-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||     

HOME   ଜିଲ୍ଲା

ଜ଼ିଲ୍ଲା ପ୍ରଶାସନ (ସାମାଜିକ ସୁରକ୍ଷା ବିଭାଗ) ତରଫରୁ ଶାନ୍ତି କୁଟୀର, ସୋନପୁର ଠାରେ ବିଶ୍ୱ କୁଷ୍ଠ ଦିବସ ପାଳନ

30-Jan-2024



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଜ଼ିଲ୍ଲା ପ୍ରଶାସନ (ସାମାଜିକ ସୁରକ୍ଷା ବିଭାଗ) ତରଫରୁ ଶାନ୍ତି କୁଟୀର, ସୋନପୁର ଠାରେ ବିଶ୍ୱ କୁଷ୍ଠ ଦିବସ ପାଳନ ହୋଇଯାଇଛି l ସକାଳୁ ଜ଼ିଲ୍ଲା ପ୍ରଶାସନ ସ୍ୱଚ୍ଛ ଭାରତ ସଂଗଠନ, ସୋନପୁର ଏବଂ ସାମାଜିକ ସୁରକ୍ଷା ବିଭାଗ ର କର୍ମକର୍ତ୍ତା ଙ୍କ ଦ୍ୱାରା ଶାନ୍ତି କୁଟୀର କୁଷ୍ଠାଶ୍ରମ ତଥା ଆଖ ପାଖ ଅଂଚଳରେ ଏକ ସ୍ୱଚ୍ଛତା କାର୍ଯ୍ୟକ୍ରମ କରାଯାଇଥିଲା l ସକାଳ ୧୦.୦୦ ସମୟରେ ଅତିରିକ୍ତ ଜ଼ିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ଙ୍କ ଅଧ୍ୟକ୍ଷତା ରେ ଏକ ସମ୍ମିଶ୍ରଣ କାର୍ଯ୍ୟକ୍ରମ ତଥା ବୈଠକ ଅନୁଷ୍ଠିତ ହୋଇଥିଲା l ଏହି ଅବସରରେ ଉପ ଜ଼ିଲ୍ଲାପାଳ ସୋନପୁର ସରୋଜ କୁମାର ପଟ୍ଟନାୟକ, ଜ଼ିଲ୍ଲା କୁଷ୍ଠ ଅଧିକାରୀ , ମୁନିସିପାଲିଟି ଯନ୍ତ୍ରୀ ,ଏ ଡି ପି ଏଚ ଓ, ସୋନପୁର, ଏ ସି ଏସ ଓ, ସୋନପୁର, ଲେପରା କୋଅର୍ଡିନେଟର ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ସଚେତନତା ବାର୍ତ୍ତା ଦେଇଥିଲେ l କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ମୁନିସିପାଲିଟି ଅଧ୍ୟକ୍ଷା ତାମସୀ ତମସ୍ମିତା ନାୟକ , ସୋନପୁର ଯୋଗଦେଇ ଥିଲେ l ଜ଼ିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ ସ୍ୱାଗତ ଭାଷଣ ଦେଇ ଦିବସର ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ l ଏହି ଅବସରରେ କୁଷ୍ଠାଶ୍ରମ ର ଅନ୍ତେବାସୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ଏକ ସ୍ୱାସ୍ଥ୍ୟ ଶିବିର ଆୟୋଜନ କରାଯାଇ ଔଷଧ ବଣ୍ଟନ କରାଯାଇଥିଲା l ସମସ୍ତ ଅନ୍ତେବାସୀ ଙ୍କୁ ସ୍ୱଚ୍ଛତା ସାମଗ୍ରୀ ଯଥା ହାଣ୍ଡ ବାଶ , ସାବୁନ, ବ୍ରସ,ଟୁଥପେଷ୍ଟ, ତେଲ, ସରଫ, ଡେଟଲ , ବାଲ୍ଟି, ମଗ, ଭେସଲିନ, ଗାମୁଛା, ଆଦି ପ୍ରଦାନ କରାଯାଇଥିଲା l ଶେଷରେ ଅନ୍ତେବାସୀ ଓ ସମାଜସେଵୀ ମାନେ କୁଷ୍ଠାଶ୍ରମ ର ଅଭାବ ଅସୁବିଧା ବିଷୟରେ ଅଧିକାରୀଙ୍କୁ ଜଣେଇଥିଲେ ଓ ଜ଼ିଲ୍ଲା ପ୍ରଶାସନ ଠାରୁ ତାର ଶୀଘ୍ର ଉପଚାର ର ପ୍ରତିଶୃତି ପାଇଥିଲେ l ସଭା ଶେଷରେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ, ତରଭା ଶ୍ରୀ ପ୍ରଭାସ କର୍ଣ୍ଣ ଧନ୍ୟବାଦ ଅର୍ପଣ କରିଥିଲେ l ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ, ସୋନପୁର, ଶ୍ରୀ ଯୁଧିଷ୍ଠିର ଭୋଇ, ରାକେଶ କୁମାର ମିଶ୍ର, ଅମରଜିତ ସାହୁ,ଅନ୍ନଦା ପାଣିଗ୍ରାହୀ, ଜନ୍ମେଜୟ ମହାକୁର, ଆଶୁତୋଷ କହଁର, ଗୁପ୍ତେଶ୍ୱର ପଧାନ, ଉମାକାନ୍ତ ହୋତା, ପୁଷ୍ପକାନ୍ତି ସାହୁ ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026

You Might Also Like