-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ନାରଦଙ୍କ ପରାମର୍ଶକ୍ରମେ ମହାରାଜା କଂସଙ୍କ ଧନୁଯାତ୍ରା ଆୟୋଜନ

30-Jan-2024



ବୀରମହାରାଜପୁର,(ବିନୋଦ ପାଣ୍ଡେ): ବୀରମହାରାଜପୁର ମିନି ଷ୍ଟାଡିୟମ ଠାରେ ଆୟୋଜିତ ୨ୟ ଧନୁଯାତ୍ରା ମହୋତ୍ସବର ଷଷ୍ଠ ଦିବସ ସନ୍ଧ୍ୟାରେ ସୋମବାର ସ୍ଥାନୀୟ ବିଧାୟକ ପଦ୍ମନାଭ ବେହେରା, ଉଲୁଣ୍ଡା ବ୍ଲକ ଅଧ୍ୟକ୍ଷା ଶାନ୍ତିଲତା ମିଶ୍ର, ଜିଲ୍ଲା ପରିଷଦ ସଭ୍ୟା ଚନ୍ଦ୍ରକାନ୍ତି ଦନ୍ତା, ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଞ୍ଜିତ ରଥ, ସରକାରୀ ଓକିଲ ଶ୍ରୀନିବାସ ଚାନ୍ଦ, କୃଷକ ନେତା ରଘୁବୀର ପାଣିଗ୍ରାହୀ, ମୁର୍ଷୁଣ୍ଢି ସରପଞ୍ଚ ମନୋଜ ସାହୁ, ସମାଜସେବୀ କୃତ୍ତିବାସ ମିଶ୍ର ପ୍ରମୁଖ ରାଜଅତିଥି ଭାବେ ଯୋଗଦେଇ ସାଂସ୍କୃତିକ ବାର୍ତ୍ତା ପ୍ରଦାନ କରିଥିଲେ। ରବିବାର ପ୍ରଥମ ପର୍ଯ୍ୟାୟରେ ଶିକ୍ଷାବିତ ଭୁଷଣ ପାତ୍ର, ସ୍ଥାନୀୟ ବାଳକ ହାଇସ୍କୁଲର ପ୍ରଧାନ ଶିକ୍ଷକ ନିରଞ୍ଜନ ଦାସ, ବରିଷ୍ଠ ଆଇନଜୀବି ବଳଦେବ ବେଦବାକ ତଥା ଦ୍ଵିତୀୟ ପର୍ଯ୍ୟାୟରେ ପୂର୍ବତନ ଲୋକସଭା ସାଂସଦ କଳିକେଶନାରାୟଣ ସିଂହଦେଓ, ଆଠମଲ୍ଲିକ ବ୍ଳକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ବୌଦ୍ଧ ଜିଲ୍ଲା ବିଜେଡ଼ି ପ୍ରଭାରୀ ଚିତ୍ତରଞ୍ଜନ କର୍ଣ୍ଣ, ବ୍ଲକ ସରପଞ୍ଚ ସଂଘ ସଭାନେତ୍ରୀ ଶ୍ରୀୟା କର୍ମୀ, ବାଗବର ସରପଞ୍ଚ ନିରୁପମା ବଗର୍ତ୍ତି ପ୍ରମୁଖ ରାଜ ଅତିଥି ଭାବେ ଯୋଗଦେଇ ସାଂସ୍କୃତିକ ବାର୍ତ୍ତା ପ୍ରଦାନ କରିଥିଲେ। ଯାତ୍ରା କମିଟି ସଭାପତି କିଶୋର ହୋତା ସଭାରେ ଅଧ୍ୟକ୍ଷତା କରିଥିଲେ। ଦ୍ଵୀତିକୃଷ୍ଣ ପଣ୍ଡା ଓ ଅଭିମନ୍ୟୁ ବଗର୍ତ୍ତି ମଞ୍ଚ ପରିଚାଳନା କରିଥିଲେ। ଆଜି ମହାରାଜା କଂସ ମହାଦେବଙ୍କ ଠାରୁ ରୁଦ୍ରାଶୁଳ ପ୍ରାପ୍ତି, ମହର୍ଷି ନାରଦ ଧନୁଯାତ୍ରା ପାଇଁ ଆୟୋଜନ କରିବା ପାଇଁ ପରାମର୍ଶ, ଧନୁଯାତ୍ରାକୁ କୃଷ୍ଣ ବଳରାମଙ୍କୁ ଆଣିବାକୁ ମନ୍ତ୍ରୀ ଅକ୍ରୁରଙ୍କ ଗୋପପୁର ଗମନ ଆଦି ଦୃଶ୍ୟ ଅଭିନୀତ ହୋଇଥିଲା। ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସମେତ ଅନେକ ଅନୁଷ୍ଠାନର କଳାକାର ମଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। କଂସ ଭୂମିକାରେ ଝସକେତନ ପଧାନ, ନାରଦ ଭୂମିକାରେ ଅଲେଖ ବୁଡେକ, ସେନାପତି ସଙ୍କୀର୍ତ୍ତନ ପଧାନ ଓ ମନ୍ତ୍ରୀ ଭାବରେ ରୁଦ୍ରନାରାୟଣ ମେହେରଙ୍କ ନିଖୁଣ ଅଭିନୟ ବେଶ ପ୍ରଶଂସନୀୟ ହୋଇଥିଲା। ବିମ୍ବିତ ରାତ୍ରୀ ପର୍ଯ୍ୟନ୍ତ ବହୁ ଦର୍ଶକ ମନୋଭରୀ ଉପୋଭୋଗ କରିଥିଲେ।‌


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like