-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ୍ ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

30-Jan-2024



ଆଗଲପୁର, (ପ୍ରେରଣା ଖବର) ଆଗଲପୁର ବ୍ଲକ୍ କାର୍ଯ୍ୟଳୟ ରେ ଯୁଗ୍ମ ଜନ ଶୁଣାଣୀ ଅଭିଯୋଗ ଶିବିର ଅନୁଷ୍ଠିତ ହୋଇଥିଲା l ବ୍ଲକ୍ ରେ ଅନେକ ଥର ଏପରି ଶିବିର ଅନୁଷ୍ଠିତ ହୋଇଥିଲେ ମଧ୍ଯ ଲୋକେ ନ୍ୟାୟ ପାଇବାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଈଛି l ସୂଚନା ରୁ ପ୍ରକାଶ ଯେ ଆଗଲପୁର ବ୍ଲକ ରେ ଅନେକ ଲୋକ ଅଭିଯୋଗ ପତ୍ର ଦାଖଲ କରୁଛନ୍ତି ହେଲେ ପ୍ରକୃତ କାର୍ଯ୍ୟାନୁଷ୍ଠାନ ହେଉନାହିଁ ବୋଲି ଲୋକେ ଅଭିଯୋଗ କରିଛନ୍ତି l ଭରସୁଜା ପଂଚାୟତ ରେ ଦୀର୍ଘ ୮ ମାସ ହେବ ପଞ୍ଚୁ ପଧାନ ନାମକ ଜଣେ ବ୍ୟକ୍ତି ଯିଏ ଆଗଲପୁର ବ୍ଲକ୍ ବିଜେଡି ସଭାପତି ଭରସୁଜା ପଂଚାୟତ ର ମନରେଗା କାର୍ଯ୍ୟ ରେ 30 ଲକ୍ଷ ଟଙ୍କା ର ଦୁର୍ନୀତି ହୋଇଥିବା ଅଭିଯୋଗ ପତ୍ର ଦାଖଲ କରିଥିଲେ l ହେଲେ ଦୀର୍ଘ ୮ ମାସ ହେବ ତାହାର କୌଣସି କାର୍ଯ୍ୟାନୁଷ୍ଠାନ କିମ୍ବା ପଦକ୍ଷେପ ନ ନେବା ଆଶ୍ଚର୍ଯ୍ୟ ର ବିଷୟ ବୋଲି ପ୍ରକାଶ କରିଛନ୍ତି l ଏ ଭିତରେ ଅନେକ ଥର ଅଭିଯୋଗ ଶିବିର ହୋଇଥିଲେ ମଧ୍ୟ ଉକ୍ତ ବିଷୟ ପ୍ରତି କାହାରି ଦୃଷ୍ଟି ପଡୁନାହିଁ l ଶ୍ରୀ ପଞ୍ଚୁ ପଧାନ ଅସନ୍ତୋଷ ପ୍ରକାଶ କରି କହିଛନ୍ତି ଯେ ବିଭାଗୀୟ ଅଧିକାରୀ ତଥା ବ୍ଲକ୍ ଗୋଷ୍ଠୀ ଉନ୍ନୟନ ଅଧିକାରୀ କେହିବି ଦୃଷ୍ଟି ଦେଉ ନାହାନ୍ତି l ସେ ଏ ବାବଦକୁ ନେଇ ଆମକୁ ପ୍ରତିକ୍ରିୟା ଦେଇଛନ୍ତି l ଏ ସମ୍ପର୍କରେ ଉପ ଜିଲ୍ଲାପାଳ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଙ୍କ ପ୍ରତିକ୍ରିୟା ନିଆ ଯାଇଛି l ଏହି କାର୍ଯ୍ୟକ୍ରମ ରେ ଉପ ଜିଲ୍ଲାପାଳ ଶ୍ରୀ ଲମ୍ବୋଦର ଧରୁଆ ,ପୋଲିସ ଅଧିକାରୀ, ବିଡ଼ିଓ କୁଲଦୀପ ମହାନ୍ତି, ସମସ୍ତ ବିଭାଗର ଜିଲ୍ଲା ଅଧିକାରୀ ଉପସ୍ଥିତ ଥିଲେ।ଅଭିଯୋଗ ଶୁଣାଣୀ ଶିବିର ରେ ଅଳ୍ପ ସଂଖ୍ୟକ ଅଭିଯୋଗକାରୀ ମାନଙ୍କୁ ଦେଖିବାକୁ ମିଳିଥିଲା l ଅଭିଯୋଗ ଶୁଣାଣୀ ଶିବିର ରେ ଲୋକଙ୍କ ଅସନ୍ତୋଷ ହେଉ ବା ପ୍ରଚାର ପ୍ରସାର ର ଅଭାବରୁ କମ ସଂଖ୍ୟକ ଲୋକ ବ୍ଲକ୍ ରେ ଦେଖିବାକୁ ମିଳିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026

You Might Also Like