-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ଓଜେୟୁ ସମ୍ବଲପୁର ଜ଼ିଲ୍ଲା ଶାଖାର ସାଧାରଣ ପରିଷଦ ବୈଠକ

30-Jan-2024




ସମ୍ବଲପୁର-(ସଂଜୀବପାଣିଗ୍ରାହୀ ): ସାମ୍ବାଦିକ ସଂଘ (ଓଜେୟୁ) ସମ୍ବଲପୁର ଜ଼ିଲ୍ଲା ଶାଖା ର ସାଧାରଣ ପରିଷଦ ବୈଠକ ତଥା ବାର୍ଷିକ ବନ୍ଧୁ ମିଳନ ରବିବାର ରେଙ୍ଗାଲି ବ୍ଲକ ନୂଆ ରମ୍ପେଲା ମଙ୍ଗଳପୁର ସ୍ଥିତ ମିଶ୍ର ଏଣ୍ଟରପ୍ରାଇଜେସ ଫାର୍ମ ହାଉସ୍ ଠାରେ ଅନୁଷ୍ଠିତ ହୋଇଥିଲା I ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ସମ୍ବଲପୁର ଜ଼ିଲ୍ଲା ଶାଖାର ସଭାପତି ହିମାଂଶୁ ଶେଖର ମିଶ୍ରଙ୍କ ସଭାପତିତ୍ୱ ରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା I ଓଜେୟୁ ପ୍ରାନ୍ତୀୟ ସମ୍ପାଦକ ପଶ୍ଚିମ ଓଡିଶା ଶ୍ରୀ ରମାକାନ୍ତ ବିଶ୍ୱାଳ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ସାମ୍ବାଦିକ ଙ୍କ ବିଭିନ୍ନ ସମସ୍ୟା ସମ୍ପର୍କ ରେ ଆଲୋକପାତ କରି ଜ଼ିଲ୍ଲାରେ ଏକ ସାମ୍ବାଦିକ କଲ୍ୟାଣ ପାଣ୍ଠି ଗଠନ କରିବାକୁ ମତପୋଷଣ କରିଥିଲେ I ବୈଠକରେ ରାଜ୍ୟ ସରକାର ଗୋପବନ୍ଧୁ କାର୍ଯ୍ୟରତ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ରାଶି ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରିବା, ରାଜ୍ୟରେ “ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ କରିବା, କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ ଆକ୍ରମଣ ପାଇଁ କଠୋର ଦଣ୍ଡ ବିଧାନ ଆଇନ ପ୍ରଣୟନ କରିବା, ୬୦ ବର୍ଷରୁ ଉର୍ଦ୍ଧ ସାମ୍ବାଦିକଙ୍କୁ ରାଜ୍ୟ ସରକାର ପେନସନ୍ ବୀମା ଭୁକ୍ତ କରିବା, ଏକ୍ରିଡ଼ିଏସନ୍ ନିୟମ ପରିବର୍ତ୍ତନ କରିବା, ଯାତାୟତ ସମୟରେ ରିହାତି ଦେବା ସହ ଟୋଲଟେସ୍କ ଛାଡ଼ କରିବା , ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କ ଏକ ପୂର୍ଣ୍ଣାଙ୍ଗ ତାଲିକା ସଂଗ୍ରହ ପୂର୍ବକ ରାଜ୍ୟ ଗେଜେଟରେ ପ୍ରକାଶ କରିବା, ସାମ୍ବାଦିକ ଆବାସ ଯୋଜନା ପ୍ରଣୟନ କରିବା, ସାମ୍ବାଦିକଙ୍କ ସକାଶେ ଉଦ୍ଧିଷ୍ଟ ବ୍ୟାଙ୍କ ଋଣକୁ ସରଳୀକରଣ କରିବାକୁ ଦୃଢ଼ ଦାବି ହୋଇଥିଲା I ସଂଘର ଜିଲ୍ଲା  ସାଧାରଣ ସମ୍ପାଦକ ସରୋଜ ସାହୁ ବାର୍ଷିକ ବିବରଣୀ ପଠନ କରିଥିବା ବେଳେ ସହ ସମ୍ପାଦକ ନରେଶ ମାହାଣା ଧନ୍ୟବାଦ ଅର୍ପଣ କରିଥିଲେ I ଭାଷା ସଙ୍ଗମ ଅନୁଷ୍ଠାନ ସମ୍ବଲପୁର ର ସଂଗୀତଙ୍ଗ ତ୍ରିଲୋଚନ ତ୍ରିପାଠୀ, ଗାୟକ ସ୍ରିନୁ ଦାସ, ଗାୟିକା ପ୍ରୀତିନନ୍ଦା ମିଶ୍ର ଙ୍କ ପକ୍ଷରୁ ବିଶେଷ ସଂଗୀତ ବିଚିତ୍ରା ପରିବେଷଣ ହୋଇଥିଲା I ଉପ ସଭାପତି ଶିଶିର ସାହୁ, ପ୍ରଦୀପ ନାୟକ, ସନ୍ତୋଷ ସାହୁ, ମହାବୀର ସିଂଦେଓ, ରବୀନ୍ଦ୍ର ପ୍ରଧାନ, ଉଲ୍ଲାସ କର ବୋଷ, ଦିଲୀପ ଦାସ,  ଅଶୋକ ପଟେଲ, ସୁବ୍ରତ ପାଢ଼ୀ, ନନ୍ଦ ଲାଲ ବିଶ୍ୱାଳ, ଅଙ୍କିତ ସାହୁ, ସନ୍ଦୀପ ଶର୍ମା, ଦେବଦତ୍ତ ପଣ୍ଡା, ସୁରଜ ପୋଦ୍ଦାର, ଉତ୍ତମ ବିଶ୍ୱାଳ, ସରୋଜ ମେହେର, ହରି ଶଙ୍କର ମିଶ୍ର, ପ୍ରାସିଶ ପଣ୍ଡା, ଦେବାଶିଷ ବେହେରା, ଜିତୁ ନନ୍ଦ, ଜିତେନ୍ଦ୍ର ସାହୁ, ସଞ୍ଜିବ ପାଣିଗ୍ରାହୀ ପ୍ରମୁଖ ଙ୍କ ସମେତ ଜ଼ିଲ୍ଲାର ସମସ୍ତ ବ୍ଲକ ରୁ ସାମ୍ବାଦିକ ଗଣ ଉପସ୍ଥିତ ଥିଲେ I ସଭାପ୍ରାରମ୍ଭ ରେ ମା’ ସମଲେଶ୍ୱରୀ ଙ୍କ ଠାରେ ଅତିଥି ଗଣ ଦୀପ ପ୍ରଜ୍ବଳନ କରିଥିଲେ I ପୂର୍ବତନ ସାଧାରଣ ସମ୍ପାଦକ ଉପେନ୍ଦ୍ର ନାରାୟଣ ପଣ୍ଡା ଙ୍କ ଅକାଳ ନିଧନ ରେ ୨ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା I ଏହି ଅବସରରେ ସମସ୍ତ ସାମ୍ବାଦିକ ଙ୍କୁ ଜ଼ିଲ୍ଲା ସଭାପତି ପ୍ରଶଂସା ପତ୍ର, ସୃତି ଫଳକ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରିଥିଲେ I ନୂତନ ସଦସ୍ୟତା ଗ୍ରହଣ କରିଥିବା ୯ ଜଣ ସାମ୍ବାଦିକ ଙ୍କୁ ସଂଘ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା କରା ଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like