-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   (07-May-2026)       ||      *ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   (07-May-2026)       ||      ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା    (07-May-2026)       ||      ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   (07-May-2026)       ||      କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   (07-May-2026)       ||      ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   (07-May-2026)       ||      ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ    (07-May-2026)       ||      କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||     

HOME   ଜିଲ୍ଲା

ଜିଲାସ୍ତରୀୟ ଜୁନିଅର ରେଡକ୍ରସ ପ୍ରଶିକ୍ଷଣ ଶିବିର ଉଦଯାପିତ , ୧୨ ଜଣ ଛାତ୍ରୀଛାତ୍ର ରାଜ୍ୟସ୍ତରକୁ ମନୋନୀତ

30-Jan-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ା ସମଲେଶ୍ୱରୀ ସରକାରୀ ହାଇସ୍କୁଲ ଆଦର୍ଶ ଖେଳ ପଡିଆରେ ୨ ଦିନ ଧରି ଚାଲିଥିବା ଜିଲା ସ୍ତରୀୟ ଜୁନିଅର ରେଡକ୍ରସ ପ୍ରଶିକ୍ଷଣ ଶିବିର ଇତିମଧ୍ୟରେ ମୁଖ୍ୟଅତିଥିଙ୍କ ଦ୍ଵାରା ଉଦଯାପିତ ହୋଇଯାଇଛି l ଜିଲ୍ଲା ଶିକ୍ଷାବିଭାଗ ଦ୍ଵାରା ଆୟୋଜିତ କାର୍ଯ୍ୟକ୍ରମରେ  ଜିଲା ଶିକ୍ଷାଧିକାରୀ ଗେନ୍ଦ୍ରା କୁଜୁର ଙ୍କ  ସଭାପତିତ୍ବରେ ଅନୁଷ୍ଠିତ ସଭାରେ କଣ୍ଟାମାଳ ବିଧାୟକ ତଥା ଯୋଜନା ବୋର୍ଡର ଅଧ୍ୟକ୍ଷ ମହିଧର ରଣା ମୁଖ୍ୟଅତିଥି, ୧ନଂଜୋନର ଜିଲ୍ଲା ପରିଷଦ ସଦସ୍ୟା ସୁମିତ୍ରା ସାହୁ, ବୌଦ୍ଧ ଗୋଷ୍ଠୀ ଶିକ୍ଷାଧିକାରୀ ଉପେନ୍ଦ୍ର

ପ୍ରଧାନ, ଆୟୋଜକ କମିଟିର ସଂପାଦକ ତଥା ସ୍ଥାନୀୟ ହାଇ ସ୍କୁଲର ପ୍ରଧାନଶିକ୍ଷକ ପିତବାସ ପଣ୍ଡା, ଶାରୀରିକ ଶିକ୍ଷା ନିର୍ଦ୍ଦେଶକ ଆନନ୍ଦ ବେହେରା ଓ ବୌଦ୍ଧ ଜୁନିଅର ରେଡକ୍ରସ ଅଧିକାରୀ ନବ କିଶୋର ଦୀପ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସ୍ୱାସ୍ଥ୍ୟର ଯତ୍ନ ନେବା ସହ ସେବା ଓ ବନ୍ଧୁତା ରଖିଲେ ଜୀବନ ସାର୍ଥକ ହୋଇଥାଏ ଏବଂ ଉଚ୍ଚ ଅଭିଳାଷୀ ହେଲେ ଲକ୍ଷ୍ୟ ହାସଲ କରିବା ସହଜ ହୋଇଥାଏ ବୋଲି ମତ ରଖିଥିଲେ l ପରିଶେଷରେ ପ୍ରଶିକ୍ଷଣ ଶିବିରରେ ଅନୁଷ୍ଠିତ ନାଚ, ଗୀତ, ବକୃତା, ପ୍ରଦର୍ଶନୀ ବିଭିନ୍ନ ପ୍ରତୀଯୋଗୀତାରେ କୃତିତ୍ଵ ହାସଲ କରିଥିବା ୧୨ ଜଣ ଛାତ୍ରଛାତ୍ରୀଙ୍କୁ ମାନପତ୍ର ସହ ରାଜ୍ୟସ୍ତରୀୟ ଜୁନିଅର ରେଡକ୍ରସ ପାଇଁ ମନୋନୀତ ହୋଇଛନ୍ତି। ସେମାନେ ହେଲେ ପ୍ରିୟଙ୍କା ଭୁକ୍ତା, ପ୍ରିୟମ୍ବଦା ସାହୁ, ସ୍ଵସ୍ତିକ ରଣା, ପ୍ରତ୍ୟୁଷ ପ୍ରିୟଦର୍ଶନୀ କୁମ୍ଭାର, ଚନ୍ଦ୍ରମା ସାହୁ, ପ୍ରତିଭା ସାହୁ, ଅଙ୍କିତ ପ୍ରଧାନ, ସୁନେଲି ମିଶ୍ର, ଦେବାନନ୍ଦ ବିଶି,

ଅନୁଭବ ମେହେର, ରେଶ୍ମା ମାଝୀ, ଓ ଅରୁଣ ମିଶ୍ର  ।ଶିକ୍ଷକ ବନମାଳୀ ମେହେର ମଞ୍ଚ ପରିଚାଳନା କରିଥିବା ସ୍ଥଳେ ନବକିଶୋର ଦୀପ ଧନ୍ୟବାଦ ପ୍ରଦାନ କରିଥିଲେ l ସଭା ପ୍ରାରମ୍ଭରେ ବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ୱାରା ସ୍ୱାଗତ ସଂଗୀତ ପରିବେଷଣ କରାଯାଇଥିଲା l ଉକ୍ତ ଶିବିରରେ ସ୍ଥାନୀୟ ହାଇ ସ୍କୁଲର ସମସ୍ତ ଶିକ୍ଷକ କମିଚାରୀ ଓ ଜିଲ୍ଲାର ଉପସ୍ଥିତ ଶିକ୍ଷକ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   07-May-2026
  ଜିଲ୍ଲା  
*ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   07-May-2026
  ଜିଲ୍ଲା  
ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା   07-May-2026
  ଜିଲ୍ଲା  
ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   07-May-2026
  ଜିଲ୍ଲା  
କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   07-May-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   07-May-2026
  ରାଜ୍ୟ  
ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ   07-May-2026
  ଜିଲ୍ଲା  
କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   06-May-2026
  ରାଜ୍ୟ  
ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   06-May-2026
  ଜିଲ୍ଲା  
*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   06-May-2026
  ଜିଲ୍ଲା  
ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   06-May-2026
  ରାଜ୍ୟ  
ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   06-May-2026

You Might Also Like