-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||     

HOME   ରାଜ୍ୟ

ରାଜ୍ୟ ସ୍ତରୀୟ କନିଷ୍ଠ ରେଡକ୍ରସ୍ ଶିକ୍ଷା ଓ ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ

30-Jan-2024



ଭୁବନେଶ୍ୱର (ପ୍ରେରଣା ଖବର ) : ଭାରତୀୟ ରେଡକ୍ରସ୍ ସୋସାଇଟି, ଓଡ଼ିଶା ରାଜ୍ୟ ଶାଖାର ଅବୈତନିକ ସଚିବଙ୍କ ତତ୍ତ୍ୱବାଧାନରେ ଏକ ପଞ୍ଚଦିବସୀୟ ରାଜ୍ୟସ୍ତରୀୟ କନିଷ୍ଠ ରେଡକ୍ରସ ଶିକ୍ଷା ଓ ପ୍ରଶିକ୍ଷଣ ଶିବିର ଭୁବନେଶ୍ୱରସ୍ଥିତ ନୀଳାଚଳ ପଲିଟେକନିକ୍ ମହାବିଦ୍ୟାଳୟ ପରିସରରେ ଉଦ୍‌ଘାଟନ ହୋଇଯାଇଅଛି । ମୁଖ୍ୟଅତିଥି ଭାବରେ ଅବୈତନିକ ସମ୍ପାଦକ ବିଭୂତି ଭୂଷଣ ପଟ୍ଟନାୟକ ପତାକା ଉତ୍ତୋଳନ କରି ଶିବିରକୁ ଶୁଭାରମ୍ଭ କରିଥିଲେ। 

ପରେ ଅନୁଷ୍ଠିତ ସଭାରେ ସମ୍ପାଦକ ଜୁନିଅର୍ ରେଡ୍ କ୍ରସର ସ୍ବେଛାସେବୀ ମାନଙ୍କୁ ନିଶା ନିବାରଣ,ସଡକ ସୁରକ୍ଷା ନିୟମ ପାଳିବା ,ଉନ୍ନତ ଜୀବନ ଶୈଳୀ ପାଇଁ ଜଙ୍କ ଫୁଡ ଠାରୁ ଦୂରେଇ ରହିବା ସର୍ବୋପରି ପାଠ ପାଢିବା ସହିତ ସମାଜ ସେବା ପାଇଁ ଦିଗଦର୍ଶନ ଦେଇଥିଲେ । ମେଡିକାଲ ଅଧିକାରୀ ରାଘୁନାଥ ବେହୁରା ଶାରିରୀକ ସୁସ୍ଥତା ଉପରେ ଅବଗତ କରିବା ସହବ ରକ୍ତଦାନ ମହାପୁଣ୍ୟ ବିଷୟରେ ସୂଚନା ଦେଇଥିଲେ । ଓଡିଶା ଶାଖା ଯୁବ ରେଡକ୍ରସ ଅଧିକାରୀ ରମେଶ ଚନ୍ଦ୍ର ବେହେରା ଶିବିରରେ ଯୋଗ ଦେଇ ସ୍ଵେଚ୍ଛାସେବୀମାନଙ୍କୁ ବଡ଼ ମଣିଷ ହେବା ଅପେକ୍ଷା, ଜଣେ ଭଲ ମଣିଷ ହେବା ଶ୍ରେୟଷ୍କର ବୋଲି ମତପ୍ରକାଶ କରିଥିଲେ ।ସମ୍ମାନିତ ଅତିଥି ଭାବରେ ନୀଳାଚଳ ପଲିଟେକନିକ ମହାବିଦ୍ୟାଳୟର ଅଧ୍ୟକ୍ଷ ବିଷ୍ଣୁ ଚରଣ ପାତ୍ର ଯୋଗଦେଇ ରେଡକ୍ରସ ଏକ ଅନ୍ତର୍ଜାତୀୟ ସଂସ୍ଥାର ମହନୀୟତା ବିଷୟରେ ବୁଝାଇଥିଲେ ।  ରାଜ୍ୟ ଜୁନିୟର ରେଡକ୍ରସ୍ ଅଧିକାରୀ ଲକ୍ଷ୍ମଣ ସ୍ୱାଇଁ ପଞ୍ଚଦିବସୀୟ ପ୍ରଶିକ୍ଷଣ ଶିବିରର କାର୍ଯ୍ୟସୂଚୀ ଉପରେ ଅବଗତ କରାଇଥିଲେ । 

କାର୍ଯ୍ୟକ୍ରମରେ ରାଜ୍ୟର ୨୭ ଜିଲ୍ଲାରୁ ୪୦୦ରୁ ଅଧିକ ସ୍ଵେଚ୍ଛାସେବୀ ଯୋଗଦେଇଥିଲେ ।  । ପ୍ରାରମ୍ଭରେ କଳାହାଣ୍ଡି ଜିଲ୍ଲା ଜୁନିୟର ରେଡ଼କ୍ରସ ସ୍ୱେଚ୍ଛାସେବୀ ମାନଙ୍କ  ଦ୍ଵାରା ନିଆର ଢଙ୍ଗରେ ଅତିଥିମାନଙ୍କ  ସୁସ୍ବାଗତ କରାଯାଇଥିଲା । କାର୍ଯ୍ୟକ୍ରମକୁ ସାଧନକର୍ମୀ ମୂରଲୀଧର ପରିଡ଼ା ସଂଯୋଜନା କରିଥିବା ବେଳେ କୋରାପୁଟ ଜିଲ୍ଲା ଜୁନୟର ରେଡକ୍ରସ ଅଧିକାରୀ ଓ ବରିଷ୍ଠ ସାଧନକର୍ମୀ  ଯଜ୍ଞେଶ୍ଵର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।ପ୍ରଥମ ଅଧିବେଶନ  ରାଜ୍ୟ ଯୁବ ରେଡକ୍ରସ୍ ସଂଯୋଜକ ଡ. ଗୋପାଳ କୃଷ୍ଣ  ମିଶ୍ର ରେଡକ୍ରସ ଇତିହାସ ବିଷୟରେ ପ୍ରଶିକ୍ଷଣ ଦେଇଥିଲେ ଓ ଓଡିଶା ରାଜ୍ୟ ଏଡ୍ସ  କଣ୍ଟ୍ରୋଲ ସୋସାଇଟି ର ଶ୍ରୀଯୁକ୍ତ ସଞ୍ଜୟ କୁମାର ମହାପାତ୍ର  ଏଚ ଆଇ ଭି  ଏଡ୍ ସ ଓ ତାହାର ନିରାକରଣ ଉପରେ ଆଲୋକପାତ କରିଥିଲେ । ପିଲାଙ୍କୁ ପ୍ରତିଯୋଗିତା ମାଧ୍ୟମରେ ସଚେତନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   06-May-2026
  ରାଜ୍ୟ  
ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   06-May-2026
  ଜିଲ୍ଲା  
*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   06-May-2026
  ଜିଲ୍ଲା  
ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   06-May-2026
  ରାଜ୍ୟ  
ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   06-May-2026
  ରାଜ୍ୟ  
ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   06-May-2026
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026

You Might Also Like