-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ଧାନ କ୍ରୟରେ ଅନିୟମିତତାର ସିବିଆଇ ତଦନ୍ତ ଦାବିରେ ରାଜ୍ୟପାଳଙ୍କୁ ଦାବିପତ୍ର

30-Jan-2024



ନର୍ଲା (ସଞ୍ଜିବ ଦାସ)
 ରାଜ୍ୟରେ ଚାଷୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ଓ ଧାନ କ୍ରୟ ରେ ହେଉଥିବା ଅନିୟମିତତାର ସିବିଆଇ ତଦନ୍ତ ନିମନ୍ତେ ବିଜେପି କଳାହାଂଡି କୃଷକ ମୋର୍ଚ୍ଚା ପକ୍ଷରୁ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ବିଜେପି ସରକାର କ୍ଷମତାକୁ ଆସିବାପରେ ଚାଷୀଙ୍କ ଆୟ ଦ୍ବିଗୁଣିତ କରିବା ପାଇଁ ଅନେକ କଲ୍ୟାଣକାରୀ ଯୋଜନା ପ୍ରଣୟନ କରିଛନ୍ତି। ଏହିସବୁ ଯୋଜନାରେ ଦେଶର ସମସ୍ତ ରାଜ୍ୟର ଚାଷୀମାନେ ଉପକୃତ ହେଉଥିବାବେଳେ ଓଡ଼ିଶାର ଚାଷୀମାନେ ଏଥିରୁ ବଞ୍ଚିତ ହେଉଛନ୍ତି। ରାଜ୍ୟରେ ନବୀନ ପଟନାୟକଙ୍କ ୨୪ ବର୍ଷର ଶାସନ କାଳରେ ଦୁର୍ନୀତି ଓ ଶୋଷଣ, ଭ୍ରଷ୍ଟାଚାର ଚାଷୀଙ୍କ ଦୁଃଖ ବଢ଼ାଇ ଦେଇଛି। ଓଡିଶାକୁ ଆସୁଥିବା କୃଷକ କଲ୍ୟାଣକାରୀ ଯୋଜନାକୁ ଶାସନ ଓ ପ୍ରଶାସନ ଦ୍ୱାରା ହରିଲୁଟ କରାଯାଉଛି। ଓଡ଼ିଶାରେ ଚଳିତ ଖରିଫ ଋତୁରେ ଧାନ କିଣାରେ ବ୍ୟାପକ ଦୁର୍ନୀତି ଓ ଅବ୍ୟବସ୍ଥା ଦେଖାଦେଇଛି। ମିଲର, ଶାସକ ଦଳ ନେତା ଓ ପ୍ରଶାସନ କଳର ସଲାସୁତୁରାରେ ଚାଷୀଙ୍କୁ ଶୋଷଣ କରାଯାଉଥିବାରୁ ଚାଷୀ ଆତ୍ମହତ୍ୟା କରିବାକୁ ବାଧ୍ୟ ହେଉଛି। ଓଡ଼ିଶାର ଚାଷୀଙ୍କ ଆର୍ଥିକ ଅଧୋଗତି ଘଟି ସେମାନେ ଗରିବରୁ ଅତି ଗରିବ ହେଉଛନ୍ତି।

ରାଜ୍ୟର ମଣ୍ଡିଗୁଡିକରେ ସରକାରଙ୍କ ପକ୍ଷରୁ ଧାନ କିଣା ସମୟରେ କୁଇଣ୍ଟାଲ ପିଛା ୫ ରୁ ୧୦ କିଲୋ କଟନୀ ଛଟଣୀ କରାଯାଉଛି। ତାହାସହିତ ଚାଷୀକୁ ସୁତୁଲୀ ଓ ବସ୍ତା ଦିଆଯାଉନାହିଁ। ମଣ୍ଡିରେ ଧାନ ଓଜନ କରିବା ଓ ଅନଲୋଡ଼ କରିବା ନାମରେ ଚାଷୀଠାରୁ କୁଇଣ୍ଟାଲ ପିଛା ୧୦ ଟଙ୍କା ଆଦାୟ କରାଯାଉଛି। ଓଡ଼ିଶାରେ ୯୮ ଭାଗ ଧାନ ମଣ୍ଡିରେ ଭିତ୍ତିଭୂମି ନାହିଁ। ଧାନ ସୁରକ୍ଷିତ ରଖିବାକୁ ଗୋଦାମ ଘର, ପାଚେରୀ ଓ ଚାଷୀ ବିଶ୍ରାମ ଗୃହ ନାହିଁ। ଶୌଚ ହେବାକୁ ପାଇଖାନା ଓ ପିଇବା ପାଣି ସୁବିଧା ବି ନାହିଁ। କହିବାକୁ ଗଲେ ଓଡିଶା ସରକାର ନାହିଁ ନାହିଁରେ ଚାଲିଛି। ତେଣୁ ମହାମହିମ ରାଜ୍ୟପାଳ ତାଙ୍କ ସାମ୍ବିଧାନିକ କ୍ଷମତା ପ୍ରୟୋଗ କରି ଚାଷୀଙ୍କ ସମସ୍ୟା ସମାଧାନ କରିବା ଦିଗରେ ପଦକ୍ଷେପ ନେବା ଓ ଧାନ କିଣା ଦୁର୍ନୀତିର ସିବିଆଇ ତଦନ୍ତ କରାଇବାକୁ ବିଜେପି କୃଷକ ମୋର୍ଚ୍ଚା ଜିଲ୍ଲା ସଭାପତି କେଶରୀ ଦୁର୍ଗାଙ୍କ ନେତୃତ୍ୱରେ ରାଜ୍ୟ ସମ୍ପାଦକ ମନୋଜ ସାହୁ, ସାଧାରଣ ସମ୍ପାଦକ ସୁଧୀର ମୁଣ୍ଡ, ବିଜେପି ନେତ୍ରୀ ଡ଼ ସୁନୀତି ମୁଣ୍ଡ, ଜୟ ଶଙ୍କର ନାୟକ, ସନ୍ତୋଷ ବିଶି, ଶୈଳ ପରିଡା, ବସନ୍ତ ପୁରୋହିତ, ଡୋଲାମଣି ନାୟକ ଓ ବିଭୀଷଣ ନାୟକ ପ୍ରମୁଖ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like