-+91-9937148622 |

prerana_bgr@rediffmail.com |

  Friday 8th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋଲିସ ସାମ୍ନାରେ ପିଟି ମାରିଦେଲେ   (07-May-2026)       ||      ଡିସେମ୍ବର ସୁଦ୍ଧା ସମସ୍ତ ଜମି ମାମଲା ଶେଷ କରିବାକୁ ରାଜସ୍ୱ ମନ୍ତ୍ରୀଙ୍କ ନିର୍ଦ୍ଦେଶ   (07-May-2026)       ||      ଦୀର୍ଘଦିନ ଧରି ହୋଟେଲରେ ଚାଲିଥିଲା ଜୁଆଖେଳ   (07-May-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ମହୋତ୍ସବ ହେବ ଜୁନ ୨୮ ରେ    (07-May-2026)       ||      ପୁଇଁନ୍ତଲା ବ୍ଲକ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା    (07-May-2026)       ||      ସାମାଜିକ ସୁରକ୍ଷା ଯୋଜନା ପ୍ରତି ଧ୍ୟାନ ଦିଅନ୍ତୁ ପ୍ରଶାସନ - ନରସିଂହ   (07-May-2026)       ||      ପ୍ରେମରେ ଅସଫଳ ହେବାରୁ ପ୍ରେମୀ ଯୁଗଳ ଙ୍କ ଆତ୍ମହତ୍ୟା l   (07-May-2026)       ||      ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   (07-May-2026)       ||      ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ    (07-May-2026)       ||      ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   (07-May-2026)       ||      ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   (07-May-2026)       ||      *ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   (07-May-2026)       ||      ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା    (07-May-2026)       ||      ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   (07-May-2026)       ||      କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   (07-May-2026)       ||      ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   (07-May-2026)       ||      ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ    (07-May-2026)       ||      କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||     

HOME   ଜିଲ୍ଲା

କଣ୍ଟାମାଳ କଲେଜରେ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଘାଟିତ

30-Jan-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସ୍ଥାନୀୟ ପଂଚାୟତ ମହାବିଦ୍ୟାଳୟ, କଣ୍ଟାମାଳ ଠାରେ ଓଡିଶା ସରକାର ଙ୍କ ଯୁବ ବ୍ୟାପାର ନୀତି ଆନୁକୂଲ୍ୟରେ ଛାତ୍ରୀମାନଙ୍କ ପାଇଁ ଉଦ୍ଦିଷ୍ଟ ଆତ୍ମ ସୁରକ୍ଷା ତାଲିମ ଶିବିର ସୋମବାର ଅଧ୍ୟକ୍ଷା ଶ୍ରୀମତୀ ପ୍ରଭାସିନୀ ଖଟୁଆଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି  l  ଅଧ୍ୟକ୍ଷା ଶ୍ରୀମତୀ

ପ୍ରଭାସିନୀ ଖଟୁଆ  ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ବରିଷ୍ଟ ସଂସ୍କୃତ ଅଧ୍ୟାପକ ପୌଲସ୍ତି ପ୍ରଧାନ ମୁଖ୍ୟଅତିଥି ଭାବେ ଯୋଗଦେଇ ବାଳିକାମାନଙ୍କ ଆତ୍ମ ସୁରକ୍ଷା ତାଲିମ ର ତାପ୍ତର୍ଯ୍ୟ ଓ ପ୍ରୟୋଗାତ୍ମକ ଦିଗ ସମ୍ବନ୍ଧରେ କହିଥିଲେ l  ମାଷ୍ଟର ଟ୍ରେନର ଭାବେ ଶିଖା ମଲିକ ଓ ପଞ୍ଚଦିନୀ ଜାନି ଯୋଗଦେଇ ଛାତ୍ରୀମାନଙ୍କୁ ଆତ୍ମ ସୁରକ୍ଷାର ବିଭିନ୍ନ କଳା କୌଶଳ ପ୍ରଦାନ ସହ ତାର ଉପାଦେୟ ସମ୍ପର୍କରେ ବୁଝାଇଥିଲେ l କାର୍ଯ୍ୟକ୍ରମ ସଂଯୋଜିକା ଇତିହାସ ବିଭାଗ ଅଧ୍ୟାପିକା ନିର୍ମଳା ଭୋଇ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ l ଏଥିରେ ମହାବିଦ୍ୟାଳୟ ର ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲିସ ସାମ୍ନାରେ ପିଟି ମାରିଦେଲେ   07-May-2026
  ଜିଲ୍ଲା  
ଡିସେମ୍ବର ସୁଦ୍ଧା ସମସ୍ତ ଜମି ମାମଲା ଶେଷ କରିବାକୁ ରାଜସ୍ୱ ମନ୍ତ୍ରୀଙ୍କ ନିର୍ଦ୍ଦେଶ   07-May-2026
  ରାଜ୍ୟ  
ଦୀର୍ଘଦିନ ଧରି ହୋଟେଲରେ ଚାଲିଥିଲା ଜୁଆଖେଳ   07-May-2026
  ରାଜ୍ୟ  
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ମହୋତ୍ସବ ହେବ ଜୁନ ୨୮ ରେ   07-May-2026
  ରାଜ୍ୟ  
ପୁଇଁନ୍ତଲା ବ୍ଲକ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା   07-May-2026
  ଜିଲ୍ଲା  
ସାମାଜିକ ସୁରକ୍ଷା ଯୋଜନା ପ୍ରତି ଧ୍ୟାନ ଦିଅନ୍ତୁ ପ୍ରଶାସନ - ନରସିଂହ   07-May-2026
  ଜିଲ୍ଲା  
ପ୍ରେମରେ ଅସଫଳ ହେବାରୁ ପ୍ରେମୀ ଯୁଗଳ ଙ୍କ ଆତ୍ମହତ୍ୟା l   07-May-2026
  ରାଜ୍ୟ  
ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   07-May-2026
  ଜିଲ୍ଲା  
ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ   07-May-2026
  ଜିଲ୍ଲା  
ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   07-May-2026
  ଜିଲ୍ଲା  
ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   07-May-2026
  ଜିଲ୍ଲା  
*ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   07-May-2026

You Might Also Like