-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ଗାନ୍ଧୀସ୍ମୃତିକମିଟି ପକ୍ଷରୁ ଗାନ୍ଧୀତିରୋଧାନ ଦିବସ ପାଳିତ, ଗାନ୍ଧୀବିଚାର ଅମର,ଏହା ଯୁଗ ଯୁଗ ଧରି ରହିବ-ସ୍ମୃତିକମିଟି

30-Jan-2024



ବଲାଙ୍ଗୀର(ଚିତ୍ରସେନ ବେହେରା)-ମହାତ୍ମାଗାନ୍ଧୀଙ୍କୁ ହତ୍ୟା କରାଯାଇପାରେ କିନ୍ତୁ ଗାନ୍ଧୀବିଚାରକୁ ନୁହେଁ । ଗାନ୍ଧୀବିଚାର ଚିରଅମର ଓ ଏହା ଆଗାମୀ ଯୁଗ ଯୁଗ ଧରି ଜନମାନସରେ ରହିବ ବୋଲି ଆଜି ସ୍ଥାନୀୟ ଗାନ୍ଧୀଭବନଠାରେ ଆୟୋଜିତ ମହାତ୍ମାଗାନ୍ଧୀଙ୍କ ତିରୋଧାନ ଦିବସରେ ବକ୍ତାଗଣ ମତବ୍ୟକ୍ତ କରିଛନ୍ତି । ବଲାଙ୍ଗୀର ଗାନ୍ଧୀସ୍ମୃତିକମିଟି ପକ୍ଷରୁ ସାମ୍ବାଦିକ ଯୁଧିଷ୍ଠିର ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସ୍ମୃତିଚାରଣ ସଭାରେ ବିଶିଷ୍ଟ ସୂଚନାଅଧିକାର କର୍ମି ହେମନ୍ତ ପଣ୍ଡା,ବରିଷ୍ଠ ନାଗରିକ ଗୋପଭୂଷଣ ନାଥ,ମନୋରଂଜନ ପୁରୋହିତ,ନରେନ୍ଦ୍ର କବାଟ,ପ୍ରେସକ୍ଲବ ସଭାପତି ଅରୁଣ ମିଶ୍ର,ତକ୍ଷକର ସଂପାଦକ ବିଶ୍ୱମୟ ପୂଜାହାରୀ,ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା,ବୀରେନ୍ଦ୍ର ଝାଙ୍କର,ବିଭୁକଲ୍ୟାଣ ଗଡତ୍ୟା ଯୋଗଦେଇ ଗାନ୍ଧୀଙ୍କ ସ୍ମୃତିଚାରଣ କରିଥିଲେ । ହେମନ୍ତ ପଣ୍ଡା ତାଙ୍କ ବକ୍ତବ୍ୟରେ ଆଜି ଯୁଦ୍ଧଖୋର ବିଶ୍ୱରେ  ଗାନ୍ଧୀଙ୍କ ବାଣୀର ଯଥେଷ୍ଟ ପ୍ରାସଙ୍ଗିକତା ରହିଛି । ଗାନ୍ଧୀଙ୍କ ଶାନ୍ତି,ଅହିଂସା ଓ ସତ୍ୟର ମାର୍ଗହିଁ ବିଶ୍ୱକୁ ସତମାର୍ଗ ପ୍ରଦର୍ଶନ କରିବ ବୋଲି ଶ୍ରୀ ପଣ୍ଡା କହିଥିଲେ ।  ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା ଗାନ୍ଧୀବିଚାର ଭାରତକୁ ବିଶ୍ୱଦରବାରରେ ଉତ୍କର୍ଷତା ଦେଇଛି । କିନ୍ତୁ ଆଜିର ଯୁବପିଢୀଙ୍କୁ ଭୁଲବାର୍ତ୍ତାଦେଇ ପଥଭ୍ରଷ୍ଟ କରାଯାଉଛି । ଏହାକୁ ପ୍ରତିରୋଧ କରିବାକୁ ହେଲେ ଗାନ୍ଧୀ ଓ ଗାନ୍ଧୀବିଚାରକୁ ପଢିବାକୁ ପଡିବ ବୋଲି ଆହ୍ୱାନ ଦେଇଥିଲେ । ସେହିପରି ସାମ୍ବାଦିକ ବୀରେନ୍ଦ୍ର ଝାଙ୍କର ତାଙ୍କ ବକ୍ତବ୍ୟରେ ଗାନ୍ଧୀଙ୍କ ଅହିଂସା ଆନ୍ଦୋଳନ ପୂର୍ବରୁ ଭାରତବର୍ଷରେ ହଜାର ହଜାର ବର୍ଷ ପୂର୍ବରୁ ଅହିଂସାର ପ୍ରଚାର ହୋଇଥିଲା । ବୁଦ୍ଧ,ଜୈନ ଓ ଅନ୍ୟାନ୍ୟ ମହାମନୀଷି ଏହାର ପ୍ରଚାର କରିଥିଲେ । ତେବେ ଗାନ୍ଧୀବାଦରେ ଅସୁୟାତ୍ୟାଗ କରି ପରସ୍ପର ମଧ୍ୟରେ ସହନଶୀଳ ହେଲେ ଶାନ୍ତିପ୍ରତିଷ୍ଠା ହୋଇପାରିବ ବୋଲି କହିଥିଲେ । ଶେଷରେ ସାମ୍ବାଦିକ ବିଭୁକଲ୍ୟାଣ ଗଡତ୍ୟା ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରଶାନ୍ତ ମହାକୁର,ଗାନ୍ଧୀଭବନର ପାଠକମଞ୍ଚର ଶତାଧିକ ଛାତ୍ରଛାତ୍ରୀ ଉପସ୍ଥିତ ରହି ସହଯୋଗ କରିଥିଲେ । 
ପୁଣି ବିବାଦରେ ବିବିଏମସିଏଚ ହସପିଟାଲ..
 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like