-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ଆଜି ଯୋଗ ଦେଲେ ସୁବର୍ଣ୍ଣପୁର ନୂତନ ଜିଲ୍ଲାପାଳ ଆଇ ଏ ଏସ ଅନ୍ୟା ଦାଶ*- ଜିଲ୍ଲାର ସାମଗ୍ରିକ ବିକାଶ ଉପରେ ଗୁରିତ୍ୱାରୋପ -

30-Jan-2024



ସୁବର୍ଣ୍ଣପୁର ( ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର  ଜିଲ୍ଲାପାଳ ଭାବେ ୨୦୧୯ ଵ୍ୟାଚ୍ ର ଆଇଏଏସ ଅଫିସର ଶ୍ରୀମତୀ ଅନ୍ୟା ଦାସ ଆଜି ପୂର୍ବାହ୍ନ ରେ ଯୋଗଦାନ ପୂର୍ବକ କାର୍ଯ୍ୟାଭାର ଗ୍ରହଣ କରିଛନ୍ତି  l ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଶ୍ୱିନୀ କୁମାର ମେହେର, ସମସ୍ତ ବିଭାଗୀୟ ଅଧିକାରୀ, କର୍ମଚାରୀ ତଥା ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଜିଲ୍ଲାପାଳ ଙ୍କୁ କାର୍ଯ୍ୟାଳୟରେ ସ୍ୱାଗତ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ l ପରେ ପରେ ନୂତନ ଜିଲ୍ଲାପାଳ ଙ୍କ ସହ ଅଧିକାରୀ ଓ କର୍ମଚାରୀ ବୃନ୍ଦ ସୌଜନ୍ୟ ସାକ୍ଷତ କରିଥିଲେ l ସେ ଏହି ପରିପ୍ରେକ୍ଷୀରେ ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଆନ୍ତରିକତାର ସହ କାର୍ଯ୍ୟ କରିବାକୁ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି l ଜିଲ୍ଲାର ପ୍ରତ୍ୟକ ବିଭାଗ ନିଜ ବିଭାଗୀୟ କାର୍ଯ୍ୟକ୍ରମର ଲାଭ ଯେପରି ସମସ୍ତ ହିତାଧିକାରୀ ଙ୍କ ପାଖରେ ପହଞ୍ଚି ପାରିବ ସେଥିପାଇଁ ଯତ୍ନବାନ ହେବାକୁ ପରାମର୍ଶ ଦେଇଛନ୍ତି l ପୁନଶ୍ଚ ପ୍ରତ୍ୟକ ଅଧିକାରୀ,କର୍ମଚାରୀ ନିଜ ନିଜ କାର୍ଯ୍ୟରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ହେବାକୁ ଗୁରୁତ୍ୱାରୋପ କରିଛନ୍ତି ଜିଲ୍ଲାପାଳ ଶ୍ରୀମତୀ ଦାଶ l ପରେ ପରେ ଜିଲ୍ଲାପାଳ ଜିଲ୍ଲାସ୍ତରୀୟ ଗଣମାଧ୍ୟମ ପ୍ରତିନିଧି ଙ୍କ ସହ ସାକ୍ଷତ ଆଲୋଚନା ସମୟରେ  ଜିଲ୍ଲା ର ଶିକ୍ଷା ସ୍ବାସ୍ଥ୍ୟ,କୃଷି, ପର୍ଯ୍ୟଟନ ସହିତ ସହର ର ଟ୍ରାଫିକ ବ୍ୟବସ୍ଥାର ସୁଧାର ତଥା ଅପହଞ୍ଚ ଅଞ୍ଚଳର ମୌଳିକ ସମସ୍ୟାର ତ୍ୱରିତ କାର୍ଯ୍ୟାନୁଷ୍ଠାନ ସହ ବିକାଶ କ୍ଷେତ୍ରରେ ଗୁରୁତ୍ଵ ପ୍ରଦାନ ପୂର୍ବକ କାର୍ଯ୍ୟ କରିବାକୁ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି l ଏହା ସହିତ ଜିଲ୍ଲା ର ସମଗ୍ର ବିକାଶ ପାଇଁ ମିଡିଆ ଓ ଜନ ସାଧାରଣଙ୍କ ସହଯୋଗ ଲୋଡ଼ିଛନ୍ତି l ଏହା  ପୂର୍ବରୁ ସେ ବାରିପଦା ଉପଜିଲ୍ଲାପାଳ, ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସେ ଦକ୍ଷତାର ସହିତ ଦାୟିତ୍ୱ ନିର୍ବାହ କରିଥିଲେ  l ଅପରାହ୍ନ ରେ ଜିଲ୍ଲପାଳ ଶ୍ରୀମତୀ ଦାଶ ଜିଲ୍ଲାପାଳ କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ ବିଭାଗ ବୁଲି ଦେଖି ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like