-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||     

HOME   ଜିଲ୍ଲା

ଅବହେଳିତ ଆଦିବାସୀ ଗ୍ରାମ ବୁଦେଲପଦର୍ କୁ ପରିଦର୍ଶନ କଲେ ସମାଜସେବୀ ବାବୁଲି ମଣ୍ଡଳ

30-Jan-2024



ନର୍ଲା (ଦିପକ କୁମାର ସାହୁ )
ନର୍ଲା ବ୍ଲକ ସର୍ଗିଗୁଡା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଅବହେଳିତ ସମସ୍ୟା ବହୁଳ ବୁଦେଳପଦର୍ ଗ୍ରାମକୁ ଆଜି ଅପରାହ୍ନ ୪ ଘଣ୍ଟା ସମୟରେ ସମାଜସେବୀ ଚିତ୍ତରଞ୍ଜନ ମଣ୍ଡଳ ତଥା ରାଜ୍ୟ ବିଜେଡି ସମ୍ପାଦକ ଓ ନର୍ଲା ନିର୍ବାଚନ ମଣ୍ଡଳୀ ସଭାପତି ଅଚାନକ ଗ୍ରସ୍ତ ରେ ଆସି ବୁଦେଲପଦର୍ ଗ୍ରାମରେ ପହଞ୍ଚିଥିଲେ ଏବଂ ଗ୍ରାମର ସମସ୍ତ ଅବାଳ ବୃଦ୍ଧ ବନିତା ଙ୍କ ଗହଣରେ କିଛି ସମୟ ଭାବର ଆଦାନ ପ୍ରଦାନ କରିଥିଲେ ଏପରି ସ୍ଥଳେ ଗ୍ରାମବାସୀ ମାନେ ଶ୍ରୀ ମଣ୍ଡଳ ଙ୍କୁ ଗ୍ରାମରେ ଥିବା ବିଭିନ୍ନ ସମସ୍ୟା ରାସ୍ତା ଘାଟ ପାନୀୟ ଜଳ ଶିକ୍ଷା ସ୍ବାସ୍ଥ୍ୟ ବିଷୟରେ ଅବଗତ କରାଇଥିଲେ ଏବଂ ସମସ୍ତ ସମସ୍ୟା ମୁଖ୍ୟମନ୍ତ୍ରୀ ଙ୍କ ଦୃଷ୍ଟି ଆକର୍ଷଣ କରି ଜିଲ୍ଲା ପ୍ରଶାସନ ର ସହଯୋଗ ରେ ସମାଧାନ କରାଯିବ ବୋଲି ଶ୍ରୀ ମଣ୍ଡଳ ସ୍ଥାନୀୟ ଲୋକଙ୍କୁ ଆଶ୍ଵାସନା ପ୍ରଦାନ କରିଛନ୍ତି

ବିଶେଷ କରି ଗ୍ରାମକୁ ଭଲ ରାସ୍ତା ନ ଥିବାରୁ ଗମନାଗମନ ପାଇଁ ବୁଦେଲପଦର୍ ଠାରୁ ତୁଳା ଗାଁ ଓ ବେହେରାପାଟି ରାଜରାସ୍ତାକୁ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ରେ ଅନ୍ତର୍ଭୁକ୍ତ କରି ରାସ୍ତା ସମସ୍ୟା ଦୂର କରାଯାଇପାରିବ ବୋଲି ମତ ପ୍ରକାଶ କରିଛନ୍ତି ଏହି କ୍ରମରେ ଗ୍ରାମର ଶତାଧିକ ପରିବାର କୁ ଶୀତୁଆ କମ୍ବଳ ବଣ୍ଟନ କରାଯାଇଥିବା ବୁଦେଲପଦର୍ ଗ୍ରାମର ୱାର୍ଡ ସଭ୍ୟା ସୁର୍ଯ୍ୟକାନ୍ତୀ ମାଝୀ ସୂଚନା ଦେଇଛନ୍ତି ଏହି ଗ୍ରାମରେ ଶତାଧିକ ଗ୍ରାମବାସୀ ଙ୍କ ସମେତ ସର୍ଗିଗୁଡ଼ା ଗ୍ରାମ ପଞ୍ଚାୟତ ର ପୂର୍ବତନ ସମିତି ସଭ୍ୟ କୁମୁଦ ଚନ୍ଦ୍ର ନାଏକ , ଶତୃଘ୍ନ ସେନାପତି ବରିଷ୍ଠ ନାଗରିକ ଗଜିନ୍ଦ୍ର ପଧାନ ଓ ଦୟା ମାଝୀ ପ୍ରମୁଖ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026

You Might Also Like