-+91-9937148622 |

prerana_bgr@rediffmail.com |

  Saturday 7th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||     

HOME   ଜିଲ୍ଲା

ତକ୍ଷକ ବାର୍ଷିକବିଶେଷାଙ୍କର ପ୍ରଚ୍ଛଦ ଉନ୍ମୋଚିତ

29-Jan-2024



ବଲାଙ୍ଗୀର(ଚିତ୍ରସେନ ବେହେରା)-ବଲାଙ୍ଗୀର ସହରରୁ ପ୍ରକାଶିତ ହୋଇଆସୁଥିବା ସାପ୍ତାହିକ ଖବରକାଗଜ ତକ୍ଷକର ବାର୍ଷିକୋତ୍ସବ ଅବସରରେ ଆସନ୍ତା ଫେବୃୟାରୀ ୧୮ ତାରିଖରେ ଏକ ବାର୍ଷିକ ବିଶେଷାଙ୍କ ପ୍ରକାଶିତ ହେବାକୁଯାଉଛି । ତେଣୁ ଏହାର ପ୍ରଚ୍ଛଦପୃଷ୍ଠାର ଉନ୍ମୋଚନ ହୋଇଯାଇଛି । ସ୍ଥାନୀୟ ରୁଗୁଡିପଡା ମାଛବଜାରଛକ ସେରଶୁଆଁଗୁଡି କମିଟି ପକ୍ଷରୁ ଏହି ବାର୍ଷିକ ବିଶେଷାଙ୍କର ପ୍ରଚ୍ଛଦ ଉନ୍ମୋଚନ କରାଯାଇଛି । ତକ୍ଷକ ଖବରକାଗଜର ସଂପାଦକ ତଥା ପ୍ରକାଶକ ବିଶ୍ୱମୟ ପୂଜାହାରୀ(ବାବୁ)ଙ୍କ ସଭାପତିତ୍ୱ ଓ ସାମ୍ବାଦିକ ଶ୍ରୀମନ୍ତ ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ ଓ ମୁଖ୍ୟବକ୍ତା ଭାବରେ ଭୀମସାର ବୁର୍ଲା ହସପିଟାଲର ଆସୋସିଏଟ ପ୍ରଫେସର ଡ.ବେଣୁଧର ପାଣ୍ଡେ ଯୋଗଦେଇ ପ୍ରଚ୍ଛଦପୃଷ୍ଠାର ଉନ୍ମୋଚନ କରିଥିଲେ । ଏହି ଅବସରରେ ବଲାଙ୍ଗୀର ଭଳି ଏକ ଛୋଟ ସହରରୁ ଦୀର୍ଘବର୍ଷଧରି ପ୍ରକାଶିତ ହୋଇ ଆସୁଥିବା ଖବରକାଗଜ ତାହାର କଳେବର ବୃଦ୍ଧି ସାଙ୍ଗକୁ ଲୋକଙ୍କ ବିଶ୍ୱସନୀୟତା ବଜାୟ ରଖିଛି ବୋଲି ଅତିଥିଗଣ ମତବ୍ୟକ୍ତ କରିଥିଲେ । ଖବରକାଗଜର ମୁଖ୍ୟସଂପାଦକ ମଳୟ ମିଶ୍ର ଖବରକାଗଜ ଓ ବାର୍ଷିକବିଶେଷାଙ୍କ ବିଷୟରେ ସୂଚନା ଦେଇଥିଲେ । ସେହିପରି ପୂର୍ବତନ ସୈନିକସଂଘର ସଂପାଦକ ପ୍ରତାପ ରଥ ଖବରକାଗଜର ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ । ଶେଷରେ ସାମ୍ବାଦିକ ରଘୁନନ୍ଦନ ସିଂ ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସେରୁସୁଆଁଗୁଡି କମିଟିର ସଭାପତି କମ୍ବୁପାଣି ପୂଜାହାରୀ,ଶିବପ୍ରସାଦ ବେହେରା,ବାବୁଲା ବହିଦାର,ରାହୁଲ ସେଠ,ତେଜରାଜ ସିଂ,ଦାଶରଥି ମଟାରୀ,ପିଙ୍କୁ ବାଗ,ଗୌତମ ଦୋରା,ସନ୍ତୋଷ ସାହୁ,ଗୋଲକ ମାଝୀଜିତୁ (ବାଜୁ) ଦାସ,ସୁନୀଳ ମିଶ୍ର,ଦୀପକ ନନ୍ଦ,ଶିବପ୍ରସାଦ ପୁରୋହିତ,ଆର୍ତ୍ତତ୍ରାଣ ଯୋଷୀ,ବବନ ମିଶ୍ର,ପ୍ରଦୀପ ମହାନ୍ତି,ସୁଧିର ନନ୍ଦ,ଅରୁଣ ନାଏକ,ପ୍ରଭାତ ସାହୁ,ରଜନୀ ସେଠ ପ୍ରମୁଖ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   06-Nov-2026
  ଜିଲ୍ଲା  
ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   06-Nov-2026
  ଜିଲ୍ଲା  
ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   06-Nov-2026
  ଜିଲ୍ଲା  
ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   06-Nov-2026
  ଅପରାଧ  
୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି   06-Nov-2026
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026

You Might Also Like