-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁନ୍ତଲା ବ୍ଲକ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା    (07-May-2026)       ||      ସାମାଜିକ ସୁରକ୍ଷା ଯୋଜନା ପ୍ରତି ଧ୍ୟାନ ଦିଅନ୍ତୁ ପ୍ରଶାସନ - ନରସିଂହ   (07-May-2026)       ||      ପ୍ରେମରେ ଅସଫଳ ହେବାରୁ ପ୍ରେମୀ ଯୁଗଳ ଙ୍କ ଆତ୍ମହତ୍ୟା l   (07-May-2026)       ||      ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   (07-May-2026)       ||      ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ    (07-May-2026)       ||      ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   (07-May-2026)       ||      ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   (07-May-2026)       ||      *ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   (07-May-2026)       ||      ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା    (07-May-2026)       ||      ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   (07-May-2026)       ||      କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   (07-May-2026)       ||      ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   (07-May-2026)       ||      ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ    (07-May-2026)       ||      କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||     

HOME   ଜିଲ୍ଲା

କଳାହାଣ୍ଡି କୃଷକ ମୋର୍ଚ୍ଚା ପକ୍ଷରୁ ଦାବିପତ୍ର ପ୍ରଦାନ -କୃଷକଙ୍କ ପାଇଁ କଳାହାଣ୍ଡି ବିଜେପି ତତ୍ପର

30-Jan-2024



ଭବାନୀପାଟଣା/ ନର୍ଲା (ଦିପକ କୁମାର ସାହୁ )ରାଜ୍ୟରେ ଚାଷୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ଓ ଧାନ କ୍ରୟ ରେ ହେଉଥିବା ଅନିୟମିତତାର ସିବିଆଇ ତଦନ୍ତ ନିମନ୍ତେ ବିଜେପି କଳାହାଂଡି କୃଷକ ମୋର୍ଚ୍ଚା ପକ୍ଷରୁ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ବିଜେପି ସରକାର କ୍ଷମତାକୁ ଆସିବାପରେ ଚାଷୀଙ୍କ ଆୟ ଦ୍ବିଗୁଣିତ କରିବା ପାଇଁ ଅନେକ କଲ୍ୟାଣକାରୀ ଯୋଜନା ପ୍ରଣୟନ କରିଛନ୍ତି। ଏହିସବୁ ଯୋଜନାରେ ଦେଶର ସମସ୍ତ ରାଜ୍ୟର ଚାଷୀମାନେ ଉପକୃତ ହେଉଥିବାବେଳେ ଓଡ଼ିଶାର ଚାଷୀମାନେ ଏଥିରୁ ବଞ୍ଚିତ ହେଉଛନ୍ତି। ରାଜ୍ୟରେ ନବୀନ ପଟନାୟକଙ୍କ ୨୪ ବର୍ଷର ଶାସନ କାଳରେ ଦୁର୍ନୀତି ଓ ଶୋଷଣ, ଭ୍ରଷ୍ଟାଚାର ଚାଷୀଙ୍କ ଦୁଃଖ ବଢ଼ାଇ ଦେଇଛି। ଓଡିଶାକୁ ଆସୁଥିବା କୃଷକ କଲ୍ୟାଣକାରୀ ଯୋଜନାକୁ ଶାସନ ଓ ପ୍ରଶାସନ ଦ୍ୱାରା ହରିଲୁଟ କରାଯାଉଛି। ଓଡ଼ିଶାରେ ଚଳିତ ଖରିଫ ଋତୁରେ ଧାନ କିଣାରେ ବ୍ୟାପକ ଦୁର୍ନୀତି ଓ ଅବ୍ୟବସ୍ଥା ଦେଖାଦେଇଛି। ମିଲର, ଶାସକ ଦଳ ନେତା ଓ ପ୍ରଶାସନ କଳର ସଲାସୁତୁରାରେ ଚାଷୀଙ୍କୁ ଶୋଷଣ କରାଯାଉଥିବାରୁ ଚାଷୀ ଆତ୍ମହତ୍ୟା କରିବାକୁ ବାଧ୍ୟ ହେଉଛି। ଓଡ଼ିଶାର ଚାଷୀଙ୍କ ଆର୍ଥିକ ଅଧୋଗତି ଘଟି ସେମାନେ ଗରିବରୁ ଅତି ଗରିବ ହେଉଛନ୍ତି।

ରାଜ୍ୟର ମଣ୍ଡିଗୁଡିକରେ ସରକାରଙ୍କ ପକ୍ଷରୁ ଧାନ କିଣା ସମୟରେ କୁଇଣ୍ଟାଲ ପିଛା ୫ ରୁ ୧୦ କିଲୋ କଟନୀ ଛଟଣୀ କରାଯାଉଛି। ତାହାସହିତ ଚାଷୀକୁ ସୁତୁଲୀ ଓ ବସ୍ତା ଦିଆଯାଉନାହିଁ। ମଣ୍ଡିରେ ଧାନ ଓଜନ କରିବା ଓ ଅନଲୋଡ଼ କରିବା ନାମରେ ଚାଷୀଠାରୁ କୁଇଣ୍ଟାଲ ପିଛା ୧୦ ଟଙ୍କା ଆଦାୟ କରାଯାଉଛି। ଓଡ଼ିଶାରେ ୯୮ ଭାଗ ଧାନ ମଣ୍ଡିରେ ଭିତ୍ତିଭୂମି ନାହିଁ। ଧାନ ସୁରକ୍ଷିତ ରଖିବାକୁ ଗୋଦାମ ଘର, ପାଚେରୀ ଓ ଚାଷୀ ବିଶ୍ରାମ ଗୃହ ନାହିଁ। ଶୌଚ ହେବାକୁ ପାଇଖାନା ଓ ପିଇବା ପାଣି ସୁବିଧା ବି ନାହିଁ। କହିବାକୁ ଗଲେ ଓଡିଶା ସରକାର ନାହିଁ ନାହିଁରେ ଚାଲିଛି। ତେଣୁ ମହାମହିମ ରାଜ୍ୟପାଳ ତାଙ୍କ ସାମ୍ବିଧାନିକ କ୍ଷମତା ପ୍ରୟୋଗ କରି ଚାଷୀଙ୍କ ସମସ୍ୟା ସମାଧାନ କରିବା ଦିଗରେ ପଦକ୍ଷେପ ନେବା ଓ ଧାନ କିଣା ଦୁର୍ନୀତିର ସିବିଆଇ ତଦନ୍ତ କରାଇବାକୁ ବିଜେପି କୃଷକ ମୋର୍ଚ୍ଚା ଜିଲ୍ଲା ସଭାପତି କେଶରୀ ଦୁର୍ଗାଙ୍କ ନେତୃତ୍ୱରେ ରାଜ୍ୟ ସମ୍ପାଦକ ମନୋଜ ସାହୁ, ସାଧାରଣ ସମ୍ପାଦକ ସୁଧୀର ମୁଣ୍ଡ, ବିଜେପି ନେତ୍ରୀ ଡ଼ ସୁନୀତି ମୁଣ୍ଡ, ଜୟ ଶଙ୍କର ନାୟକ, ସନ୍ତୋଷ ବିଶି, ଶୈଳ ପରିଡା, ବସନ୍ତ ପୁରୋହିତ, ଡୋଲାମଣି ନାୟକ ଓ ବିଭୀଷଣ ନାୟକ ପ୍ରମୁଖ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ପୁଇଁନ୍ତଲା ବ୍ଲକ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା   07-May-2026
  ଜିଲ୍ଲା  
ସାମାଜିକ ସୁରକ୍ଷା ଯୋଜନା ପ୍ରତି ଧ୍ୟାନ ଦିଅନ୍ତୁ ପ୍ରଶାସନ - ନରସିଂହ   07-May-2026
  ଜିଲ୍ଲା  
ପ୍ରେମରେ ଅସଫଳ ହେବାରୁ ପ୍ରେମୀ ଯୁଗଳ ଙ୍କ ଆତ୍ମହତ୍ୟା l   07-May-2026
  ରାଜ୍ୟ  
ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   07-May-2026
  ଜିଲ୍ଲା  
ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ   07-May-2026
  ଜିଲ୍ଲା  
ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   07-May-2026
  ଜିଲ୍ଲା  
ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   07-May-2026
  ଜିଲ୍ଲା  
*ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   07-May-2026
  ଜିଲ୍ଲା  
ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା   07-May-2026
  ଜିଲ୍ଲା  
ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   07-May-2026
  ଜିଲ୍ଲା  
କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   07-May-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   07-May-2026

You Might Also Like