିଙ୍ଗି ଅଧିକାର ସୁରକ୍ଷା ଆଇନ ଓ ତତସମ୍ପର୍କିତ ମାନ୍ୟବର ସୁପ୍ରିମକୋର୍ଟ ଙ୍କ ରାୟ ଉପରେ ଆଲୋକପାତ କରିବା ସହିତ କିନ୍ନର ତଥା ତୃତୀୟ ଲିଙ୍ଗ ମାନ୍ୟତାପ୍ରାପ୍ତ ବ୍ୟକ୍ତିମାନଙ୍କ ନିମନ୍ତେ ରହିଥିବା ବିଭିନ୍ନ ସରକାରୀ ନିୟମାବଳୀ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ  l  କଣ୍ଟାମାଳ ଓକିଲ ସଂଘର ବରିଷ୍ଠ ସଦସ୍ୟ କୈଳାସ ଚନ୍ଦ୍ର

ବାରିକ  ଓ ପ୍ରତାପ କୁମାର ସାହୁ କାର୍ଯ୍ୟକ୍ରମ ରେ ଉପସ୍ଥିତ ରହି ଲୋକମାନଙ୍କୁ ଆଇନ ସମ୍ପର୍କରେ ସଚେତନ କରିଥିଲେ  l   ପଲସାଗୋରା ସରପଞ୍ଚ ସୌଦାମିନୀ ମଲିକ ସଭାରେ ଉପସ୍ଥିତ ରହି ଧନ୍ୟବାଦ ପ୍ରସ୍ତାବ ଦେଇଥିଲେ l     ତାଲୁକ ଆଇନ ସେବା ସମିତିର କର୍ମଚାରୀ ଜ୍ୟୋତିରଞ୍ଜନ ତ୍ରିପାଠୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026

You Might Also Like